Posted inଖେଳ

ବାରବାଟୀ ମ୍ୟାଚ୍‌ରେ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ କରିଥିବା ଶାର୍ଦ୍ଦୁଳଙ୍କ କ୍ୟାରିୟରର କିଛି ରୋଚକ କଥା

ବାରବାଟୀ ଦିନିକିଆ ମ୍ୟାଚ୍‌ରେ ଭାରତୀୟ ଦଳକୁ ଜିତାଇବାରେ ଅନ୍ୟତମ ଭୂମିକା ଗ୍ରହଣ କରିଥିଲେ ଶାର୍ଦ୍ଦୁଳ ଠାକୁର। ତାଙ୍କ ବିଷୟରେ ଏକ ରୋଚକ କଥା ସାମ୍ନାକୁ ଆସିଛି। ସେ ଏକଦା ୬ ବଲ୍‌ରେ ୬ ଛକା ଲଗାଇଥିଲେ। ୨୦୦୬ରେ ଶାର୍ଦ୍ଦୁଳ ଆନ୍ତଃ ସ୍କୁଲ ମ୍ୟାଚ୍‌ରେ ଏହି ସଫଳତା ପାଇଥିଲେ। ସ୍ବାମୀ ବିବେକାନନ୍ଦ ସ୍କୁଲ ପାଇଁ ଖେଳୁଥିବା ୧୪ ବର୍ଷରୁ କମ୍‌ ଶାର୍ଦ୍ଦୁଳ ଏସ୍‌. ରାଧାକ୍ରିଷ୍ଣ ସ୍କୁଲ ବିପକ୍ଷରେ ଗୋଟେ ଓଭରରେ ୬ ଛକା ମାରିଥିଲେ। ଏହି ମ୍ୟାଚ୍‌ରେ ସେ ୭୩ ବଲରେ ୧୬୦ ରନ୍‌ର ବିସ୍ଫୋରକ ଇନିଂସ୍‌ ଖେଳିଥିଲେ। ଏଥିରେ ଥିଲା ୧୦ ଛକା ଓ ୨୦ ଚୌକା। କିନ୍ତୁ ପରବର୍ତ୍ତୀ ସମୟରେ ସେ ବୋଲିଂ ପ୍ରତି ଅଧିକ ଧ୍ୟାନ ଦେଇଥିଲେ। ୨୦୧୨ରେ ସେ ଜଣେ ବୋଲର ଭାବେ ପ୍ରଥମ ଶ୍ରେଣୀ କ୍ରିକେଟରେ ପଦାର୍ପଣ ମ୍ୟାଚ୍‌ ଖେଳିଥିଲେ। ସେତେବେଳେ ମୋଟାପା କାରଣରୁ ତାଙ୍କୁ ବେଶ୍‌ ସମାଲୋଚନାର ଶିକାର ହେବାକୁ ପଡ଼ିଥିଲା। ତାଙ୍କ ଓଜନ ୮୩ କିଲୋ ଥିଲା। ଏଥିଯୋଗୁ ସେ ୧୯ ବର୍ଷରୁ କମ୍‌ ମୁମ୍ବାଇ ଦଳରୁ ବିଦା ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୟ, ମୋର୍ଗାନ ଆହତ

ସାଉଥାମ୍ପଟନ,୧୫।୬(ପି.ଟି.): ଇଂଲଣ୍ଡ ଦଳର ଅଧିନାୟକ ଇଅନ ମୋର୍ଗାନ ଓ ଓପନର ଜାସନ ରୟ ଆହତ ହୋଇଛନ୍ତି। ଏଠାରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ ରୟଙ୍କ ମାଂସପେଶୀ...

ମହାରାଷ୍ଟ୍ର ସ୍ବାସ୍ଥ୍ୟମନ୍ତ୍ରୀ ଚିନ୍ତା ପ୍ରକଟ କରିବା ସତ୍ତ୍ୱେ ଆଇପିଏଲ୍‌ କାର୍ଯ୍ୟସୂଚୀରେ ପରିବର୍ତ୍ତନ ହେବ ନାହିଁ- ଗାଙ୍ଗୁଲି

ମୁମ୍ବାଇ,୯।୩- କରୋନା ଭାଇରସ୍‌ର ସ୍ଥିତି ଦେଶରେ ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି। ଏହି କାରଣରୁ ଆଇପିଏଲ କାର୍ଯ୍ୟସୂଚୀରେ ପରିବର୍ତ୍ତନ ସମ୍ଭାବନା ସୃଷ୍ଟି ହୋଇଛି। ଏଥିଯୋଗୁ...

ଆନ୍ତଃରାଜ୍ୟ ଫୁଟବଲ୍‌ ଟୁର୍ନାମେଣ୍ଟ: ଧାନବାଦ ଫୁଟବଲ୍‌ ଏକାଡେମୀ ଚାମ୍ପିୟନ

ଆନନ୍ଦପୁର,୨୫।୧୨(ସ୍ବ.ପ୍ର.)-ଆନନ୍ଦପୁର ବ୍ଲକ ଅନ୍ତର୍ଗତ ତରତରା ଖେଳପଡିଆଠାରେ ଅନୁଷ୍ଠିତ ହେଉଥିବା ୨୧ତମ ଆନ୍ତଃରାଜ୍ୟ ଫୁଟବଲ ଟୁର୍ନାମେଣ୍ଟର ତୃତୀୟ ଦିବସରେ ମା’ ଭୁଆଶୁଣି କଟକ ଏବଂ ଧାନବାଦ ଫୁଟବଲ୍‌...

ଫ୍ୟାକ୍ଟ୍ରି ମାଲିକଙ୍କୁ ପିଟି ପୂର୍ବତନ କ୍ରିକେଟର ହଟହଟା

ମେରଟ,୧୫।୧୨- ଏକ ଫ୍ୟାକ୍ଟ୍ରି ମାଲିକଙ୍କୁ ପିଟିବା କାରଣରୁ ପୂର୍ବତନ ଭାରତୀୟ କ୍ରିକେଟ ଖେଳାଳି ପ୍ରବୀଣ କୁମାର ହଟହଟା ହୋଇଛନ୍ତି। ଏ ନେଇ ଟିପିନଗର ଥାନାରେ ଅଭିଯୋଗ...

ଶତକୀୟ ଓପନିଂ ଭାଗୀଦାରି

ଲଡର୍‌ସ, ୧୨।୮: ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ଗୁରୁବାର ଠାରୁ ଇଂଲଣ୍ଡ ବିପକ୍ଷରେ ଆରମ୍ଭ ହୋଇଥିବା ଦ୍ୱିତୀୟ ଟେଷ୍ଟରେ ଭାରତକୁ ଭଲ ଆରମ୍ଭ ଦେଇଛନ୍ତି ଦୁଇ ଓପନର।...

ଡିଫେନ୍ସ ଉପରେ କୋଚ୍‌ ଗ୍ରାହମ ଜୋର ଦେଉଛନ୍ତି: ବୀରେନ୍ଦ୍ର

ବେଙ୍ଗାଲୁରୁ,୧୫।୩(ପି.ଟି.)- ଏକ ଭଲ ତଥା ଦୃଢ ଡିଫେନ୍ସ ମ୍ୟାଚ୍‌ ଜିତାଇବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥାଏ ବୋଲି ଭାରତୀୟ ହକି କୋଚ୍‌ ଗ୍ରାହମ ରିଡ ବିଶ୍ୱାସ...

ପାକିସ୍ତାନରେ ଜନ୍ମ, ପାଇଲଟ୍‌ ଭାବେ ତାଲିମ ପ୍ରାପ୍ତ…ଫିଲ୍ମଠାରୁ କମ୍‌ ନୁହେଁ ଅଷ୍ଟ୍ରେଲିୟ କ୍ରିକେଟରଙ୍କ କାହାଣୀ…

ଅହମ୍ମଦାବାଦ,୧୦।୩: ଏଠାର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଥିବା ବର୍ଡର-ଗାଭାସ୍କର ଟ୍ରଫିର ଅନ୍ତିମ ଟେଷ୍ଟରେ ଉଲ୍ଲେଖନୀୟ ବ୍ୟାଟିଂକୁ ନେଇ ଚର୍ଚ୍ଚାରେ ଅଷ୍ଟ୍ରେଲିୟ ଓପନର୍‌ ଉସ୍‌ମାନ ଖ୍ବାଜା।...

କ୍ୟାରିୟରର ଅନଲକି ଓଭର

କାନବେରା,୨୮।୧୨: ଅଷ୍ଟ୍ରେଲିଆନ ପେସର ଆଣ୍ଡ୍ର୍ୟୁ ଟାଏ ଚଳିତ ବିଗ୍‌ ବାଶ ଲିଗ୍‌ (ବିବିଏଲ)ରେ କ୍ୟାରିୟରର ଅନଲକି ଓଭର ପକାଇଛନ୍ତି। ପର୍ଥ ସ୍କଚର୍ସ ପାଇଁ ଖେଳୁଥିବା ଟାଏ...

Advertisement
Archives

Model This Week