ବାରାଣସୀକୁ ଉଡ଼ିଲା ବିମାନ

ଭୁବନେଶ୍ୱର, ୧।୨(ବ୍ୟୁରୋ): ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ଭାୟା ଭୁବନେଶ୍ୱର ଦେଇ ବାରାଣସୀକୁ ଶୁକ୍ରବାରଠାରୁ ବିମାନସେବା ଆରମ୍ଭ ହୋଇଛି। ଏଲାଏନ୍ସ ଏୟାର୍‌ ପକ୍ଷରୁ ଏହି ସେବା ଯୋଗାଇ ଦିଆଯାଉଛି। ପ୍ରଥମ ଦିନରେ ଝାରସୁଗୁଡ଼ାରୁ କେହିି ଯାତ୍ରୀ ନ ଥିବାବେଳେ ଭୁବନେଶ୍ୱରରୁ ୪୦ଜଣ ବାରାଣସୀକୁ ଯାତ୍ରା କରିଛନ୍ତି। ୭୨ ସିଟ୍‌ ବିଶିଷ୍ଟ ଏହି ବିମାନଟି ପ୍ରତ୍ୟହ ଝାରସୁଗୁଡ଼ା ବିମାନବନ୍ଦରରୁ ପୂର୍ବାହ୍ନ ୧୦ଟାରେ ଉଡ଼ାଣ କରି ଭୁବନେଶ୍ୱରରେ ୧୧ଟା ୫ ମିନିଟ୍‌ରେ ପହଞ୍ଚିବ। ଭୁବନେଶ୍ୱରରୁ ଅପରାହ୍ନ ୧୨ଟା ୧୫ରେ ଉଡ଼ାଣ କରି ବାରାଣସୀରେ ଅପରାହ୍ନ ୨ଟାରେ ପହଞ୍ଚିବ। ବାରାଣସୀରୁ ବିମାନଟି ଅପରାହ୍ନ ୨ଟା ୩୦ରେ ଛାଡ଼ି ଭୁବନେଶ୍ୱରରେ ୪ଟା ୨୦ ମିନିଟ୍‌ରେ ପହଞ୍ଚିବ। ଆଉ ଭୁବନେଶ୍ୱରରୁ ଅପରାହ୍ନ ୪ଟା ୪୫ ମିନିଟ୍‌ ସମୟରେ ଉଡ଼ାଣ କରି ଅପରାହ୍ନ ୫ଟା ୫୦ରେ ବିମାନଟି ଝାରସୁଗୁଡ଼ାରେ ପହଞ୍ଚିବ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

ସରକାରୀ ଯୋଜନାରେ ଲକ୍ଷପତି ହେଲେ ୨ ଭାଇ: ସମାଜ ପାଇଁ ଉଦାହରଣ

ଲଖନପୁର,୧୧ା୪(ଗୌତମ ସାହୁ):ବର୍ତ୍ତମାନ ସମୟରେ ଯୁବପିଢ଼ି ଉଚ୍ଚଶିକ୍ଷା ଗ୍ରହଣ କରି ସରକାରୀ ଚାକିରି ପାଇବା ଆଶାରେ ନିଜ ବୟସ ଗଡ଼ାଇ ଚାଲିଛନ୍ତି। ସେହିପରି ଆଉକିଛି ଯୁବପିଢ଼ି ସ୍ବଳ୍ପ ସମୟରେ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

୩ ଘଣ୍ଟା କହି ୭ ଘଣ୍ଟା କାଟିଲେଣି: ବିଦ୍ୟୁତ ସେବା ନ ପାଇ ଲୋକେ ହଟହଟା

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ପକ୍ଷରୁ ଶନିବାର ବିଦ୍ୟୁତ ମରାମତି ପାଇଁ ସକାଳ ୮ ଟା ରୁ ପୁର୍ବାହ୍ନ ୧୧ ଟା ପର୍ଯ୍ୟନ୍ତ…

ଦିଲ୍ଲୀରୁ ଭୁବନେଶ୍ୱର ଯାଏ ଲମ୍ବିଛି ଆତଙ୍କବାଦୀ ଚେର, ପାକିସ୍ତାନ ସହ ରହିଛି…

ଭୁବନେଶ୍ୱର,୧୧ା୪: ଆତଙ୍କବାଦୀ କଳା କାରନାମାର ହୋଇଛି ପର୍ଦ୍ଦାଫାଶ। ଦେଶ ବିରୋଧରେ ଏକ ବଡ଼ ଧରଣର ଷଡ଼ଯନ୍ତ୍ର ପୂର୍ବରୁ ଭୁବନେଶ୍ୱରରୁ ଆତଙ୍କୀଙ୍କୁ ଆସି ଧରିଛି ଦିଲ୍ଲୀ ପୋଲିସ। କ୍ୟାପିଟାଲ…

ଗୋଟିଏ IPL ମ୍ୟାଚ ଖେଳି ଏତେ ଟଙ୍କା ରୋଜଗାର କରନ୍ତି ବୈଭବ, ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୧୧।୪: ଆଇପିଏଲ ୨୦୨୬ର ୧୬ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଆରସିବିକୁ ୬ ଉଇକେଟ୍‌ରେ ପରାସ୍ତ କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ରାଜସ୍ଥାନ ରୟାଲ୍ସର ପ୍ରତିନିଧିତ୍ୱ କରୁଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ସ୍ବତନ୍ତ୍ର ବାର୍ତ୍ତା ଲେଖିଲେ କୋହଲି, ୨ଟି ଶବ୍ଦରେ କହିଦେଲେ…

ନୂଆଦିଲ୍ଲୀ,୧୧।୪: ବିଶ୍ୱର ପ୍ରସିଦ୍ଧ ବୋଲରଙ୍କ ବିରୋଧରେ ମଧ୍ୟ ପ୍ରଥମ ବଲରୁ ଷ୍ଟ୍ରାଇକ କରିବାର କ୍ଷମତା ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ବ୍ୟାପକ ପ୍ରଶଂସା ମିଳୁଛି। ଏହି ବ୍ୟାଟସମ୍ୟାନଙ୍କୁ ଦେଖିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri