Posted inଖେଳ

ବାରବାଟୀ ମ୍ୟାଚ୍‌ରେ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ କରିଥିବା ଶାର୍ଦ୍ଦୁଳଙ୍କ କ୍ୟାରିୟରର କିଛି ରୋଚକ କଥା

ବାରବାଟୀ ଦିନିକିଆ ମ୍ୟାଚ୍‌ରେ ଭାରତୀୟ ଦଳକୁ ଜିତାଇବାରେ ଅନ୍ୟତମ ଭୂମିକା ଗ୍ରହଣ କରିଥିଲେ ଶାର୍ଦ୍ଦୁଳ ଠାକୁର। ତାଙ୍କ ବିଷୟରେ ଏକ ରୋଚକ କଥା ସାମ୍ନାକୁ ଆସିଛି। ସେ ଏକଦା ୬ ବଲ୍‌ରେ ୬ ଛକା ଲଗାଇଥିଲେ। ୨୦୦୬ରେ ଶାର୍ଦ୍ଦୁଳ ଆନ୍ତଃ ସ୍କୁଲ ମ୍ୟାଚ୍‌ରେ ଏହି ସଫଳତା ପାଇଥିଲେ। ସ୍ବାମୀ ବିବେକାନନ୍ଦ ସ୍କୁଲ ପାଇଁ ଖେଳୁଥିବା ୧୪ ବର୍ଷରୁ କମ୍‌ ଶାର୍ଦ୍ଦୁଳ ଏସ୍‌. ରାଧାକ୍ରିଷ୍ଣ ସ୍କୁଲ ବିପକ୍ଷରେ ଗୋଟେ ଓଭରରେ ୬ ଛକା ମାରିଥିଲେ। ଏହି ମ୍ୟାଚ୍‌ରେ ସେ ୭୩ ବଲରେ ୧୬୦ ରନ୍‌ର ବିସ୍ଫୋରକ ଇନିଂସ୍‌ ଖେଳିଥିଲେ। ଏଥିରେ ଥିଲା ୧୦ ଛକା ଓ ୨୦ ଚୌକା। କିନ୍ତୁ ପରବର୍ତ୍ତୀ ସମୟରେ ସେ ବୋଲିଂ ପ୍ରତି ଅଧିକ ଧ୍ୟାନ ଦେଇଥିଲେ। ୨୦୧୨ରେ ସେ ଜଣେ ବୋଲର ଭାବେ ପ୍ରଥମ ଶ୍ରେଣୀ କ୍ରିକେଟରେ ପଦାର୍ପଣ ମ୍ୟାଚ୍‌ ଖେଳିଥିଲେ। ସେତେବେଳେ ମୋଟାପା କାରଣରୁ ତାଙ୍କୁ ବେଶ୍‌ ସମାଲୋଚନାର ଶିକାର ହେବାକୁ ପଡ଼ିଥିଲା। ତାଙ୍କ ଓଜନ ୮୩ କିଲୋ ଥିଲା। ଏଥିଯୋଗୁ ସେ ୧୯ ବର୍ଷରୁ କମ୍‌ ମୁମ୍ବାଇ ଦଳରୁ ବିଦା ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ଗାନ୍ଧୀଙ୍କ ସମେତ ୨୫ କଂଗ୍ରେସ ଏମ୍‌ପିଙ୍କୁ ଗୁଳି କରିବାକୁ ଧମକ

ନୂଆଦିଲ୍ଲୀ,୧୯।୨: ରାଜସ୍ଥାନ ପୋଲିସ କୋଟାର ଜଣେ ବ୍ୟକ୍ତିଙ୍କୁ ଅଟକ ରଖିଛି ଯିଏ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ୨୫ ଜଣ କଂଗ୍ରେସ ଏମପିଙ୍କୁ ଗୁଳି କରିବାକୁ…

୦,୦,୦…ରେ ଆଉଟ ହୋଇଥିବା ଅଭିଷେକ ଶର୍ମାଙ୍କୁ ମିଳିଲା ଗୁରୁ ମନ୍ତ୍ର, ଗାଭାସ୍କର କହିଲେ…

ନୂଆଦିଲ୍ଲୀ,୧୯।୨: ଅଭିଷେକ ଶର୍ମା ୨୦୨୬ ଟି୨୦ ବିଶ୍ୱକପରେ ତିନୋଟି ଇନିଂସ ଖେଳିଛନ୍ତି, କିନ୍ତୁ ସେ ତାଙ୍କର ଖାତା ଖୋଲି ନାହାଁନ୍ତି। ସେ ତିନୋଟି ମ୍ୟାଚରେ ଶୂନ୍ୟରେ ଆଉଟ…

ପଦ୍ମପୁର ତହସିଲଦାରଙ୍କୁ ନିଲମ୍ବନ କଲେ ସରକାର

ବରଗଡ଼,୧୯ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପଦ୍ମପୁର ତହସିଲଦାର ବିପିନ କୁମାର ପ୍ରଧାନଙ୍କୁ ଦୁର୍ନୀତି ଅଭିଯୋଗରେ ନିଲମ୍ବନ କରିଛନ୍ତି ରାଜ୍ୟ ସରକାର। ଜିଲାପାଳଙ୍କ ରିପୋର୍ଟ ଆଧାରରେ ପଦ୍ମପୁରର ତହସିଲଦାରଙ୍କୁ…

୩ କେନ୍ଦ୍ରରେ ୧୧ ପରୀକ୍ଷାର୍ଥୀ ଅନୁପସ୍ଥିତ

ଗୁଡ଼ାରି,୧୯ା୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ୩ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷାର ପ୍ରଥମ ଦିନରେ ୧୧ ଜଣ ପରୀକ୍ଷାର୍ଥୀ ଅନୁପସ୍ଥିତ ଥିଲେ। ମୋଟ୍‌ ୫୩୭…

ରୋମାଣ୍ଟିକ ମୁଡ୍‌ରେ ସୁଇମିଂ ପୁଲ ଫଟୋ ଶେୟାର କଲେ ହାର୍ଦ୍ଦିକ ପାଣ୍ଡ୍ୟା, ଗର୍ଲ ଫ୍ରେଣ୍ଡକୁ ଜଣାଇଲେ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ,୧୯।୨: ICC T20 World Cup 2026 ମଧ୍ୟରେ, ଟିମ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର…

ଭାରତ ସହ କ୍ରିକେଟ ସମ୍ପର୍କ ସୁଧାରିବାକୁ ବାଂଲାଦେଶର ଉଦ୍ୟମ; ତାରିକ୍ ରହମାନ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ ,୧୯।୨: ଭାରତ-ବାଂଲାଦେଶ କ୍ରିକେଟ ସମ୍ପର୍କରେ ସୁଧାର ପାଇଁ ଢାକାର ବଡ଼ ପଦକ୍ଷେପ। ୨୦୨୬ ଟି-୨୦ ବିଶ୍ୱକପ୍‌କୁ ନେଇ ସୃଷ୍ଟି ହୋଇଥିବା ବିବାଦ ଓ ମହମ୍ମଦ ୟୁନୁସଙ୍କ…

ପାକିସ୍ତାନର 2026 T20 World Cup ବିଜୟ ନିଶ୍ଚିତ? ଏହି ସଂଯୋଗ ଦେଖିଲେ ଆପଣ ବି ବିଶ୍ୱାସ କରିବାକୁ ବାଧ୍ୟ ହେବେ

ନୂଆଦିଲ୍ଲୀ,୧୯।୨: 2026 T20 World Cup ପାଇଁ ସୁପର ୮ ଦଳ ଚୂଡ଼ାନ୍ତ ହୋଇଛି। ଯଦିଓ ଟୁର୍ଣ୍ଣାମେଣ୍ଟର ପରବର୍ତ୍ତୀ ପର୍ଯ୍ୟାୟ ଆରମ୍ଭ ହୋଇନାହିଁ, କିନ୍ତୁ ପାକିସ୍ତାନ ବିଶ୍ୱକପ…

ବସ୍‌ ଧକ୍କାରେ ଓଲଟିପଡ଼ିଲା ଟ୍ରାକ୍ଟର, କଣ୍ଡକ୍ଟରଙ୍କ ସମେତ…

ଧୂଷୁରୀ,୧୯ା୨(ଦୀପ୍ତିରଞ୍ଜନ ନାୟକ): ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡ଼ି ଫାଣ୍ଡି ଅଧୀନ କୁଳେଇପଦା ଓ ଆରଡ଼ିର ମଧ୍ୟବର୍ତ୍ତୀ ସ୍ଥାନରେ ୨୦ ନମ୍ବର ଜାତୀୟ ରାଜପଥରେ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri