Posted inଖେଳ

ବାରବାଟୀରେ ‘ଷ୍ଟାର ସ୍ପୋର୍ଟସ’ ଟିମ୍‌

କଟକ ଅଫିସ,୧୮ା୧୧- ‘ଷ୍ଟାର୍‌ ସ୍ପୋର୍ଟସ’ର ଏକ ଟିମ୍‌ ରବିବାର ବାରବାଟୀ ଷ୍ଟାଡିୟମ ପରିଦର୍ଶନରେ ଆସିଥିଲା। ଆସନ୍ତା ଏକଦିବସୀୟ ଅନ୍ତର୍ଜାତୀୟ ମ୍ୟାଚ୍‌ର ପ୍ରସାରଣ ଦାୟିତ୍ୱ ଷ୍ଟାର ସ୍ପୋର୍ଟସ ଚ୍ୟାନେଲ ହାତରେ ରହିଛି। ଚ୍ୟାନେଲର ବରିଷ୍ଠ ଅଧିକାରୀ ପ୍ରଶାନ୍ତ ବିସ୍ତଙ୍କ ନେତୃତ୍ୱରେ ଆସିଥିବା ଏହି ଟିମ୍‌ ଷ୍ଟାଡିୟମର ବିଭିନ୍ନ ପାର୍ଶ୍ୱ ବୁଲି ଦେଖିଥିଲେ। ହର୍ସଗେଟ ନିକଟରେ ଚ୍ୟାନେଲର କଣ୍ଟ୍ରୋଲ ରୁମ୍‌ ହେବ। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ପ୍ରସାରଣ ବିଭାଗର କିଛି ଅଧିକାରୀ ମଧ୍ୟ ଏହି ଅବସରରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୪ ବର୍ଷରେ ୩୯ରୁ ୩୮ ମ୍ୟାଚ୍‌ ଜିତିଛି ଚାମ୍ପିୟନ ଅଷ୍ଟ୍ରେଲିଆ

ଖ୍ରୀଷ୍ଟଚର୍ଚ୍ଚ,୩।୪: ଅଷ୍ଟ୍ରେଲିଆ ମହିଳା କ୍ରିକେଟ ଦଳ ରେକର୍ଡ ସପ୍ତମ ଥର ପାଇଁ ଦିନିକିଆ ବିଶ୍ୱକପ୍‌ ହାସଲ କରିଛି। ମେଗ ଲାନ୍ନିଂଙ୍କ ନେତୃତ୍ୱାଧୀନ ଦଳ ରବିବାର ୭୧...

ଧୋନୀଙ୍କୁ ହାତଯୋଡି ନମସ୍କାର କଲେ ଏହି କ୍ରିକେଟର୍‌

ଶାରଜା,୨୩।୯: ଚଳିତବର୍ଷ ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୦ରେ ରାଜସ୍ଥାନ ରୟାଲ୍ସ ପକ୍ଷରୁ ଯୁବ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲ ଡେବ୍ୟୁ କରିଛନ୍ତି। ସେ ଚେନ୍ନାଇ ସୁପର କିଙ୍ଗ୍ସ...

ନିତୁ ଡେଭିଡ୍‌ ମହିଳା ଚୟନ କମିଟି ମୁଖ୍ୟ ନିଯୁକ୍ତ

ନୂଆଦିଲ୍ଲୀ,୨୭।୯(ପି.ଟି.): ପୂର୍ବତନ ଭାରତୀୟ ମହିଳା କ୍ରିକେଟର ନିତୁ ଡେଭିଡ୍‌ ମହିଳା ଚୟନ କମିଟି ମୁଖ୍ୟ ନିଯୁକ୍ତ ହୋଇଛନ୍ତି। ୯୦ ଦଶକ ଶେଷ ଆଡକୁ ଓ ୨୦୦୦...

ରଣଜୀ ଟ୍ରଫି: ସୂର୍ଯ୍ୟକାନ୍ତଙ୍କୁ ୬ ଉଇକେଟ, ଓଡ଼ିଶା ଅଗ୍ରଣୀ

କଟକ ଅଫିସ,୧୧ା୧: ରୋହତକର ଚୌଧୁରୀ ବଂଶୀଲାଲ କ୍ରିକେଟ ଷ୍ଟାଡିୟମରେ ଶନିବାରଠାରୁ ଓଡ଼ିଶା-ହରିୟାଣା ରଣଜୀ ମ୍ୟାଚ୍‌ ଆରମ୍ଭ ହୋଇଛି। ଓଡ଼ିଶାର ପେସ୍‌ ବୋଲିଂ ଆଟାକ ପୁଣି ଥରେ...

ନା ଧୋନୀ, ନା କୋହଲି; କେକେଆର୍‌ର ଏହି ମହଙ୍ଗା ଖେଳାଳିଙ୍କ ପସନ୍ଦର ଅଧିନାୟକ ହେଲେ…

ନୂଆଦିଲ୍ଲୀ,୬।୪: ଅଷ୍ଟ୍ରେଲିୟ ଦ୍ରୁତ ବୋଲର ପ୍ୟାଟ୍‌ କୁମିନ୍ସଙ୍କୁ କୋଲକାତା ନାଇଟ୍‌ ରାଇଡର୍ସ ସାଢ଼େ ୧୫ କୋଟି ଟଙ୍କାରେ କିଣିଥିଲା। ଏବେ କୁମିନ୍ସ ଆଗାମୀ ଆଇପିଏଲ୍‌ରେ କେକେଆର୍‌...

ପ୍ରଥମେ ବ୍ୟାଟିଂ କରିବ ପଞ୍ଜାବ କିଙ୍ଗ୍ସ

ମୁମ୍ବାଇ, ୧୨ା୪- ଚଳିତ ଆଇପିଏଲର ଚତୁର୍ଥ ମ୍ୟାଚ୍‌ରେ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି ରାଜସ୍ଥାନ ରୟାଲ୍ସ ଅଧିନାୟକ ସଞ୍ଜୁ ସାମସନ। ଅଧିନାୟକ...

ଟେଷ୍ଟ ଦଳକୁ ପୃଥ୍ବୀଙ୍କ ପ୍ରତ୍ୟାବର୍ତ୍ତନ

ହାମିଲଟନ, ୪।୨ (ପି.ଟି.)- ନ୍ୟୁଜିଲାଣ୍ଡ ବିପକ୍ଷ ଆଗାମୀ ୨ ମ୍ୟାଚ୍‌ବିଶିଷ୍ଟ ଟେଷ୍ଟ ସିରିଜ ଲାଗି ମଙ୍ଗଳବାର ଭ୍ରମଣକାରୀ ଭାରତୀୟ ଦଳ ଘୋଷଣା କରାଯାଇଛି। ଯୁବ ଓପନର୍‌...

ବାତିଲ ହେଲା ମାଞ୍ଚେଷ୍ଟର ଟେଷ୍ଟ

ମାଞ୍ଚେଷ୍ଟର,୧୦।୯: ଭାରତ-ଇଂଲଣ୍ଡ ମଧ୍ୟରେ ଚାଲିଥିବା ସିରିଜର ପଞ୍ଚମ ତଥା ଅନ୍ତିମ ଟେଷ୍ଟ ମ୍ୟାଚ୍‌ ଶୁକ୍ରବାରଠାରୁ ଖେଳାଯିବାର ଥିଲା। ହେଲେ କରୋନା ଯୋଗୁ ଏହାକୁ ବାତିଲ କରିବାକୁ...

Advertisement
Archives

Model This Week