Posted inଖେଳ

ବାରବାଟୀ ମ୍ୟାଚର ଗୁରୁତ୍ୱ ବଢ଼ିଲା

ଭୁବନେଶ୍ୱର, ୧୯।୧୨(କ୍ରୀଡ଼ା ପ୍ରତିନିଧି)- ଭାରତ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଚଳିତ ସିରିଜର ତୃତୀୟ ତଥା ଅନ୍ତିମ ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚ କଟକର ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଚେନ୍ନାଇଠାରେ ଅନୁଷ୍ଠିତ ପ୍ରଥମ ଦିନିକିଆରେ ଓ୍ବେଷ୍ଟଇଣ୍ଡିଜ ୮ ଉଇକେଟରେ ବିଜୟୀ ହୋଇଛି। ବିଶାଖାପାଟଣାରେ ଅନୁଷ୍ଠିତ ଦ୍ୱିତୀୟ ଦିନିକିଆରେ ଭାରତ ୧୦୭ ରନରେ ବିଜୟ ହାସଲ କରିଛି। ତେଣୁ ବାରବାଟୀ ମ୍ୟାଚର ଗୁରୁତ୍ୱ ବଢ଼ି ଯାଇଛି। କାରଣ ଏହା ହେବ ସିରିଜର ନିର୍ଣ୍ଣାୟକ ମ୍ୟାଚ। ଏହି ମ୍ୟାଚ ଯେଉଁ ଦଳ ଜିତିବ ସେ ସିରିଜ ଜିତିବ। ଏଥିପାଇଁ ଭାରତୀୟ କ୍ରିକେଟ ପ୍ରେମୀଙ୍କ ନଜର ଏବେ ସ୍ବତଃ ବାରବାଟୀ ମ୍ୟାଚ ଉପରେ ନିବଦ୍ଧ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସ୍କୁଟିରେ ସ୍ତ୍ରୀ ଅନୁଷ୍କାଙ୍କୁ ବସାଇ ବୁଲୁଥିବା ନଜର ଆସିଲେ କୋହଲି

ବମ୍ବେ,୨୦।୮: ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ମିଳିଥିବା ବ୍ରେକ୍‌ର ଭରପୂର ଉପଯୋଗ କରୁଛନ୍ତି ଟିମ୍‌ ଇଣ୍ଡିଆର ଷ୍ଟାର ବ୍ୟାଟ୍ସମ୍ୟାନ୍‌ ତଥା ପୂର୍ବତନ ଅଧିନାୟକ ବିରାଟ କୋହଲି। ଏହି କ୍ରମରେ...

କ୍ୱାର୍ଟର ଫାଇନାଲରେ ଜର୍ମାନୀ

ଭୁବନେଶ୍ୱର, ୧୫।୧୦(କ୍ରୀଡ଼ା ପ୍ରତିନିଧି): ଚଳିତ ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପରେ ପ୍ରଥମ ଦଳଭାବେ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି ଟାଇଟଲ ଫେଭରାଇଟ ଜର୍ମାନୀ।...

ବିଏମ୍‌ଡବ୍ଲୁ ବିକିବାକୁ ଚାହୁଁଛନ୍ତି ଦୂତି

ଭୁବନେଶ୍ୱର,୧୦।୭(ବ୍ୟୁରୋ): ଅନ୍ତର୍ଜାତୀୟସ୍ତରରେ ଖ୍ୟାତି ଅର୍ଜନ କରିଥିବା ଧାବିକା ଦୂତି ଚାନ୍ଦ ନିଜର ବିଏମ୍‌ଡବ୍ଲୁ ବିକିବାକୁ ଚାହୁଁଛନ୍ତି। ଏନେଇ ସେ ନିଜର ସୋସିଆଲ ପୃଷ୍ଠା(ଫେସବୁକ୍‌)ରେ ଏକ ପୋଷ୍ଟ...

ଶାହାରୁଖଙ୍କୁ ଛାଡ଼ି ସବୁ ଫେଲ୍‌

ମୁମ୍ବାଇ, ୧୬ା୪- ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବୋଲର ଓ ରବୀନ୍ଦ୍ର ଜାଡେଜାଙ୍କ ଫିଲ୍ଡିଂ ଯୋଗୁ ଧରାଶାୟୀ ହୋଇପଡ଼ିଲା ପଞ୍ଜାବ କିଙ୍ଗ୍ସ। ଶାହାରୁଖ ଖାନଙ୍କୁ ଛାଡ଼ି...

ଅନ୍ତର୍ଜାତୀୟ କ୍ରିକେଟ କ୍ୟାଲେଣ୍ଡରରେ ପରିବର୍ତ୍ତନ ଆବଶ୍ୟକ: ଆଝାରୁଦ୍ଦିନ

ନୂଆଦିଲ୍ଲୀ,୧୨।୪ (ପି.ଟି.): କୋଭିଡ-୧୯ କାରଣରୁ ସାରା ବିଶ୍ୱରେ ବିଭିନ୍ନ କ୍ରୀଡ଼ ଓ ଇଭେଣ୍ଟଗୁଡିକ ଠପ୍‌ ହୋଇଛି। ଏପରିସ୍ଥଳେ ଅନ୍ତର୍ଜାତୀୟ କ୍ରିକେଟ କ୍ୟାଲେଣ୍ଡରରେ ପରିବର୍ତ୍ତନ କରିବାର ଜରୁରୀ...

ଇଣ୍ଡିଆନ ସୁପର ଲିଗ୍‌: ଇଷ୍ଟ ବେଙ୍ଗଲ- ଚେନ୍ନାଇନ୍‌ ମ୍ୟାଚ୍‌ ଡ୍ର

ଭାସ୍କୋଡାଗାମା, ୨୭।୧୨(ପି.ଟି.): ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ଶନିବାର ଇଷ୍ଟ ବେଙ୍ଗଲ ଓ ଚେନ୍ନାଇନ୍‌ ଏଫ୍‌ସି ମଧ୍ୟରେ ଖେଳଯାଇଥିବା ମ୍ୟାଚ ୨-୨ ଗୋଲରେ ଡ୍ର ରହିଛି।...

ଫିଫାର ସମସ୍ତ ଦାବିକୁ ଗ୍ରହଣ କଲେ ସରକାର

ନୂଆଦିଲ୍ଲୀ, ୨୨ା୮ (ପି.ଟି.): ସର୍ବଭାରତୀୟ ଫୁଟ୍‌ବଲ ମହାସଂଘ (ଏଆଇଏଫ୍‌ଏଫ୍‌) ଉପରୁ ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂଗଠନ ‘ଫିଫା’ର ବାସନ୍ଦ ଦଣ୍ଡକୁ ହଟାଇବା ପରିପ୍ରେକ୍ଷୀରେ କେନ୍ଦ୍ର ସରକାର...

ମୁନୀ ଜାଏଣ୍ଟ୍ସ ଅଧିନାୟିକା

ମୁମ୍ବାଇ, ୨୮।୨: ମାର୍ଚ୍ଚ ୪ରୁ ଆରମ୍ଭ ହେବାକୁ ଯାଉଥିବା ଓମେନ୍ସ ପ୍ରିମିୟର ଲିଗ୍‌ ପାଇଁ ଗୁଜରାଟ ଜାଏଣ୍ଟ୍ସ ଦଳର ପ୍ରସ୍ତୁତି ଅନ୍ତିମ ପର୍ଯ୍ୟାୟରେ ପହଞ୍ଚତ୍ଛି। ନିକଟ...

Advertisement
Archives

Model This Week