Posted inଖେଳ

ବାରବାଟୀ ଦିନିକିଆ: ଆଉ ୮ ଦିନ: ପ୍ରସ୍ତୁତି ଅନୁଧ୍ୟାନ କଲେ ମନ୍ତ୍ରୀ

କଟକ ଅଫିସ,୧୪ା୧୨-
ଡିସେମ୍ବର ୨୨ରେ ହେବାକୁ ଥିବା ଭାରତ-ୱେଷ୍ଟଇଣ୍ଡିଜ ବିପକ୍ଷ ଅନ୍ତର୍ଜାତୀୟ ମ୍ୟାଚ୍‌ ଏବେ ରାଜ୍ୟରେ ସବୁଠାରୁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି। ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ସମେତ ରାଜ୍ୟ ସରକାର, ଜିଲା ପ୍ରଶାସନ ମ୍ୟାଚ୍‌କୁ ସୁଚାରୂରୂପେ ଆୟୋଜନ କରିବାକୁ ଉଦ୍ୟମ ଚଳାଇଛନ୍ତି। ଏହି ପରିପ୍ରେକ୍ଷୀରେ ଗୃହ ଓ ନଗର ଉନ୍ନୟନ, ପଞ୍ଚାୟତି ରାଜ, ପାନୀୟ ଜଳ ଓ ଆଇନ ମନ୍ତ୍ରୀ ପ୍ରତାପ ଜେନା ଶୁକ୍ରବାର ବାରବାଟୀ ଷ୍ଟାଡିୟମ ପରିଦର୍ଶନ କରିବା ସହ ମ୍ୟାଚ୍‌ ନେଇ ପ୍ରସ୍ତୁତି ଅନୁଧ୍ୟାନ କରିଥିଲେ। ବିଶେଷକରି ଦର୍ଶକମାନଙ୍କ ନିମନ୍ତେ ଉପଲବ୍ଧ ଥିବା ବିଭିନ୍ନ ସୁବିଧା ସୁଯୋଗ ଯଥା ପାନୀୟଜଳ, ଆମ୍ବୁଲାନ୍ସ, ଖାଦ୍ୟ ବ୍ୟବସ୍ଥା ବିଷୟରେ ପଚାରି ବୁଝିଥିଲେ। ଷ୍ଟାଡିୟମ ଭିତରକୁ ପାଣି ବୋତଲ ମନା ଥିବା ବେଳେ ଦର୍ଶକଙ୍କୁ କିପରି ପାନୀୟ ଜଳ ଯୋଗାଇ ଦିଆଯିବ ସେ ସମ୍ପର୍କରେ ଓସିଏ ପକ୍ଷରୁ ମନ୍ତ୍ରୀ ଜେନାଙ୍କୁ ଅବଗତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏହି ଅଭିନେତ୍ରୀଙ୍କ ପ୍ରେମରେ ପଡିଛନ୍ତି ଧୋନୀଙ୍କ ଧୂରନ୍ଧର

ଚେନ୍ନାଇ ସୁପର କିଙ୍ଗ୍ସ ବ୍ୟାଟ୍ସମ୍ୟାନ ରୁତୁରାଜ ଗାଇକ୍ୱାଡ ଖୁବ କମ ସମୟ ମଧ୍ୟରେ କ୍ରିକେଟରେ ନିଜର ପରିଚୟ ସୃଷ୍ଟି କରିଛନ୍ତି। ମହେନ୍ଦ୍ର ସିଂ ଧୋନୀଙ୍କ ଦଳର...

ଏହି ମହିଳା ରଚିଲେ ଇତିହାସ, ପୁରୁଷ ଟେଷ୍ଟ ମ୍ୟାଚ୍‌ରେ ପ୍ରଥମ ମହିଳା ଭାବେ କଲେ ଅମ୍ପାୟାରିଂ

ସିଡନୀ,୭।୧: ସିଡନୀ କ୍ରିକେଟ ଗ୍ରାଉଣ୍ଡରେ (ଏସସିଜି) ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ତୃତୀୟ ଟେଷ୍ଟରେ କ୍ଲେର୍‌ ପୋଲୋସାକ ଅମ୍ପାୟାର୍‌ ହୋଇଛନ୍ତି। ଏହା ସହ ସେ...

