Posted inଖେଳ

ବାର୍ଟି ତୃତୀୟ ରାଉଣ୍ଡରେ

ଲଣ୍ଡନ, ୪ା୭ (ଏଏଫ୍‌ପି)-୨୦୧୫ରେ ସେରେନା ଓ୍ବିଲିୟମ୍ସଙ୍କ ପରେ ଆଶଲେ ବାର୍ଟି ଦ୍ୱିତୀୟ ମହିଳା ଖେଳାଳି ହିସାବରେ ସମାନ ବର୍ଷ ଉଭୟ ଫ୍ରେଞ୍ଚ ଓପନ ଏବଂ ଓ୍ବିମ୍ବଲେଡନ ଟାଇଟଲ ଜିତିବା ସମ୍ଭାବନା ସୃଷ୍ଟି କରିଛନ୍ତି। ଗୁରୁବାର ଏଠାରେ ଚଳିତ ଓ୍ବିମ୍ବେଲଡନ ଓପନ ଟେନିସ୍‌ ପ୍ରତିଯୋଗିତାର ଏକ ମହିଳା ସିଙ୍ଗଲ୍ସ ଦ୍ୱିତୀୟ ରାଉଣ୍ଡ ମ୍ୟାଚରେ ସେ ୬-୧, ୬-୩ ସେଟ୍‌ରେ ବେଲଜିୟମର ଆଲିସନ ଭାନ୍‌ ୟୁତ୍‌ଭାନକଙ୍କୁ ହରାଇ ଦେଇଛନ୍ତି। ବିଶ୍ୱର ନମ୍ବର ଓ୍ବାନ ତଥା ଅଷ୍ଟ୍ରେଲିଆର ଏହି ୨୩ ବର୍ଷୀୟ ଖେଳାଳି ପ୍ରି କ୍ୱାର୍ଟରରେ ବ୍ରିଟିଶ ଓ୍ବାଇଲ୍ଡ କାର୍ଡ ହାରିଏତ୍‌ ଡାର୍ଟଙ୍କୁ ଭେଟିବେ। ଚଳିତ ଟୁର୍ନାମେଣ୍ଟରେ ବ୍ରିଟେନର ପ୍ରଥମ ଦୁଇ ଖେଳାଳି ହାରିଏତ୍‌ ଡାର୍ଟ ଓ ଡାନ୍‌ ଇଭାନ୍ସ ତୃତୀୟ ରାଉଣ୍ଡକୁ ଉନ୍ନୀତ ହୋଇଛନ୍ତି। ୨୨ବର୍ଷୀୟା ଡାର୍ଟ ୭-୬ (୭-୪), ୩-୬, ୬-୧ ସେଟ୍‌ରେ ବ୍ରାଜିଲର ବିଟ୍ରିଜ ହାଦାଦ୍‌ ମାଇଆଙ୍କୁ ପରାସ୍ତ କରିଛନ୍ତି। ଅନ୍ୟପକ୍ଷରେ ଏକ ପୁରୁଷ ସିଙ୍ଗଲ୍ସରେ ଇଭାନ୍ସ ୧୮ତମ ସିଡ୍‌ ନିକୋଲୋଜ ବାସିଲାସଭିଲିଙ୍କୁ ୬-୩, ୬-୨, ୭-୬ (୭-୨) ସେଟ୍‌ରେ ହରାଇ ଦେଇଛନ୍ତି। କିନ୍ତୁ ବ୍ରିଟିଶ ନମ୍ବର ୨ ଖେଳାଳି କାମେରନ ନୋରି ୬-୪, ୬-୪, ୬-୦ ସେଟ୍‌ରେ କେଇ ନିଶିକୋରିଙ୍କଠାରୁ ହାରିଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ନିଷ୍ପତ୍ତି ନେବ’, ଇରାନ-ଆମେରିକା ମଧ୍ୟରେ ଯୁଦ୍ଧ ବନ୍ଦ କରିବାରେ ଭାରତର ଭୂମିକା ଉପରେ ସର୍ଗିଓଙ୍କ ବଡ଼ ବୟାନ

ଓ୍ବାଶିଂଟନ୍‌,୧୫।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ବନ୍ଦ କରିବା ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଆଲୋଚନା ସମ୍ପର୍କରେ କଳ୍ପନାଜଳ୍ପନା ଚାଲିଛି। ପାକିସ୍ତାନ ଏବଂ ଇଜିପ୍ଟର ପ୍ରୟାସ…

ଗଛକୁ ପିଟିଲା ବରଯାତ୍ରୀ ବସ୍‌: ବର-କନ୍ୟା ସମେତ…

ସିମୁଳିଆ, ୧୫।୪(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନାଠାରୁ ୧ କିମି. ଦୂର ୧୬ନଂ ଜାତୀୟ ରାଜପଥର କଣିଆରି ଛକ ନିକଟରେ ବରଯାତ୍ରୀ ମିନି ବସ…

ମେରୁ ଯାତ୍ରା ଦେଖିବାକୁ ଯାଉଥିବାବେଳେ ଅଘଟଣ: ଗଛକୁ ପିଟିଲା ବାଇକ, ଘଟଣାସ୍ଥଳରେ…

ବୌଦ୍ଧ,୧୫।୪( ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥର ବଡବନ୍ଧଠରେ ମଙ୍ଗଳବାର ବିଳମ୍ବିତ ରାତିରେ ବାଇକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ…

ପୁଣି ଇରାନ ଆଗରେ ୨ଟି ବଡ଼ ସର୍ତ୍ତ ରଖିଲା ଆମେରିକା, ଜାଣନ୍ତୁ କ’ଣ…

ଓ୍ବାଶିଂଟନ୍‌,୧୫।୪: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସପ୍ତାହରେ ଆମେରିକା…

ଆସୁଛି ଏଲ୍‌ ନିନୋ

ଆମେରିକାର ଜାତୀୟ ସାମୁଦ୍ରିକ ଏବଂ ବାୟୁମଣ୍ଡଳୀୟ ପ୍ରଶାସନ (ନ୍ୟାଶନାଲ ଓସେନିକ ଆଣ୍ଡ୍‌ ଆଟ୍‌ମୋସ୍ପିୟରିକ ଆଡ୍‌ମିନିଷ୍ଟ୍ରେଶନ ବା ”ନୋ ଆ (NO AA)“ ଦ୍ୱାରା ପରିଚାଳିତ ଜଳବାୟୁ ଆଗତ…

ବିଦ୍ୟାଳୟ ଶିକ୍ଷାରେ ଡ୍ରପ୍‌ଆଉଟ୍‌ ସମସ୍ୟା

ନିକଟରେ ଅନେକ ଦୈନିକ ଓଡ଼ିଆ ସମ୍ବାଦପତ୍ରରେ ଆଦିବାସୀ ଅଧ୍ୟୁଷିତ ଜିଲାଗୁଡ଼ିକରେ ଅଧାରୁ ପାଠ ଛାଡ଼ୁଥିବା ଶିଶୁଙ୍କ ସଂଖ୍ୟା ଉଦ୍‌ବେଗଜନକ ବୋଲି ପ୍ରକାଶ ପାଇଛି। ପ୍ରଶାସନିକ ସ୍ତରରେ ମଧ୍ୟ…

ଏକା ହୋଇଗଲା ଆମେରିକା, ଟ୍ରମ୍ପଙ୍କ ହାତ ଛାଡିଦେଲେ ଏହି ସବୁ ନିକଟତମ ବନ୍ଧୁ ଦେଶ

ଓ୍ବାଶିଂଟନ୍‌,୧୫।୪: ଇରାନ ସହିତ ଯୁଦ୍ଧରେ ଗଭୀର ଭାବରେ ଜଡିତ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆଉ ଏକ ବଡ଼ ଝଟକା ଲାଗିଛି। ଏହି ଆଘାତ ତାