Posted inଜାତୀୟ

ବାରମୁଳାରୁ ୨ ଆତଙ୍କବାଦୀ ଗିରଫ: ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

ଶ୍ରୀନଗର,୨୭।୮: ଜମ୍ମୁ-କଶ୍ମୀର ବାରମୁଳାରୁ ୨ ଆତଙ୍କବାଦୀ ଗିରଫ ହୋଇଛନ୍ତି। ଏହା ସହିତ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ମଧ୍ୟ ଜବତ ହୋଇଛି। ଏନେଇ ସିଆର୍‌ପିଏଫ୍‌ ୫୩ ବାଟାଲିୟନ୍‌ ପକ୍ଷରୁ ସୂଚନା ଦିଆଯାଇଛି। କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସିଆର୍‌ପିଏଫ୍‌, ଭାରତୀୟ ସେନା ଏବଂ ଜମ୍ମୁ-କଶ୍ମୀର ପୋଲିସ ପକ୍ଷରୁ ମିଳିତ ଅପରେଶନ୍‌ ଆରମ୍ଭ ହୋଇଥିଲା। ସମ୍ପୃକ୍ତ ଅଞ୍ଚଳକୁ ଘେରାବନ୍ଦୀ କରାଯାଇ ଆତଙ୍କବାଦୀଙ୍କୁ ଗିରଫ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସିଏଏ ହିଂସା: ମୃତ ବିକ୍ଷୋଭକାରୀଙ୍କ ପରିବାରଙ୍କୁ ସହାୟତାର ହାତ ବଢାଇଲା ଟିଏମ୍‌ସି

ମାଙ୍ଗାଲୁରୁ,୨୮।୧୨: କେନ୍ଦ୍ର ସରକାରଙ୍କ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ସାରା ଦେଶରେ ହିଂସାର ବାତାବରଣ ଉପୁଜିଥିଲା। ଏଥିରେ ମାଙ୍ଗାଲୁରୁର ୨ ବିକ୍ଷୋଭକାରୀଙ୍କ ମୃତ୍ୟୁ ହୋଇଥିଲା। ଏମାନଙ୍କ...

କବାଟ ନବ୍‌-ମୋବାଇଲ୍‌-ଲାପଟପ୍‌ ଦ୍ୱାରା ବି ହୋଇପାରେ କରୋନା ସଂକ୍ରମଣ !

ନୂଆଦିଲ୍ଲୀ,୨୮।୩: କରୋନା ସଂକ୍ରମଣ ସାରା ପୃଥିବୀରେ ଆତଙ୍କ ସୃଷ୍ଟି କରିଛି। ଏହାର ସଂକ୍ରମଣ ନେଇ ବିଭିନ୍ନ ସମୟରେ ବହୁ ଗୁଜବ ମଧ୍ୟ ଶୁଣିବାକୁ ମିଳୁଛି। ତେବେ...

ମେଗା ଏକ୍ସପ୍ରେସ୍‌ଓ୍ବେ ଉଦ୍‌ଘାଟନ କଲେ ମୋଦି

ନୂଆଦିଲ୍ଲୀ,୧୩।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜସ୍ଥାନର ଦଉସାଠାରେ ଦେଶର ଦୀର୍ଘତମ ରାଜପଥ ୧,୪୦୦ କିଲୋମିଟର ଦୀର୍ଘ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସ୍‌ ଓ୍ବେର ପ୍ରଥମ ପର୍ଯ୍ୟାୟକୁ ରବିବାର ଉଦ୍‌ଘାଟନ...

ମୁଖ୍ୟମନ୍ତ୍ରୀ ହେବାପରେ ଆଦର୍ଶ ଭୁଲିଯାଇଛନ୍ତି କେଜ୍‌ରିଓ୍ବାଲ: ଆନ୍ନା ହଜାରେ

ନୂଆଦିଲ୍ଲୀ,୩୦।୮: ଦିଲ୍ଲୀରେ ଅବକାରୀ ନୀତିକୁ ନେଇ ଖୋଳତାଡ ଆରମ୍ଭ ହୋଇଛି। ଏସବୁ ଭିତରେ ବିଶିଷ୍ଟ ସମାଜସେବୀ ଆନ୍ନା ହଜାରେ ଆମ ଆଦମୀ ପାର୍ଟି ନେତା ତଥା...

ଦ୍ୱାଦଶ ପରୀକ୍ଷାରେ ଅଖିଳେଶଙ୍କ ଝିଅ ରଖିଲେ ୯୮%

ନୂଆଦିଲ୍ଲୀ,୧୧।୭: ସମାଜବାଦୀ ପାର୍ଟୀ ଅଧ୍ୟକ୍ଷ ଅଖିଳେଶ ଯାଦବଙ୍କ ଝିଅ ଅଦିତି ଆଇଏସ୍‌ସି ବୋର୍ଡର ଦ୍ୱାଦଶ ପରୀକ୍ଷାରେ ୯୮ ପ୍ରତିଶତ ମାର୍କ ରଖି ପାସ୍‌ କରିଛନ୍ତି। ଏନେଇ...

ନେହେରୁ, ଇନ୍ଦିରାଙ୍କ ବିରୋଧରେ ମନ୍ତବ୍ୟ ଦେଇ ଗିରଫ ହେଲେ ବଲିଉଡ୍‌ ଅଭିନେତ୍ରୀ ପାୟଲ

ନୂଆଦିଲ୍ଲୀ,୧୫।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁ ଏବଂ ଇନ୍ଦିରା ଗାନ୍ଧୀଙ୍କ ବିରୋଧରେ ମନ୍ତବ୍ୟ ଦେଇ ବଲିଉଡ୍‌ ଅଭିନେତ୍ରୀ ପାୟଲ ରୋହତଗୀ ଗିରଫ ହୋଇଛନ୍ତି। ଏନେଇ ପାୟଲ...

ଆମ ଆଦମୀ ପାର୍ଟିରେ ଯୋଗ ଦେଲେ ପୂର୍ବତନ ପୋଲିସ କମିଶନର

ନୂଆଦିଲ୍ଲୀ,୪।୪:ବେଙ୍ଗାଲୁରୁର ପୂର୍ବତନ ପୋଲିସ କମିଶନର ଭାସ୍କର ରାଓ ସୋମବାର ଦିଲ୍ଲୀର ଆମ ଆଦମୀ ପାର୍ଟିରେ ଯୋଗ ଦେଇଛନ୍ତି। ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ଭାସ୍କର ରାଓଙ୍କୁ...

ଚମ୍ପାରନରେ ଶାହାଙ୍କ ରଣହୁଙ୍କାର: ଜଙ୍ଗଲରାଜଙ୍କ ସହ ମିଶିଗଲେ ନୀତୀଶ

ପାଟନା,୨୫।୨: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ଭାଜପା ନେତା ଅମିତ ଶାହା ବିହାରର ଚମ୍ପାରନରେ ଏକ ରାଲିକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ଶାହା ବିହାର...

Advertisement
Archives

Model This Week