ଶୁଟିଂ ବିଶ୍ୱକପ୍‌: ମନୁ-ସୌରଭଙ୍କୁ ସ୍ବର୍ଣ୍ଣ, ଭାରତର ଶ୍ରେଷ୍ଠ ପ୍ରଦର୍ଶନ

ରିଓ ଡି ଜେନିରୋ, ୩।୯ (ପି.ଟି.)- ଏଠାରେ ଅନୁଷ୍ଠିତ ଶୁଟିଂ ବିଶ୍ୱକପ୍‌ରେ ଭାରତର ଷ୍ଟାର୍‌ ଶୁଟର୍‌ ମନୁ ଭାକର ଓ ସୌରଭ ଚୌଧୁରୀ ଯୋଡ଼ି ମିକ୍ସଡ୍‌...

ଦିଲ୍ଲୀ ଛାଡ଼ି ଉତ୍ତରାଖଣ୍ଡ ପାଇଁ ଖେଳିବେ ଉନ୍ମୁକ୍ତ ଚାନ୍ଦ

ନୂଆଦିଲ୍ଲୀ, ୩।୯- ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ବିଜୟୀ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ଉନ୍ମୁକ୍ତ ଚାନ୍ଦ ଚଳିତ ଘରୋଇ ସିଜନରେ ନୂଆ ଦଳ...

ଟି-୨୦ ଜିତିବା ଖୁସିରେ କୋହଲିଙ୍କୁ ଏମିତି କହିଲେ ଅନୁଷ୍କା

ସିଡନୀ,୭।୧୨: ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ ବ୍ୟାଟିଂ ସାଙ୍ଗକୁ ଶିଖର ଧୱନ ଓ କ୍ୟାପଟେନ ବିରାଟ କୋହଲିଙ୍କ ଦମଦାର ଇନିଂସ ବଳରେ ଟିମ ଇଣ୍ଡିଆ ଏଠାରେ ଖେଳାଯାଇଥିବା...

କଳିଙ୍ଗରେ ଫିଫା ବିଶ୍ୱକପ୍‌ ଓ ଭାରତ

୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପର ଗ୍ରୁପ୍‌ ପର୍ଯ୍ୟାୟ ନିକଟରେ କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ହୋଇଯାଇଛି। ଆୟୋଜକ ଭାରତ ଏଠାରେ ବିଶ୍ୱକପ ପଦାର୍ପଣ କରି...

ତେନ୍ଦୁଲକରଙ୍କୁ ପଛରେ ଛାଡ଼ିଲେ

ନୂଆଦିଲ୍ଲୀ,୧୯।୧: ଭାରତୀୟ ଭାବେ ବିଦେଶରେ ସର୍ବାଧିକ ଦିନିକିଆ ରନ୍‌ କରିବାର ରେକର୍ଡ ନିଜ ନାମରେ କରିଛନ୍ତ ବରିଷ୍ଠ ବ୍ୟାଟର ବିରାଟ କୋହଲି। ଏହି ଧାରାରେ ସେ...

ପଡ଼ିଆରେ ବ୍ୟାଟ୍ସମ୍ୟାନ୍‌-ବୋଲର୍‌ଙ୍କ ମଧ୍ୟରେ ରୋଚକ ମୁହୂର୍ତ୍ତ : ଦେଖନ୍ତୁ ଭିଡିଓ

ଲାହୋର,୨୫।୩:ପୂର୍ବ ତୁଳନାରେ ଆଜିକାଲି କ୍ରିକେଟ୍‌ ଏକ ଭଦ୍ରଲୋକଙ୍କ ଖେଳ ଭାବରେ ଉଭା ହେଉଛି। ଅତୀତରେ, ପ୍ରତିଦ୍ୱନ୍ଦ୍ୱୀ ଖେଳାଳିଙ୍କ ସହିତ କ୍ରିକେଟ ପଡ଼ିଆରେ ପରସ୍ପରକୁ ସ୍ଲେଜ କରିବା...

Advertisement
Archives

Model This Week