Posted inଜାତୀୟ

ବାରାଣସୀ ଘାଟ ଶ୍ମଶାନର ସଂସ୍କାରକ ହେଲେ ମୋଦିଙ୍କ ପ୍ରସ୍ତାବକ

ବାରାଣସୀ,୨୭।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାରାଣସୀ ଲୋକ ସଭା ଆସନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି। ମୋଦିଙ୍କ ଚାରିଜଣ ପ୍ରସ୍ତାବକଙ୍କ ମଧ୍ୟରେ ରହିଛନ୍ତି ଶ୍ମଶାନ ଘାଟର ଜଣେ ସଂସ୍କାରକାରୀ। ସେ ହେଉଛନ୍ତି ଜଦୀଶ୍‌ ପ୍ରକାଶ ଚୌଧୁରୀ। ବୃଦ୍ଧ ଜଦୀଶ୍‌ ବାରାଣସୀ ଶ୍ମଶାନ ଘାଟରେ ଜଣେ ସଂସ୍କାରକ ଭାବେ କାମ କରନ୍ତି। ସେହିପରି ଅନ୍ୟ ପ୍ରସ୍ତାବକଙ୍କ ମଧ୍ୟରେ ରହିଛନ୍ତି ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟ ଅଧୀନରେ କାର୍ଯ୍ୟ କରୁଥିବା ମହିଳା ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷା ୯୧ ବର୍ଷ ବୟସ୍କା ଅର୍ନପୂର୍ଣ୍ଣା ଶୁକ୍ଳା। ଅନ୍ୟ ପ୍ରସ୍ତାବକଙ୍କ ମଧ୍ୟରେ ରହିଛନ୍ତି ଆର୍‌ଏସ୍‌ଏସ୍‌ କର୍ମୀ ସୁଭାଷ ଗୁପ୍ତା ଏବଂ କୃଷି ବୈଜ୍ଞାନିକ ରମାକାନ୍ତ ଶୁକ୍ଳା ପ୍ରମୁଖ।


Enter your email to get our daily news in your inbox.

All Right Reserved By Dharitri.Com

CJP ବିରୋଧ ପ୍ରଦର୍ଶନରେ ଯୋଗଦେଲେ ମନ୍ତ୍ରୀଙ୍କ ଝିଅ; ମୁଖ୍ୟମନ୍ତ୍ରୀ କହିଲେ, ‘ତାଙ୍କୁ ଟ୍ରୋଲ କରନାହିଁ’

ଗୁଆହାଟି,୨୬।୭: NEET ପେପର୍‌ ଲିକ ବିରୋଧରେ ପ୍ରତିବାଦରେ ଆସାମ ମନ୍ତ୍ରୀ କେଶବ ମହାନ୍ତଙ୍କ ଝିଅ ଅଂଶଗ୍ରହଣ କରୁଥିବାର ଭିଡିଓ ସାମ୍ନାକୁ ଆସିବା ପରେ, ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ…

୨୦୨୮ କର୍ନାଟକ ବିଧାନସଭା ନିର୍ବାଚନ, ବହୁ ପୂର୍ବରୁ ବଡ଼ ଘୋଷଣା କଲେ ସିଦ୍ଧରାମୈୟା

ବେଙ୍ଗାଲୁରୁ,୨୬।୭: କର୍ନାଟକ ରାଜନୀତିକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ କଂଗ୍ରେସ ଦଳର ଜଣେ ଦୃଢ଼ ନେତା ସିଦ୍ଧରାମୈୟା ଘୋଷଣା…

ସଡ଼କ ପରେ ଏବେ ସଂସଦ…, କେସି ଭେନୁଗୋପାଳଙ୍କ ବଡ଼ ଦାବି, କହିଲେ-କ୍ଷମା ମାଗନ୍ତୁ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୬।୭: କଂଗ୍ରେସ ନେତୃତ୍ୱାଧୀନ ବିରୋଧୀ ଦଳ ପ୍ରତିବାଦ କରୁଥିବା ଛାତ୍ରଙ୍କ ଉପରେ ପୋଲିସର କଥିତ ବର୍ବରତା ପ୍ରସଙ୍ଗରେ ସଂସଦରେ ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ହେଉଛି। ସୂତ୍ର ଅନୁଯାୟୀ,…

୧ ମାସ ପୂର୍ବରୁ ହିଁ ହୋଇଯାଇଥିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଭବିଷ୍ୟବାଣୀ! ସାମ୍ନାକୁ ଆସିଥିବା ଭିଡିଓ ଉଡ଼ାଇଦେବ ହୋସ୍‌!

ନୂଆଦିଲ୍ଲୀ,୨୬।୭: କକ୍ରୋଚ ଜନତା ପାର୍ଟିର ଆନ୍ଦୋଳନ ପରେ କେନ୍ଦ୍ର ସରକାରଙ୍କ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜର ଇସ୍ତଫା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଦାନ କରିଥିଲେ, ଯାହା…

ଆନ୍ଦୋଳନରୁ ଉଠୁ ଉଠୁ ଅଭିଜିତ୍‌ ଦିପକେଙ୍କୁ ହେଲା ଭୟଙ୍କର ରୋଗ! ସୋସିଆଲ ମିଡିଆରେ ସୂଚନା ଦେଇ କହିଲେ…

ନୂଆଦିଲ୍ଲୀ,୨୬।୭: ବର୍ଷା ଋତୁରେ ଟାଇଫଏଡ ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଏହା ଏଭଳି ଏକ ରୋଗ, ଯାହାକୁ ଲୋକମାନେ ପ୍ରାୟତଃ ସାଧାରଣ ଜ୍ୱର ଭାବି…

CJPର ବଡ଼ ଘୋଷଣା: ଆନ୍ଦୋଳନ ଶେଷ, ଏବେ ଆଇନଗତ ଯୁଦ୍ଧ ଆରମ୍ଭ! ପୁଣି ଚିନ୍ତାରେ ପଡିଲେ ସରକାର

ନୂଆଦିଲ୍ଲୀ,୨୬।୭: ନିଟ୍‌ ପେପର ଲିକ୍‌ ମାମଲାକୁ ନେଇ ଯନ୍ତର-ମନ୍ତରରେ ୩୬ ଦିନ ଧରି ଚାଲିଥିବା ଆନ୍ଦୋଳନ ସମାପ୍ତ ହେବା ପରେ କକ୍ରୋଚ ଜନତା ପାର୍ଟି (CJP) ର…

ଜଣେ ଅଧିକାରୀଙ୍କ ବଦଳିରୁ ଆରମ୍ଭ ହୋଇଥିଲା ପରିବର୍ତ୍ତନ, ମନ୍ତ୍ରଣାଳୟରେ ପଡିଯାଇଥିଲା ହାହାକାର!

ନୂଆଦିଲ୍ଲୀ,୨୬।୭: ପେପର ଲିକ୍‌ ପ୍ରସଙ୍ଗରେ ଯନ୍ତରମନ୍ତର ସମେତ ଦେଶର ବିଭିନ୍ନ ସ୍ଥାନରେ ପ୍ରଦର୍ଶନ ଜାରି ରହିଥିଲେ ମଧ୍ୟ ଶିକ୍ଷା ମନ୍ତ୍ରଣାଳୟରେ ସ୍ଥିତି ସାଧାରଣ ଜଣାପଡୁଥିଲା, କିନ୍ତୁ ମାତ୍ର…

ଇସ୍ତଫା ଦେବା ପରେ ନିଜ ପ୍ରୋଫାଇଲ ବଦଳାଇଲେ ଧର୍ମେନ୍ଦ୍ର ପ୍ରଧାନ, ଲେଖିଲେ ଏମିତି…

ନୂଆଦିଲ୍ଲୀ,୨୬।୭: ନିଟ୍‌ (NEET) ପରୀକ୍ଷା ପେପର ଲିକ୍‌ ପ୍ରସଙ୍ଗରେ ଦେଶବ୍ୟାପୀ ଛାତ୍ରମାନଙ୍କର ପ୍ରବଳ ପ୍ରତିବାଦ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର (୨୫ ଜୁଲାଇ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri