ବାରୁଆଁ ଗାଁରୁ ଭାଲୁ ଛୁଆ ଉଦ୍ଧାର

ଆନନ୍ଦପୁର,୧୩।୮(ସ୍ବ.ପ୍ର.)-ଆନନ୍ଦପୁର ବ୍ଲକ କଂଟିପାଳ ପଞ୍ଚାୟତ ବାରୁଆଁ ଗ୍ରାମରୁ ମଙ୍ଗଳବାର ଏକ ଭାଲୁ ଛୁଆ ଉଦ୍ଧାର ହୋଇଛି। ସ୍ଥାନୀୟ ଜଙ୍ଗଲରୁ ଭାଲୁ ଛୁଆଟି ଗ୍ରାମ ମଧ୍ୟକୁ ପଶିଆସିଥିଲା। ଆଉ ଫେରିପାରି ନ ଥିଲା। ଗ୍ରାମର ଲୋକେ ଭାଲୁ ଛୁଆକୁ ସୁରକ୍ଷିତ ରଖି ବନ ବିଭାଗକୁ ସୂଚନା ଦେଇଥିଲେ। ଆନନ୍ଦପୁର ବନ ବିଭାଗର ଏକ ଟିମ୍‌ ଭାଲୁ ଛୁଆକୁ ଉଦ୍ଧାର କରି କାଠିକଟା ନିକଟସ୍ଥ ସଂରକ୍ଷିତ ଜଙ୍ଗଲରେ ଛାଡ଼ିବାର ବ୍ୟବସ୍ଥା ଗ୍ରହଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡଗରପଡ଼ା ବୋମାମାଡ଼ ଘଟଣା: ଧଳସାମନ୍ତ ଭ୍ରାତାଙ୍କ ସହଯୋଗୀ ସମେତ ୩ ଗିରଫ

କଟକ ଅଫିସ, ୨୪।୮: ଡଗରପଡ଼ା ବୋମାମାଡ଼ ଘଟଣାରେ ୩ଜଣଙ୍କୁ ଗିରଫ କରିଛି ଲାଲବାଗ ଥାନା ପୋଲିସ। ଶୁକ୍ରବାର ସେମାନଙ୍କୁ କୋର୍ଟ ଚାଲାଣ କରାଯାଇଛି। ଗିରଫ ଅଭିଯୁକ୍ତମାନେ...

ପାପୀ ଗାଁବାସୀକର ଅଭିଯୋଗ: ମାସ୍‌କେ ଦୁଇଦିନ୍‌ ଖୁଲୁଛେ ଉପ ସ୍ବାସ୍ଥ୍ୟକେନ୍ଦ୍ର

ବିନିକା, ୨୬।୧୨ (ଡି.ଏନ୍‌.ଏ.)-ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଭଣ୍ଡାର ପଁଚେତ୍‌ ଅଧୀନ ପାପୀ ଉପ ସ୍ବାସ୍ଥ୍ୟକେନ୍ଦ୍ର ତଥା ଏଏନ୍‌ଏମ୍‌ ସେଣ୍ଟର ତିଆର ହେଲାଦିନୁ ଅବେବସ୍‌ତା ଘେରରେ...

ଓଡ଼ିଆ ଭାଷା ଓ ସଂସ୍କୃତି ସୁରକ୍ଷାକୁ ନେଇ ବିଧାନସଭାରେ କଂଗ୍ରେସର ହଟ୍ଟଗୋଳ

ଭୁବନେଶ୍ୱର,୧୮।୨(ବ୍ୟୁରୋ): ଓଡ଼ିଆ ଭାଷା ଓ ସଂସ୍କୃତିକୁ ନେଇ ବିଧାନସଭାରେ କଂଗ୍ରେସ ଦଳର ସଭ୍ୟମାନେ ମଙ୍ଗଳବାର ହଙ୍ଗାମା କରିଛନ୍ତି। ସେମାନେ ଅଭିଯୋଗ କରିଛନ୍ତି ଯେ, ଭାଷା ଓ...

ଷ୍ଟାର୍ସ ପ୍ରକଳ୍ପ ପରିକଳ୍ପନା: ଭିତ୍ତିଭୂମି ଦେଖିଲେ ବିଶ୍ୱବ୍ୟାଙ୍କ ପ୍ରତିନିଧି

ଢେଙ୍କାନାଳ ଅଫିସ,୧୭।୭-ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ କରିବା ଏବଂ ପରୀକ୍ଷାରେ ଭଲ ଫଳାଫଳ ହାସଲ କରିବା ଲକ୍ଷ୍ୟରେ ନୀତି ଆୟୋଗ ପକ୍ଷରୁ ଷ୍ଟାର୍ସ (ଷ୍ଟ୍ରେଙ୍ଗଦେନିଂ ଟିଚିଙ୍ଗ୍‌-ଲର୍ନିଂ ଆଣ୍ଡ୍‌...

କାଳ ହେଲା ଫୋନ୍‌ କଲ୍‌

ବାହାନଗା,୨୫ା୧(ଡି.ଏନ.ଏ.)- ଶନିବାର ରାତିରେ ଆସିଲା ଏକ ଫୋନ୍‌ କଲ୍‌। କାହାକୁ କିଛି ନ ଜଣାଇ ଘରୁ ବାହାରି ଯାଇଥିଲେ ବାଲେଶ୍ୱର ଜିଲା ବାହାନଗା ବ୍ଲକ ବରିପଦା...

ସହକାରୀ କୃଷି ଯନ୍ତ୍ରୀଙ୍କୁ ୨ ବର୍ଷ ଜେଲ

ବ୍ରହ୍ମପୁର ଅଫିସ,୧୨ା୩: ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଲୁନା ମହାନ୍ତି ଶୁକ୍ରବାର ଏକ ଲାଞ୍ଚ ଗ୍ରହଣ ମାମଲାର ଶୁଣାଣି କରି ପ୍ରମାଣ ମିଳିଥିବାରୁ ଅଭିଯୁକ୍ତ ସହକାରୀ କୃଷି...

ହାତୀ ମୃତ୍ୟୁ ପାଇଁ ବନ ବିଭାଗ ଦାୟୀ

ସମ୍ବଲପୁର,୨୨ା୧(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ସଦର ରେଞ୍ଜ କସଂର ଗ୍ରାମ ନିଟକସ୍ଥ ଜଙ୍ଗଲରୁ ଗୁରୁବାର ବନ ବିଭାଗ ଏକ ମାଈ ହାତୀର ମୃତଦେହ ଜବତ କରିଥିଲା। ଶୁକ୍ରବାର...

ତାମିଲନାଡୁରୁ ସାଇକେଲରେ ଫେରୁଥିବା ୬ଜଣଙ୍କୁ ଘରକୁ ପଠାଇଲା ପୋଲିସ

ଦାରିଙ୍ଗବାଡି,୨୯ା୫(ଡି.ଏନ୍‌.ଏ.)- ଦାରିଙ୍ଗବାଡି ଥାନା ଦେଇ ବଲାଙ୍ଗିର ଜିଲାକୁ ୬ ପ୍ରବାସୀ ଶୁକ୍ରବାର ତାମିଲନାଡୁ ଫେରୁଥିଲେ। ଦାରିଙ୍ଗବାଡି ପୋଲିସ ସେମାନଙ୍କୁ ଉଦ୍ଧାର କରି ରନ୍ଧା ଖାଦ୍ୟ, ପାଣି...

Advertisement
Archives

Model This Week