ବାରିପଦା ମେଡିକାଲ କଲେଜରେ ଅବ୍ୟବସ୍ଥା,କର୍ତ୍ତୃପକ୍ଷଙ୍କୁ ତାଗିଦ କଲେ ଆଇନ ମନ୍ତ୍ରୀ

ବାରିପଦା ଅଫିସ,୧୫ା୮: ମୟୁରଭଞ୍ଜ ଜିଲା ବାରିପଦାଠାରେ ଜିଲାସ୍ତରୀୟ ସାଧୀନତା ଦିବସ ପାଳନ ସମାରୋହରେ ପଞ୍ଚାୟତିରାଜ ଓ ଆଇନ ବିଭାଗ ପ୍ରତାପ ଜେନା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ପତାକା ଉତ୍ତୋଳନ ପରେ ମନ୍ତ୍ରୀ ଜେନା ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲକୁ ଯାଇ ରୋଗୀମାନଙ୍କୁ ଫଳ ବଣ୍ଟନ କରିଥିଲେ। ଡାକ୍ତରଖାନା ପରିଦର୍ଶନ ବେଳେ ମେଡିକାଲ କଲେଜର ବିଭିନ୍ନ ଅବ୍ୟବସ୍ଥା ଦେଖି ମନ୍ତ୍ରୀ ଅସନ୍ତୋଷ ପ୍ରକାଶ କରିଥିଲେ। ମେଡିକାଲ ପରସରରେ ସଫେଇ କାର୍ଯ୍ୟ ବନ୍ଦ, ବାହାରୁ ରୋଗୀ ଔଷଧ କିଣୁଥିବା ଆଦି ତାଙ୍କ ନଜରକୁ ଆସିଥିଲା। ଏଥିନେଇ ନେଇ ମନ୍ତ୍ରୀ ମେଡିକାଲ କର୍ତ୍ତୃପକ୍ଷଙ୍କୁ ତାଗିଦ କରିିଥିଲେ। ପରେ ସେ ବ୍ୟକ୍ତିଗତ ଭାବେ ରୋଗୀମାନଙ୍କ ସହ ଆଲୋଚନା କରିଥିଲେ। ମେଡିକାଲ କଲେଜ ଅଧୀକ୍ଷକ ଡାକ୍ତର ବି.ଏନ. ମହାପାତ୍ର ଓ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ପ୍ରଦୀପ କୁମାର ମହାପାତ୍ରଙ୍କୁ ଏଥିପ୍ରତି ସଜାଗ ରହିବା ପାଇଁ ମନ୍ତ୍ରୀ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ଦୋକାନରୁ ଡକାୟତି ଯୋଜନା ପଣ୍ଡ: ୬ ଗିରଫ

ଯାଜପୁର ରୋଡ,୮ା୮(ନି.ପ୍ର): ଦୀର୍ଘଦିନ ଧରି ପୋଲିସକୁ ଚକ୍‌ମା ଦେଖାଇ ଯାଜପୁର ରୋଡ, କେନ୍ଦୁଝର, କଳିଙ୍ଗନଗର ସମେତ ଅନ୍ୟ ଜିଲାଗୁଡିକରେ ଡକାୟତି କରିଆସୁଥିବା ୬ଜଣଙ୍କୁ ମଙ୍ଗଳବାର ରାତିରେ...

ବାଲିଯାତ୍ରା ପାଇଁ ଟ୍ରାଫିକ କଟକଣା

କଟକ ଅଫିସ,୯ା୧୧: ଆସନ୍ତା ୧୨ରେ କଟକ ବାଲିଯାତ୍ରା। ଏଠାରେ ବୁଲିବା ସହ ଚଟ୍‌ପଟି ଖାଦ୍ୟର ମଜା ନେବାକୁ ରାଜ୍ୟ ଓ ରାଜ୍ୟ ବାହାରୁ ଲୋକଙ୍କ ସମାଗମ...

ବରଗଡ଼ରେ ମା, ପୁଅଙ୍କ ସମେତ ୩ କରୋନା ପଜିଟିଭ: ଆକ୍ରାନ୍ତଙ୍କ ସଂଖ୍ୟା ୨୦୬ରେ ପହଞ୍ଚିଲା

ବରଗ ଅଫିସ,୧୪।୭: ବରଗଡ଼ ଜିଲାରେ ମଙ୍ଗଳବାର ପୁଣି ୩ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ବରଗଡ଼ ମ୍ୟୁନିସିପାଲିଟି ଅଧୀନ ୱାର୍ଡ ନଂ....

ଜଣଙ୍କ ଘର ଉପରକୁ ଦୁଇଦୁଇ ଥର ବୋମା ମାଡ଼

ଖୋର୍ଦ୍ଧା ଅଫିସ,୧୮।୮: ଖୋର୍ଦ୍ଧା ଜିଲା ସଦର ଥାନା ଦଳେଇପୁଟସ୍ଥିତ ହୃଦାନନ୍ଦ ସ୍ବାଇଁଙ୍କ ଘର ଉପରକୁ ସୋମବାର ରାତିରେ ପୁଣି ବୋମାମାଡ ହୋଇଛି। ରାତିରେ କେତେଜଣ ଦୁର୍ବୃତ୍ତ...

ମିଳୁନି ପୂର୍ବ ବର୍ଷର ବୀମାରାଶି: ଚାଷୀ କରିବେ ରାସ୍ତାରୋକୋ

ଆରଡ଼ି, ୧୧।୧୧ (ଡି.ଏନ.ଏ.)- ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ପାଳସାହି ସମବାୟ ସମିତି ଅଧୀନ ଚାଷୀମାନଙ୍କୁ ପୂର୍ବବର୍ଷର ବୀମାରାଶି ଏଯାଏ ମିଳିନାହିଁ। ଏହାକୁ ନେଇ...

ଓଡଗାଁ, ରଣପୁର ପୋଲିସର ମିଳିତ ଚଢ଼ାଉ: ୨ ଅଟକ; ଗାଡ଼ି, ମାଉଜର, ଜୀବନ୍ତ ବୋମା ଜବତ

ରଣପୁର, ୨୦।୮(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଥାନା ନୂଆ ସୁକଲ ଗ୍ରାମରେ ଓଡଗାଁ ଓ ରଣପୁର ପୋଲିସ ସୋମବାର ରାତ୍ରରେ ମିଳିତ ଭାବେ ଚଢ଼ାଉକରି ଦୁଇ...

କରୋନା ଆତଙ୍କ: ମାସ୍କ ତିଆରି କରୁଛନ୍ତି ଏସ୍‌ଏଚ୍‌ଜି ମହିଳା

ଜୟପୁର, ୧୯।୩ (ନି.ପ୍ର.): ସାରା ବିଶ୍ୱରେ କରୋନା ଭାଇରସ୍‌ ଆତଙ୍କ ଖେଳାଇଛି। ଏହାଠାରୁ ବଞ୍ଚିବାକୁ ହେଲେ ସଚେତନ ଓ ସତର୍କତା ଅବଲମ୍ବନ ପାଇଁ ସରକାର ଘୋଷଣା...

ଅମ୍ଫନ୍‌ ପ୍ରଭାବ, ଗୋପାଳପୁର ବେଳାଭୂମି ଅଶାନ୍ତ

ଗୋପାଳପୁର,୧୯ା୫(ଡି.ଏନ୍‌.ଏ.)- ଅମ୍ଫନ୍‌ ପ୍ରଭାବରେ ମଙ୍ଗଳବାର ଗୋପାଳପୁର ବେଳାଭୂମି ଅଶାନ୍ତ ରହିବା ସହ ବଡବଡ ଜୁଆର ଉଠିଥିଲା। ୨୪ ଘଣ୍ଟାରେ ୦.୫ ମିଲି ବର୍ଷା ରେକର୍ଡ଼ କରାଯାଇଛି।...

Coronavirus Update

Archives

Model This Week

Why Dharitri