ବାରମ୍ବାର ହାତ ଧୋଇଲେ ଦୂରେଇବ କରୋନା!

ଓ୍ବାଶିଂଟନ,୨୩।୩: କରୋନା ଭାଇରସ ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟି ଯାଇଥିବା ବେଳେ କିଛିଦିନ ତଳେ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ କହିଥିଲା ବାରମ୍ବାର ହାତ ଧୋଇଲେ ଆମେ କରୋନାଠାରୁ ଅନେକାଂଶରେ ଦୂରେଇ ରହିପାରିବା। ଅବଶ୍ୟ ଏହା ଠିକ୍‌ ହେଲେ ହାତ ଧୋଇବା ସମୟରେ କେତେ ଗୁଡିଏ ଦିଗ ପ୍ରତି ଧ୍ୟାନ ନ ଦେଲେ ଏହା କରୋନାକୁ ଦୂରେଇବାରେ ଆଦୌ ସହାୟକ ହେବ ନାହିଁ ବୋଲି କୁହାଯାଇଛି। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନର ସୂଚନା ଅନୁଯାୟୀ, ଥଣ୍ଡା ପାଣି ଅପେକ୍ଷା ଉଷୁମ ପାଣିରେ ହାତ ଧୋଇବା ସହ ସାବୁନ ବା ସାନିଟାଇଚର ବ୍ୟବହାର କରିବା ଉଚିତ। ହାତ ଧୋଇବା ବେଳେ ୨୦ ସେକେଣ୍ଡ ପର୍ଯ୍ୟନ୍ତ ଆଙ୍ଗୁଳି ମଝିକୁ ଭଲଭାବେ ଘଷି ଧୋଇବା ଦରକାର। ହାତ ଧୋଇ ସାରିବା ପରେ ଏକ ସଫା ତଉଲିଆରେ ଏହାକୁ ଫୋଛିନେବା ଭଲ। ନାକ, ଆଖିରେ ହାତ ମାରିବା ପରେ, ଛିଙ୍କିବା ପରେ, କୌଣସି ଅଜଣା ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିବା ପରେ ତୁରନ୍ତ ହାତ ଧୋଇବା ଜରୁରୀ। ହାତ ଧୋଇବା ପରେ ସିଧାସଳଖ କବାଟ ଖୋଲିବା, କୌଣସି ବସ୍ତୁକୁ ସ୍ପର୍ଶ କରିବା ଠିକ୍‌ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବ ଭାରତ? ରାଜନାଥଙ୍କ ଚେତାବନୀ ପରେ ସେନାରେ ହଲଚଲ!

ନୂଆଦିଲ୍ଲୀ,୫।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାକ୍‌ ଯୁଦ୍ଧ ପୁଣି ଥରେ ତୀବ୍ର ହୋଇଛି। ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ସାମ୍ପ୍ରତିକ ବୟାନ ସ୍ପଷ୍ଟ ଭାବରେ…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଯୁଦ୍ଧ ଭିତରେ ବଡ଼ ଖବର, ହସ୍ପିଟାଲରେ ଭର୍ତ୍ତି ହେଲେ ଟ୍ରମ୍ପ? ସାରା ବିଶ୍ୱରେ ଚହଳ, ହ୍ବାଇଟ୍‌ ହାଉସ୍‌…

ୱାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ସେ ଗୁରୁତର ଅସୁସ୍ଥ ହୋଇ…

ଆଉ ଏକ ଆମେରିକୀୟ ବିମାନକୁ ଖସାଇଲା ଇରାନ, ଦାବି କରି କହିଲା….

ତେହେରାନ,୫।୪: ଇରାନ ସହିତ ଚାଲିଥିବା ସଂଘର୍ଷରେ ଆମେରିକୀୟ ସେନା ପ୍ରବଳ କ୍ଷତି ସହୁଛି । ରବିବାର ଦିନ, ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଇସଫାହାନ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri