Posted inଜାତୀୟ

ବାରାଣସୀ, ଅଯୋଧ୍ୟା ଉପରେ ରହିଛି ଆତଙ୍କବାଦୀଙ୍କ ନଜର

ଗୋରଖପୁର,୧୮।୧୦: ନେପାଳ ସୀମା ଅତିକ୍ରମ କରି ଉତ୍ତର ପ୍ରଦେଶର ଗୋରଖପୁର ଦେଇ ଭାରତରେ କେତେଜଣ ଆତଙ୍କବାଦୀ ପ୍ରବେଶ କରିବା ସୂଚନା ମିଳିବା ପରେ, ଗୋରଖପୁର ଓ ଏହାର ଆଖପାଖ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ତେବେ ଗୁଇନ୍ଦା ସଂସ୍ଥାକୁ ମିଳିଥିବା ସୂଚନା ଆଧାରରେ ଲସ୍କର-ଇ-ତୋଏବାର କେତେଜଣ ଆତଙ୍କବାଦୀ ପ୍ରଥମେ ନେପାଳରେ ରହିବା ପରେ ଭାରତ ପ୍ରବେଶ କରିବାକୁ ଉଦ୍ରମ କରିଥିଲେ। ଆଉ ଏମାନଙ୍କର ନେତୃତ୍ୱ ନେଇଥିଲେ ମହମ୍ମଦ ଉମର ମଦନି। ସୂଚନା ଅନୁଯାୟୀ, ମଦନି ମାର୍ଚ୍ଚ ଓ ମେ’ରେ ନେପାଳର ଜଣେ ଯୁବକଙ୍କ ସହାୟତାରେ ଗୋରଖପୁର, ବାରାଣସୀ ଓ ଅଯୋଦ୍ଧା ଆସିବା ସହ ସେଠାରେ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଗୁଡିକ ଉପରେ ତଥ୍ୟ ସଂଗ୍ରହ କରିଥିଲେ। ଏହିସବୁ ସହରରେ ରହି ସେ ସ୍ଥାନୀୟ ଲୋକଙ୍କ ସହ ମଧ୍ୟ ମିଶିଥିବା ଗୁଇନ୍ଦା ବିଭାଗ ଜାଣିବାକୁ ପାଇଛି। ତେଣୁ ଲସ୍କର-ଇ-ତୋଏବା ଟାର୍ଗେଟରେ କେବଳ ଗୋରଖପୁର ନୁହେଁ ବରଂ ବାରାଣସୀ ଓ ଅଯୋଧ୍ୟା ରହିଛି ବୋଲି ଗୁଇନ୍ଦା ସଂସ୍ଥା ଅନୁମାନ ଲଗାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ଏଫ୍‌ଜେର ନୂଆ ଷଡ଼ଯନ୍ତ୍ର: ଖଲିସ୍ତାନ ପତାକା ଉଡ଼ାଇଲେ ମିଳିବ ୧୦ ହଜାର ଡଲାର ପୁରସ୍କାର

ନୂଆଦିଲ୍ଲୀ, ୪।୧୦: କେନ୍ଦ୍ର ସରକାରଙ୍କ କୃଷି ଆଇନ ନେଇ ଦେଶବ୍ୟାପି ପ୍ରଦର୍ଶନ ଜାରି ରହିଛି। ଏପରିସ୍ଥଳେ ଶିଖ୍‌ ଫର ଜଷ୍ଟିସ୍‌(ଏସ୍‌ଏଫ୍‌ଜେ) ବିଚ୍ଛିନ୍ନତାବାଦୀ ସଂଗଠନ ପକ୍ଷରୁ ନୂଆ...

ଅନ୍ନଦାତାଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୦ ।୯: ପାର୍ଲାମେଣ୍ଟରେ ରବିବାର କୃଷି ସହ ଜଡିତ ୩ ବିଧେୟକ ଉପରେ ଅନ୍ତିମ ମୋହର ଲାଗିଯାଇଛି । ବିପକ୍ଷଙ୍କ ବିରୋଧ ସତ୍ତ୍ୱେ ରାଜ୍ୟ ସଭାରେ...

