Posted inଜାତୀୟ

ବାରମୁଳାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୧୭।୭: ଜମ୍ମୁ-କଶ୍ମୀର ବାରମୁଳା ଜିଲାରେ ବୁଧବାର ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ସ୍ଥାନୀୟ ସୋପୋରେ ଅଞ୍ଚଳର ଗୁଣ୍ଡ ବ୍ରଥ ଗାଁର ମୀର୍‌ ମହଲାଠାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ ଆରମ୍ଭ ହୋଇଥିଲା। ସୁରକ୍ଷା ଦୃଷ୍ଟିରୁ ସ୍ଥାନୀୟ ଅଞ୍ଚଳରେ ଇଣ୍ଟରନେଟ୍‌ ଓ ମୋବାଇଲ୍‌ ସେବାକୁ ସାମୟିକ ବନ୍ଦ କରାଯାଇଥିବା କୁହାଯାଉଛି। ସର୍ଚ୍ଚ ଅପରେଶନ ଶେଷ ହେଲା ପରେ ପୁଣି ଏହି ସେବା ଜାରି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଦୀର୍ଘକାଳୀନ ଶକ୍ତି ଭାଗୀଦାରି ନେଇ ଭାରତ, ଭେନେଜୁଏଲା ସଙ୍କଳ୍ପବଦ୍ଧ

ନୂଆଦିଲ୍ଲୀ,୫।୬(ପି.ଟି.): ଭାରତ ଓ ଭେନେଜୁଏଲା ନିଜର ଆବଶ୍ୟକତାକୁ ପୂରଣ କରିବା ଲାଗି ଏକ ଦୀର୍ଘକାଳୀନ ଶକ୍ତି ଭାଗୀଦାରି ଗଠନ କରିବାକୁ ଗୁରୁବାର ସଂକଳ୍ପବଦ୍ଧ ହୋଇଛନ୍ତି । ପ୍ରଧାନମନ୍ତ୍ରୀ…

ଲୋକ ସଭାରେ କଂଗ୍ରେସଠାରୁ ଅଲଗା ବସିବ ଡିଏମ୍‌କେ, ମିଳିଲା ସଂସଦୀୟ ସଚିବାଳୟର ମଞ୍ଜୁରୀ

ନୂଆଦିଲ୍ଲୀ,୫।୬(ପି.ଟି.):ଦୀର୍ଘ ଦିନର ସହଯୋଗୀ କଂଗ୍ରେସ ସହ ସମ୍ପର୍କ ଛିନ୍ନ ହେବା ପରେ ଲୋକ ସଭାରେ କଂଗ୍ରେସ ଏମ୍‌ପିମାନଙ୍କଠାରୁ ଅଲଗା ଆସନରେ ବସିବା ପାଇଁ ଡିଏମ୍‌କେକୁ ସଂସଦୀୟ ସଚିବାଳୟ…

ଭାରତକୁ ଧୋକା ଦେଲେ ପୁଟିନ! ପାକିସ୍ତାନକୁ ପ୍ରଶଂସାରେ ପୋତି ପକାଇ କହିଲେ…

ନୂଆଦିଲ୍ଲୀ,୫।୬: ଭାରତ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା କରିବା ସହିତ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ମଧ୍ୟ ପାକିସ୍ତାନ ସହିତ ସମ୍ପର୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

ଛତ୍ରପୁର ମହୋତ୍ସବର ଚତୁର୍ଥ ସନ୍ଧ୍ୟା, ବଲିଉଡ କଣ୍ଠଶିଳ୍ପୀ ସଚେତ-ପରମ୍ପରା ଓ ଶୈଳେନ୍ଦ୍ରଙ୍କ ଡ୍ୟାନ୍ସରେ ଦର୍ଶକ ମନ୍ତ୍ରମୁଗ୍ଧ

ଛତ୍ରପୁର,୫।୬(ଦିଲ୍ଲୀପ ସାମଲ): ଛତ୍ରପୁରର ଅଧିଷ୍ଠାତ୍ରୀ ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ସହିତ ସ୍ଥାନୀୟ କଳା, ସଂସ୍କୃତି ଓ ପରମ୍ପରାର ଗରିମାମୟ ଐତିହ୍ୟକୁ ଉଦ୍‌ଜୀବିତ କରିବା ଲକ୍ଷ୍ୟ…

ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣା; ଜୀବନ ହାରିଲେ ଛାତ୍ରୀ, ମୃତ୍ୟୁ ପୂର୍ବରୁ ଲେଖିଥିବା ଚିଠିକୁ ନେଇ ଚର୍ଚ୍ଚା

ନାଗପୁର, ୫।୬(ପି.ଟି.): ମେଡିକାଲ ପ୍ରବେଶିକା ପରୀକ୍ଷା ପାଇଁ ପ୍ରସ୍ତୁତ ହୋଇ ଗତ ମେ ୩ ତାରିଖରେ ଅନୁଷ୍ଠିତ ଏନ୍‌ଇଇଟି(ୟୁଜି) ପରୀକ୍ଷା ଦେଇଥିଲେ। ଆଶା ଥିଲା ଭଲ ର଼୍ୟାଙ୍କ…

ଆସିଲା ସାଂଘାତିକ ରିପୋର୍ଟ: ଏହି କାରଣରୁ ୧୫ ଲକ୍ଷ ଶିଶୁଙ୍କ ଘଟୁଛି ମୃତ୍ୟୁ

ଜେନେଭା, ୫ା୬:ଅପମିଶ୍ରିତ ଏବଂ ଦୂଷିତ ଖାଦ୍ୟ ଗ୍ରହଣ କରିବା ଦ୍ୱାରା ସାରା ବିଶ୍ୱରେ ପ୍ରତିବର୍ଷ ପ୍ରାୟ ୧୫ ଲକ୍ଷ ଲୋକଙ୍କ ମୃତ୍ୟୁ ଘଟୁଛି। ଏହି ସାଙ୍ଘାତିକ ସ୍ଥିତିରେ…

ଏହିସବୁ ଜିଲା-ଉପଖଣ୍ଡର ବଦଳିବ ନାଁ: ଜାଣନ୍ତୁ ଲିଷ୍ଟ୍‌ରେ ଅଛି କେଉଁ ସ୍ଥାନ

ଭୁବନେଶ୍ୱର,୫।୬(ରବିନାରାୟଣ ଜେନା):ରାଜ୍ୟରେ ଓଡ଼ିଆ ଅସ୍ମିତାକୁ ଗୁରୁତ୍ୱ ଦେଇ ସରକାରଙ୍କ ପକ୍ଷରୁ ବିଭିନ୍ନ ଜିଲା, ବ୍ଲକ୍‌, ତହସିଲ ଓ ପୌରାଞ୍ଚଳର ତ୍ରୁଟିପୂର୍ଣ୍ଣ ଇଂଲିଶ ବନାନର ସଂଶୋଧନ ପ୍ରକ୍ରିୟା ଆରମ୍ଭ…

ଠିକା ସଂସ୍ଥାର ବେପରୁଆ ନୀତି: ଲାଇଟ ଲଗାଇବା ବାହାନାରେ ଖୋଳିଦେଲେ ରାସ୍ତା

ଗଞ୍ଜାମ,୫।୬(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସିର ୱାର୍ଡ ନମ୍ବର ୫ର ମୁଖ୍ୟ ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ରାସ୍ତାର ଅବସ୍ଥା ଏତେ ଖରାପ ଯେ, ସାଇକେଲ, ବାଇକ ହେଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri