ବାରାହା ଫାଶରେ ଫସି ଚାଷୀ ମୃତ

ଛେଣ୍ଡିପଦା,୭।୧୨(ସ୍ବ.ପ୍ର.): ଅନୁଗୋଳ ଜିଲା ନିଶା ଶିଳ୍ପାଞ୍ଚଳ ଥାନା ଗୋପିବଲ୍ଲଭପୁର ଗାଁରେ ବାରାହା ଫାସରେ ପଡି ଜଣେ ଚାଷୀଙ୍କର ମୃତ୍ୟୁ ହୋଇଛି। ମୃତକ ଜଣକ କୋଶଳା ଖଳିନାଳ ଗାଁର ନବକିଶୋର ପ୍ରଧାନ। ସୂଚନାଯୋଗ୍ୟ, ନବକିଶୋର ଶୁକ୍ରବାର ବିଳମ୍ବିତ ରାତିରେ ଶିକାରୀ ବାରାହା ଶିକାର ପାଇଁ ଏକ ବିଦ୍ୟୁତ୍‌ ତାର ବିଛାଇଥିଲେ। ଧାନ ବିଲକୁ ଜଗିବାକୁ ଆସୁଥିବା ବେଳେ ନବକିଶୋର ଅଜାଣତରେ ଉକ୍ତ ତାରକୁ ଛୁଇଁଦେବାରୁ ତାଙ୍କର ମୃତ୍ୟୁ ହୋଇଥିଲା। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ଶିକାର ପାଇଁ ବ୍ୟବହୃତ ହୋଇଥିବା ଜିଆଇ ତାରକୁ ମଧ୍ୟ ଜବତ କରିଛି। ଏନେଇ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ ଜଗତରେ ଶୋକର ଛାୟା, ମାତ୍ର ୩୬ ବର୍ଷ ବୟସରେ ଚୀର ନିଦ୍ରାରେ ଶୋଇଗଲେ ଏହି ଆନ୍ତର୍ଜାତୀୟ ଅମ୍ପାୟାର

ନୂଆଦିଲ୍ଲୀ,୧୩।୧୦: ଜିମ୍ବାୱେ ମହିଳା କ୍ରିକେଟ ଦଳର ପୂର୍ବତନ ଦ୍ରୁତ ବୋଲର୍‌ ତଥା ଅମ୍ପାୟାର୍‌ ସାରା ଡାମ୍ବାନେଭାନାଙ୍କ ୩୬ ବର୍ଷ ବୟସରେ ପରଲୋକ ଘଟିଛି। ଦୀର୍ଘ ମାସ ଧରି…

ସନ୍ଦେହଜନକ ଅବସ୍ଥାରେ ଦମ୍ପତ୍ତିଙ୍କ ମୃତଦେହ ଉଦ୍ଧାର; ଝୁଲନ୍ତା ଅବସ୍ଥାରେ ସ୍ତ୍ରୀ, ଖଟରେ ସ୍ବାମୀ…

ଖଡ଼ିଆଳ,୧୩।୧୦(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ଖନତରାଇ ଗ୍ରାମନିବାସୀ ସ୍ୱାମୀ ସ୍ତ୍ରୀ ଦୀର୍ଘଦିନ ହେବ ଭିମାଖୋଲ ଛକରେ ରହୁଥିଲେ । ଦୁହେଁ ହସଖୁସିରେ…

ମୋ ଭାଇ ଡାକୁଛି, ମୁଁ ପଳେଇବି…୬ ମାସ ଭିତରେ ଡକାଡକି ହୋଇ ଚାଲିଗଲେ ୩ ଭାଇ, ଜାଣନ୍ତୁ ଚାଞ୍ଚଲ୍ୟକର ଘଟଣା

କାନପୁର,୧୩।୧୦: ଉତ୍ତରପ୍ରଦେଶର କାନପୁର ଜିଲାର ୱାଜିଦପୁର ଅଞ୍ଚଳରେ ଗୋଟିଏ ପରିବାରର ତିନି ଜଣ ଭାଇଙ୍କ ମୃତ୍ୟୁ ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ମାତ୍ର ୬ ମାସ ମଧ୍ୟରେ…

ବାର୍‌ହା ପାଇଁ ବିଛା ଯାଇଥିବା ତାରରେ ଫଶିଗଲେ ଚାଷୀ; ଚାଲିଗଲା ଜୀବନ, ଗ୍ରାମରେ ଶୋକାକୂଳ ପରିବେଶ

ଦିଗପହଣ୍ଡି,୧୩।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ପ୍ରତାପଗିରି ଗ୍ରାମ ନିକଟ ଚାଷଜମିରେ କେହି ଶିକାରୀ ବନ୍ୟଜନ୍ତୁ ବାରହା ଶିକାର ପାଇଁ ବିଦ୍ୟୁତ…

ଇଂଲଣ୍ଡକୁ ବଡ଼ ଝଟକା: ଦୀର୍ଘ ସମୟ ପାଇଁ ଦଳରୁ ବାଦ ପଡ଼ିବେ ଜୋସ ବଟଲର୍‌? ହସ୍ପିଟାଲରୁ ଫଟୋ ଶେୟାର କରି କହିଲେ

ନୂଆଦିଲ୍ଲୀ,୧୩।୧୦: ବାମ ଗୋଡ଼ର ହ୍ୟାମଷ୍ଟ୍ରିଂ (hamstring) ଅସ୍ତ୍ରୋପଚାର ପରେ ଜୋସ ବଟଲର ଦୀର୍ଘ ସମୟ ପାଇଁ କ୍ରିକେଟରୁ ଦୂରେଇ ରହିବାର ସମ୍ଭାବନା ରହିଛି। ଇଂଲଣ୍ଡର ଏହି ୱିକେଟକିପର-ବ୍ୟାଟର…

ବଲାଙ୍ଗୀରରେ ଉତ୍ତେଜନା, ଏବିଭିପି ସମର୍ଥକଙ୍କୁ ବାଥରୁମରେ ବନ୍ଦ କଲେ ବିଜେଡି ସମର୍ଥକ

ବଲାଙ୍ଗୀର,୧୩।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ଛାତ୍ର ସଂସଦ ନିର୍ବାଚନ ଉଷ୍ମତା ବଢ଼ିବାରେ ଲାଗିଛି । ବଲାଙ୍ଗୀର ସର୍କିଟ ହାଉସରେ କିଛି ଏବିଭିପି ନେତା ଓ ସମର୍ଥକ…

ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌: ଭାଙ୍ଗିଲେ କୋହଲିଙ୍କ ରେକର୍ଡ

ନୂଆଦିଲ୍ଲୀ,୧୩।୧୦: କୌଣସି ଖେଳାଳିଙ୍କ ପାଇଁ ପ୍ରଥମ ଥର ଟେଷ୍ଟ ଦଳର ଅଧିନାୟକ ହେବା ଏକ ବଡ଼ ଆହ୍ବାନ। କିନ୍ତୁ ଆଫଗାନିସ୍ତାନର ରହମତ ଶାହ ଏହି ଦାୟିତ୍ୱକୁ ସ୍ମରଣୀୟ…

ଅକ୍ଟୋବର ୨୯ ପର୍ଯ୍ୟନ୍ତ ସାବଧାନ: ମେଷ ସମେତ ୩ ରାଶିଙ୍କ ଉପରେ ମାଡିଆସୁଛି ବଡ଼ ବିପଦ! ପାଖରୁ ପଳାଇବ ଧନ

ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶୁକ୍ର ଗ୍ରହଙ୍କୁ ପ୍ରେମ, ସୁଖ-ସମୃଦ୍ଧି, ଐଶ୍ୱର୍ଯ୍ୟ ଓ ଆର୍ଥିକ ସ୍ଥିତିର କାରକ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ଶୁକ୍ର ନିଜ ରାଶି ତୁଳାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?