ମଣିପୁରରେ ୨ ବସ୍‌ ଜାଳିଦେଲେ

ଇମ୍ଫାଲ,୨୭।୭: ମଣିପୁରରେ ଜାତିଆଣ ହିଂସା ଥମିବାର ନାଁ ନେଉନାହିଁ। କାଙ୍ଗପୋକ୍‌ପି ଜିଲାରେ ସୁରକ୍ଷାକର୍ମୀଙ୍କ ଯାତାୟାତରେ ବ୍ୟବହାର ହେଉଥିବା ଦୁଇଟି ବସ୍‌କୁ ଉତ୍ତ୍ୟକ୍ତ ଲୋକେ ଜାଳ ଦେଇଛନ୍ତି।...

ଅମିତାଭଙ୍କ ଘର ନିକଟକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା

ମୁମ୍ବାଇ,୧୨।୭: କରୋନା ମହାମାରୀ ସହ ସମସ୍ତେ ଲଢିବାକୁ ପ୍ରସ୍ତୁତ ଥିବା ବେଳେ ଏହା ଏବେ ବଲିଉଡ୍‌ ଜଗତକୁ ପ୍ରବେଶ କରିଛି। ଶନିବାର ବିଗ୍‌ ବି ଅମିତାଭ...

କରୋନା ଭୟ: ଇରାନ୍‌ରେ ଫସିଥିବା ଭାରତୀୟ, ଉଦ୍ଧାର ପାଇଁ ସରକାରଙ୍କୁ କଲେ ନିବେଦନ

ନୂଆଦିଲ୍ଲୀ,୨।୩: ଚାଇନାରେ ସୃଷ୍ଟ କରୋନା ଭାଇରସ୍‌ ଏବେ ମହାମାରୀର ରୂପ ନେଇଥିବା ବେଳେ ଅନ୍ୟ ଦେଶକୁ ମଧ୍ୟ ବ୍ୟାପିବାରେ ଲାଗିଛି। ଇରାନରେ କରୋନା ଭାଇରସ୍‌ରେ ପ୍ରଭାବିତ...

୫୦ ବର୍ଷ ଧରି ଦେଶ ସେବା କରିଥିଲେ ମିସାଇଲ ମ୍ୟାନ, ମୃତ୍ୟୁ ବେଳକୁ ପାଖରେ ଥିଲା ମାତ୍ର ଏତିକି ଜିନିଷ

ପୂର୍ବତନ ରାଷ୍ଟ୍ରପତି ତଥା ମିସାଇଲ ମ୍ୟାନ ଏପିଜେ ଅବଦୁଲ କଲାମଙ୍କ ଆଜି ୫ମ ଶ୍ରାଦ୍ଧବାର୍ଷିକ। ୨୦୧୫ ମସିହା ଆଜିର ଦିନରେ କଲାମଙ୍କର ଦେହାନ୍ତ ହୋଇଥିଲା। ତାମିଲନାଡୁର...

ବମ୍ବେ ଆଇଆଇଟି ଶ୍ରେଣୀ କକ୍ଷରେ ପାଠପଢ଼ା ସମୟରେ ପଶିଲା ବୁଲା ଗାଈ: ସୋସିଆଲ ମିଡ଼ିଆରେ ଭାଇରାଲ

ମୁମ୍ବାଇ,୨୯।୭: ବମ୍ବେ ଆଇଆଇଟିର ଶ୍ରେଣୀ କକ୍ଷରେ ପାଠପଢ଼ା ଚାଲିଥିବା ସମୟରେ ଏକ ବୁଲା ଗାଈ ହଠାତ୍‌ ପଶିଥିବା ଘଟଣା ଏବେ ସୋସିଆଲ ମିଡ଼ିଆରେ ବେଶ୍‌ ଭାଇରାଲ...

ହସ୍ପିଟାଲରେ ଲାଲୁଙ୍କୁ ଭେଟିଲେ ନୀତିଶ

ପାଟନା,୬।୭: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆରଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ ଅବସ୍ଥା ଗୁରୁତର ରହିଛି। ତାଙ୍କୁ ପାଟନାର ପାରସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।...

Advertisement
Archives

Model This Week