ବାରିପଦାରେ ମଦମୃତ୍ୟୁ : ରାସ୍ତାକଡ଼ରୁ ୨ ମୃତଦେହ ଉଦ୍ଧାର

ବାରିପଦା ଅଫିସ,୫ା୮- ମୟୂରଭଞ୍ଜ ଜିଲା ବାରିପଦା ଟାଉନ ଥାନା ଓ ସଦର ଥାନା ଅଞ୍ଚଳରେ ମଦ୍ୟପାନ ଯୋଗୁଁ ଗୋଟିଏ ଦିନରେ ୨ ଜଣଙ୍କର ମୃତ୍ୟୁ ଘଟଛି। ବାରିପଦା ସହର କେସି ସର୍କିଲ ନିକଟରୁ ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିବା ବେଳେ ବାରିପଦା ସଦର ଥାନା ଅଧୀନ ଦମଦାରପୁର ଛକ ନିକଟସ୍ଥ ରାସ୍ତା କଡରୁ ଅନ୍ୟ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି । ସେମାନେ ପ୍ରଚୁର ମଦ୍ୟପାନ କରି ରାସ୍ତା କଡ଼ରେ ପଡ଼ି ରହିଥିଲେ । ସହରରେ ଚୋରା ଓ ବିଷାକ୍ତ ମଦ କାରବାର ବୃଦ୍ଧି ପାଉଥିବା ବେଳେ ଏହି ଦୁଇ ଅପମୃତ୍ୟୁ ଘଟଣା ନେଇ ଅଞ୍ଚଳବାସୀ ଉଦ୍‌ବେଗ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାର ଏହାକୁ ମଦମୃତ୍ୟୁ ବୋଲି କହୁଥିବା ବେଳେ ପୋଲିସ ଥାନାରେ ୨ ଟି ଅପମୃତ୍ୟୁ ମାମଲା ରୁଜୁ କରିଛି। ବ୍ୟବଚ୍ଛେଦ ରିପୋର୍ଟ ଆସିଲା ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର, ବେଲଗୁଣ୍ଠାରେ ୧୧ କାଉନ୍‌ସିଲର ନିର୍ଦ୍ୱନ୍ଦ୍ୱ

ଭଞ୍ଜନଗର,୧୦ା୩(ଡି.ଏନ୍‌.ଏ.) ଭଞ୍ଜନଗର, ଜଗନ୍ନାଥପ୍ରସାଦ ଓ ବେଲଗୁଣ୍ଠା ବ୍ଲକରେ ବିଜେଡି ଅଧ୍ୟକ୍ଷ ଆସନ ଦଖଲ କରିବାକୁ ଯାଉଛି। ବେଲଗୁଣ୍ଠାରେ ବ୍ଲକ ବିଜେଡି ସଭାପତି ପ୍ରଶାନ୍ତ ନାୟକ ଅଧ୍ୟକ୍ଷ ଆସନରେ...

ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ସ୍ତ୍ରୀଙ୍କ ଜୀବନ ଗଲା

ଫୁଲବାଣୀ ଅଫିସ,୯।୬: କନ୍ଧମାଳ ଜିଲା କ.ନୂଆଗାଁ ବ୍ଲକର ସାରଙ୍ଗଗଡ଼ ଥାନା ଅନ୍ତର୍ଗତ ପଟାଙ୍ଗି ପଞ୍ଚାୟତର ପଦାସାହିରେ ଶନିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି।...

ଦର୍ଶକଙ୍କ ମନ ମୋହିଲା ସୌରିନ, ଶୁଭାଶିଷଙ୍କ ସଙ୍ଗୀତ

ଖଇରା, ୧୧।୩(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ସୁଣ୍ଢିରାଠାରେ ଗୁରୁବାର ସନ୍ଧ୍ୟାରେ ବାରପଡ଼ା ସୁଣ୍ଢିରା ଦୋଳ ମହୋତ୍ସବ ନୃତ୍ୟଗୀତର ତାଳେ ତାଳେ ଉଦ୍‌ଘାଟିତ ହୋଇଯାଇଛି...

ଜିଲାପାଳଙ୍କ ଦ୍ବାରସ୍ଥ ହେଲେ ପଡ଼ାବାସୀ

ବରଗଡ଼ ଅଫିସ,୨୨।୧୨: ବରଗଡ଼ ମ୍ୟୁନିସିପାଲିଟି ଅନ୍ତର୍ଗତ ନମ୍ବର ୧୩ ସ୍ମୃତି ନଗର ଅଞ୍ଚଳରେ ଡ୍ରେନ ନ ଥିବାରୁ ପଡାବାସୀ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।...

ଯବାନଙ୍କୁ ଅପହରଣ ପରେ ହତ୍ୟା

ମାଲକାନଗିରି, ୨୧ା୩ : ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାରେ ମାଓବାଦୀମାନେ ଜଣେ ଯବାନଙ୍କୁ ହତ୍ୟା କରିଛନ୍ତି। ମାଓବାଦୀମାନେ ତାଙ୍କୁ ଅପହରଣ ପରେ ଗୁଳିକରି...

ଧାନକିଣାରେ ଅବ୍ୟବସ୍ଥା

ଖଇରା, ୨।୨(ଡି.ଏନ.ଏ.) ବାଲେଶ୍ୱର ଜିଲା ଖଇରା ବ୍ଲକ ୧୪ଟି ସେବା ସମବାୟ ସମିତି ଅଧୀନରେ ଚାଷୀମାନଙ୍କଠାରୁ ଉତ୍ପାଦିତ ଶସ୍ୟ କିଣିବାରେ ରାଜ୍ୟ ସରକାରଙ୍କ ଦୋମୁହାଁ ନୀତିକୁ ନେଇ...

୨ ବଛର ହେଲା ଆବେଦନ କରିଆସୁଛନ୍‌: ଭତାରୁ ବଁଚିତ୍‌ ଧଅଁରାଖମନ ଗାଁର ୮ ବୁଢ଼ାବୁଢ଼ୀ

କର୍ଲାମୁଣ୍ଡା, ୧୨।୩ (ଡି.ଏନ୍‌.ଏ.)- ସରକାର ବୁଢ଼ାବୁଢ଼ୀ, ବିଧବା, ଛାର୍‌ରି ମହିଲା, ଦିବ୍ୟାଙ୍ଗମାନକୁ ସାମାଜିକ ସୁରକ୍ଷା ଯୋଜନାରେ ଭତା ଯୁଗେଇ ଦେଉଛନ୍‌। ହେଲେ ଅନେକ ଜାଗାରେ ସରକାରୀ...

ଆହତ ତାମିଲନାଡୁ ତୀର୍ଥଯାତ୍ରୀଙ୍କୁ ଭେଟିଲେ ବିଧାୟକ

ଛତ୍ରପୁର,୨୪।୪(ଡି.ଏନ.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ ଜାତୀୟ ରାଜପଥ ନିକଟରେ ଭାରସାମ୍ୟ ହରାଇ ତୀର୍ଥଯାତ୍ରୀ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୨୫ ଜଣ ଆହତ...

Advertisement
Archives

Model This Week