Posted inଜାତୀୟ

ବାରମୁଳାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର, ୨୧।୮: ଅନୁଚ୍ଛେଦ ୩୭୦ ଉଚ୍ଛେଦର ୧୬ ଦିନ ପରେ ବାରମୁଳାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି। ଏହି ଘଟଣାରେ ଜଣେ ଯବାନ ମଧ୍ୟ ଶହୀଦ୍‌ ହୋଇଥିବା କୁହାଯାଉଛି। କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀ ଏଠାରେ ଘେରାବନ୍ଦୀ ଆରମ୍ଭ କରିଥିଲେ। ପ୍ରଥମେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳିମାଡ଼ କରିଥିଲେ। ଏହାର ଜବାବରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଆକ୍ରମଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶୋପିଆନରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୨୫।୬: ଜମ୍ମୁ-କଶ୍ମୀର ଶୋପିଆନର ହାଜିପୁରା ଅଞ୍ଚଳରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଶୁକ୍ରବାର ହୋଇଥିବା ଏହି ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଛି।...

ଅଗଷ୍ଟ ୫ରେ ଭେଲୋର ଭୋଟ

ଚେନ୍ନାଇ,୫।୭ : ତାମିଲନାଡ଼ୁର ଭେଲୋର ଲୋକ ସଭା ଆସନ ଲାଗି ଅଗଷ୍ଟ ୫ ତାରିଖରେ ଭୋଟଗ୍ରହଣ କରାଯିବ। ଏନେଇ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଗୁରୁବାର ଘୋଷଣା କରାଯାଇଛି।...

ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଦାୟିତ୍ୱ କାହିଁକି ଯୋଗୀଙ୍କୁ ଦିଆଯାଇଥିଲା, ଗୁମର ଖୋଲିଲେ ଶାହ

ଲକ୍ଷ୍ନୌ, ୨୮।୭: ଯୋଗୀ ଆଦିତ୍ୟନାଥଙ୍କୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଦିଆଯିବା ପଛର ରହସ୍ୟ ଖୋଲିଛନ୍ତି ଭାଜପା ଅଧ୍ୟକ୍ଷ ତଥା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ରବିବାର...

ଏଟିଏମରେ ପଶିଲା ସାପ: ୭ ଘଣ୍ଟା ପରେ ହେଲା ଉଦ୍ଧାର

କୋଏମ୍ବାଟୁର,୨୪।୪: ତାମିଲନାଡୁ କୋଏମ୍ବାଟୁରରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଥିବା ଏକ ଏଟିଏମ୍‌ରେ ସାପ ପଶିଥିବାରୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଥିଲା। ସାପଟି...

ଆରପାରିରେ ରିଷି କପୁର

ମୁମ୍ବାଇ,୩୦।୪: ବଲିଉଡ୍‌ ଅଭିନେତା ରିଷି କପୁରଙ୍କର ଗୁରୁବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ହୋଇଥିଲା। ନିଶ୍ୱାସପ୍ରଶ୍ୱାସ ନେବାରେ ସମସ୍ୟା ଦେଖାଯିବାରୁ ରିଷିଙ୍କ...

ଭାରତ ଲୋକ ସଭା ନିର୍ବାଚନର ଲାଇଭ୍‌ ଅପ୍‌ଡେଟ୍‌ ଦେଉଛି ପାକିସ୍ତାନ ଗଣମାଧ୍ୟମ

ନୂଆଦିଲ୍ଲୀ,୧୮।୪: ଭାରତରେ ହେଉଥିବା ଲୋକ ସଭା ନିର୍ବାଚନକୁ ନେଇ ବିଶ୍ୱର ଅନ୍ୟ ଦେଶ ତୁଳନାରେ ପାକିସ୍ତାନର ଆଗ୍ରହ ଖୁବ୍‌ ଅଧିକ ଥିବା ପରିଲକ୍ଷିତ ହୋଇଛି। କାରଣ...

ପୁସ୍ତକ ଲେଖିବେ ଗୁଲାମ ନବୀ!

ନୂଆଦିଲ୍ଲୀ,୧୬ ।୨: କିଛିଦିନ ହେବ ଦେଶର ରାଜନୈତିକ ବାତାବରଣରେ ସାମାନ୍ୟ ହଲଚଲ ଦେଖାଦେଇଛି । ଗୋଟିଏ ପଟେ ରାଜ୍ୟ ସଭାରୁ ଗୁଲାମ ନବୀ ଆଜାଦଙ୍କ ବିଦାୟୀ...

ବିଏସ୍‌ପି ମୁଖ୍ୟ ଭାବେ ମାୟାବତୀ ପୁନଃ ନିର୍ବାଚିତ

ଲକ୍ଷ୍ନୌ, ୨୯ା୮(ପି.ଟି.): ବହୁଜନ ସମାଜ ପାର୍ଟି(ବିଏସ୍‌ପି)ର ମୁଖ୍ୟ ଭାବେ ପୁଣି ଥରେ ମାୟାବତୀ ବୁଧବାର ସର୍ବସମ୍ମତି କ୍ରମେ ନିର୍ବାଚିତ ହୋଇଛନ୍ତି। ଦଳର କେନ୍ଦ୍ରୀୟ କାର୍ଯ୍ୟକାରୀ କମିଟି...

Advertisement


Archives

Model This Week