Posted inଖେଳ

ବାରବାଟୀ ଷ୍ଟାଡିୟମରେ ଇସାକ

କଟକ ଅଫିସ,୧।୭- ଓଡ଼ିଶା ଗସ୍ତରେ ଆସିଥିବା ଅଲ ଇଣ୍ଡିଆ ଫୁଟବଲ ଫେଡେରେଶନ (ଏଆଇଏଫ୍‌ଏଫ)ର ବୈଷୟିକ ନିର୍ଦ୍ଦେଶକ ଇସାକ ଦୋରୁ ରବିବାର ବାରବାଟୀ ଷ୍ଟାଡିୟମ ପରିଦର୍ଶନ କରିଛନ୍ତି । ଏହି ଅବସରରେ ସେ ଫୁଟବଲ ଆସୋସିଏଶନ ଅଫ ଓଡ଼ିଶା(ଫାଓ)ର କର୍ମକର୍ତ୍ତାଙ୍କ ସହ ଏକ ସ୍ବତନ୍ତ୍ର ବୈଠକରେ ଯୋଗ ଦେଇଥିଲେ । ଫାଓ କାର୍ଯ୍ୟାଳୟ ବୁଲିବା ସହ ଓଡ଼ିଶାରେ ଫୁଟବଲର ବିକାଶ ସମ୍ପର୍କରେ ପଚାରି ବୁଝିଥିଲେ । ଫାଓ ଉପସଭାପତି ଭକ୍ତ ବଲ୍ଲଭ ଦାସ, ପୂର୍ବତନ ଜାତୀୟ ମହିଳା ଦଳର କୋଚ୍‌ ସହିଦ ଜବାର, ଏଏଫସି ଫୁଟବଲ କୋଚ୍‌ ଶ୍ରଦ୍ଧାଞ୍ଜଳି ସାମନ୍ତରାୟ, ଗୀତାଞ୍ଜଳି ଖୁଣ୍ଟିଆ, ଏଆଇଏଫ୍‌ଏଫର ଉନ୍ନୟନ ଅଧିକାରୀ ଶୁଭାଶିଷ ବେହେରା ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇଶାନଙ୍କ ବଡ଼ ଉପଲବ୍ଧି: ସ୍ବତନ୍ତ୍ର କ୍ଲବ୍‌ରେ ହେଲେ ସାମିଲ

ଚେନ୍ନାଇ,୭ା୯: ଭାରତୀୟ ବ୍ୟାଟର ଇଶାନ କିଷନ ସୋମବାର ମହାନ ଭାରତୀୟ ବ୍ୟାଟର କ୍ଲବରେ ସ୍ଥାନ ପାଇଛନ୍ତି। ସେ ଦେଶର ଷଷ୍ଠ ବ୍ୟାଟର ଭାବେ ଦୁଲୀପ ଟ୍ରଫି ଫାଇନାଲରେ…

ଭାରତୀୟ କ୍ରିକେଟ ପାଇଁ ଐତିହାସିକ ଦିନ ହେବ ଅକ୍ଟୋବର ୩: ଜାଣନ୍ତୁ କାହିଁକି..

ନୂଆଦିଲ୍ଲୀ,୭।୯: ଭାରତୀୟ କ୍ରିକେଟ ପାଇଁ ଆସନ୍ତା ୩ ଅକ୍ଟୋବର ଏକ ଐତିହାସିକ ଦିନ ହୋଇପାରେ। ଯଦି ଟିମ ଇଣ୍ଡିଆ ୨୦୨୬ ଏସିଆନ ଗେମ୍ସରେ ପୁରୁଷ କ୍ରିକେଟରେ ଗୋଲ୍ଡ…

ଆପତ୍ତିଜନକ ଇଙ୍ଗିତ କରିବା ପାକିସ୍ତାନ ଅଧିନାୟିକାଙ୍କୁ ପଡ଼ିଲା ମହଙ୍ଗା

ଦୁବାଇ, ୭ା୯: ପାକିସ୍ତାନ ଅଧିନାୟିକା ଫାତିମା ସାନାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୧୦ ପ୍ରତିଶତ ଜରିମାନା କରାଯାଇଛି। ଶନିବାର ଚଳିତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ର…

ଏମିତି କାମ କରି ଗର୍ଲଫ୍ରେଣ୍ଡଙ୍କ ହୃଦୟ ଜିତିଲେ ଇଶାନ କିଶାନ: ଭାଇରାଲ ହେଉଛି…

ନୂଆଦିଲ୍ଲୀ,୭।୯: ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଦିନ ପାଇଁ ଚେନ୍ନାଇର ଚେପକ ଷ୍ଟାଡିୟମରେ ଏକ ବିଶାଳ ଭିଡ଼ ହୋଇଥିଲା। ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟରୁ ରନର ଝଡ଼ ଦେଖିବା…

ଗିଲଙ୍କୁ ୫ ହଜାର ଟଙ୍କା ଦେଲେ ଅଭିଷେକ ଶର୍ମାଙ୍କ ପିତା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୯: ଟିମ ଇଣ୍ଡିଆର ଅଧିନାୟକ ଶୁବମନ ଗିଲଙ୍କ ମୋଟ ସମ୍ପତ୍ତି ୮୦ କୋଟି ବୋଲି ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ୫,୦୦୦ ତାଙ୍କ ପାଇଁ ବିଶେଷ…

ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ ଖେଳିବେନି ଆୟର: ତାଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୭।୯: ଭାରତୀୟ ଦଳ ସେପ୍ଟେମ୍ବର ୨୭ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକ ଦିନିକିଆ ସିରିଜ ଖେଳିବାର କାର୍ଯ୍ୟକ୍ରମ ରହିଛି। ଏହି ସିରିଜରେ ଟିମ ଇଣ୍ଡିଆର…

ଫାଇନାଲ ମଝିରେ ତିଲକ-ସୂର୍ଯ୍ୟବଂଶୀଙ୍କ ମଧ୍ୟରେ ହାଇଭୋଲଟେଜ୍‌ ଡ୍ରାମା! ମଇଦାନରେ ଘଟିଲା… ଭିଡିଓ ଭାଇରାଲ

ଚେନ୍ନାଇ,୭।୯: ଚେନ୍ନାଇର ଏମ.ଏ. ଚିଦାମ୍ବରମ ଷ୍ଟାଡିୟମରେ ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯାଉଛି। ମ୍ୟାଚର ପ୍ରଥମ ଦିନରେ…

ଇତିହାସ ରଚିବା ପରେ ହଠାତ୍‌ ପଡ଼ିଆ ଛାଡ଼ିଦେଲେ ଇଶାନ କିଶାନ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୭।୯: ଭାରତୀୟ ଷ୍ଟାର୍‌ କ୍ରିକେଟର୍‌ ତଥା ପୂର୍ବ ଜୋନର ଅଧିନାୟକ ଇଶାନ କିଶାନ ପୁଣି ଥରେ ପ୍ରମାଣ କରିଛନ୍ତି ଯେ ସେ ଜଣେ ମ୍ୟାଚ ବିଜେତା ଖେଳାଳି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri