Posted inଖେଳ

ବାରବାଟୀ ଦିନିକିଆ: ଗ୍ୟାଲେରିରେ ବିଛାଗଲା କାର୍ପେଟ

କଟକ ଅଫିସ,୧୫।୧୨- ଆଗାମୀ ଭାରତ-ୱେଷ୍ଟଇଣ୍ଡିଜ ଏକଦିବସୀୟ ଅର୍ନ୍ତଜାତୀୟ ମ୍ୟାଚ ଲାଗି ଦର୍ଶକମାନଙ୍କ ନିମନ୍ତେ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ବିଶେଷ ସୁବିଧା ସୁଯୋଗ ପ୍ରଦାନ କରିଛି। ଏହି ମ୍ୟାଚ୍‌ ଲାଗି ଗ୍ୟାଲେରି ଟିକେଟ୍‌ କିଣିଥିବା ଦର୍ଶକ ଏହାର ଫାଇଦା ପାଇବେ। ପ୍ରଥମଥର ନିମନ୍ତେ ଷ୍ଟାଡିୟମର ସମସ୍ତ ଗ୍ୟାଲେରିରେ କାର୍ପେଟ ବିଛାଯାଇଛି। ସିମେଣ୍ଟ ପାହାଚ ସଦୃଶ ଗ୍ୟାଲେରୀ ଗୁଡ଼ିକରେ ଦର୍ଶକମାନେ ଦୀର୍ଘ ସମୟ ଧରି ବସିବା ମୁସ୍କିଲ। ଏହାକୁ ଲକ୍ଷ୍ୟ ରଖି ସିମେଣ୍ଟ ପାହାଚଗୁଡ଼ିକ ଉପରେ ଶନିବାରଠାରୁ କାର୍ପେଟ ବିଛାଯାଉଥିବା ଦେଖିବାକୁ ମିଳିଛି। ଡିସେମ୍ବର ୨୨ରେ ଭାରତ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍‌ ନିମନ୍ତେ ଆସିଥିବା ବିସିସିଆଇ ପାଣ୍ଠିରୁ ଏହା ଖର୍ଚ୍ଚ କରାଯାଉଥିବା ଓସିଏର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୩୮ ବର୍ଷ ବୟସରେ ଟିମ୍‌ ବଦଳାଇଲେ ଏହି କ୍ରିକେଟର୍‌: ପ୍ରଥମ ମ୍ୟାଚ୍‌ରେ କଲେ ଚମତ୍କାର

ଚଣ୍ଡିଗଡ଼,୧୩।୧୦: ଭାରତୀୟ କ୍ରିକେଟ ଦଳରୁ ଦୀର୍ଘଦିନ ଧରି ବାହାରେ ଥିବା ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ରଣଜୀ ଟ୍ରଫି ୨୦୨୬-୨୭ ସରିଜ୍‌ରେ ଜବରଦସ୍ତ ଆରମ୍ଭ କରିଛନ୍ତି।…

IPLକୁ ଫେରିପାରନ୍ତି ଏହି ଖେଳାଳି; କେଉଁ ଫ୍ରାଞ୍ଚାଇଜ ତାଙ୍କ ପାଇଁ ଉପଯୁକ୍ତ ହେବ? ପୂର୍ବତନ କ୍ରିକେଟର୍‌ କହିଲେ…

ନୂଆଦିଲ୍ଲୀ,୧୩।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ବର୍ତ୍ତମାନ ପାଞ୍ଚ-ମ୍ୟାଚ ବିଶିଷ୍ଟ T20 ସିରିଜ ଚାଲିଛି, ଯେଉଁଥିରେ ଭାରତୀୟ ଦଳ ୨-୧ରେ ଆଗୁଆ ରହିଛି। ଏହି ସିରିଜର ଚତୁର୍ଥ…

ଦ୍ରାବିଡ଼-ସେହ୍ବାଗଙ୍କ ପୁଅଙ୍କ ମଧ୍ୟରେ ଜୋରଦାର ଲଢେଇ: ଜାଣନ୍ତୁ କିଏ ମାରିଲେ ବାଜି

ନୂଆଦିଲ୍ଲୀ,୧୩।୧୦: ଭାରତୀୟ କ୍ରିକେଟ୍‌ର ଦୁଇ ମହାନ ଖେଳାଳି ରାହୁଲ ଦ୍ରାବିଡ଼ ଓ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅଙ୍କ ମଧ୍ୟରେ କ୍ରିକେଟ ମଇଦାନରେ ଲଢ଼େଇ ଦେଖିବାକୁ ମିଳିଛି। ବିନୁ ମାଙ୍କଡ଼…

କ୍ରିକେଟ ଜଗତରେ ଖୁବ ଚର୍ଚ୍ଚା, କାହାକୁ ଭୁଲ ମାଗିଲେ ଆକୃତି? ନିର୍ବନ୍ଧ ଭାଙ୍ଗିବାର ୨୬ ଦିନ ପରେ ପୁଣି ଏକାଠି ହୋଇଛନ୍ତି ଆକୃତି ଅଗ୍ରୱାଲ-ପୃଥ୍ବୀ ଶ’

ନୂଆଦିଲ୍ଲୀ,୧୩।୧୦: ଭାରତୀୟ ଦଳର ଓପନର୍‌ ପୃଥ୍ବୀ ଶ’ଙ୍କ ମଙ୍ଗେତର (fianc଼e) ଆକୃତି ଅଗ୍ରୱାଲ ଗତ ସେପ୍ଟେମ୍ବର ୧୭ରେ ସେମାନଙ୍କ ନିର୍ବନ୍ଧ ଭାଙ୍ଗିଯାଇଥିବା ନେଇ ଘୋଷଣା କରିଥିଲେ। କିନ୍ତୁ…

ବିଶ୍ୱକପ୍‌ ୨୦୨୭ ପୂର୍ବରୁ ଗମ୍ଭୀରଙ୍କୁ କୈଫ୍‌ଙ୍କ ଚେତାବନୀ, ବିରାଟ-ରୋହିତ ନୁହେଁ….

ନୂଆଦିଲ୍ଲୀ,୧୩।୧୦: ଆସନ୍ତା ୨୦୨୭ ଦିନିକିଆ ବିଶ୍ୱକପ୍‌କୁ ନେଇ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। କେଉଁ ଖେଳାଳି ବିଶ୍ୱକପ୍‌ ଦଳରେ ସ୍ଥାନ ପାଇବେ, ତାହାକୁ ନେଇ…

ପନ୍ତଙ୍କ ସ୍ଥାନ ନେବାର ସୁଯୋଗ ପାଇପାରନ୍ତି ଏହି ଖେଳାଳି, ଟି ୨୦ ପରେ ଏବେ ଟେଷ୍ଟ ଟିମରେ…

ନୂଆଦିଲ୍ଲୀ,୧୩।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଆଗାମୀ ଟେଷ୍ଟ ମ୍ୟାଚରେ ଭାରତୀୟ ୱିକେଟ କିପର-ବ୍ୟାଟର ଋଷଭ ପନ୍ତଙ୍କ ଅଂଶଗ୍ରହଣ ତାଙ୍କ ଫିଟନେସ ଉପରେ ନିର୍ଭର କରିବ। ଆହତ ସମସ୍ୟା ଯୋଗୁ…

୩୬ ଦିନ ଜେଲରୁ ରହିବା ପରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…

ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ…

ଭାରତ-ଶ୍ରୀଲଙ୍କା ମ୍ୟାଚ୍‌ ସ୍ଥାନାନ୍ତରକୁ ନେଇ ସ୍ପଷ୍ଟ କଲା ବିସିସିଆଇ, ଜାଣନ୍ତୁ…

ନୂଆଦିଲ୍ଲୀ,୧୨ା୧୦: ଆସନ୍ତା ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ସିରିଜର ଓପନିଂ ମ୍ୟାଚ୍‌ ଦିଲ୍ଲୀରୁ ଅହମଦାବାଦ ସ୍ଥାନାନ୍ତର ହେବ ବୋଲି ଗଣମାଧ୍ୟମରେ ଚର୍ଚ୍ଚା ହେଉଥିଲା। ଏହା ସଠିକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?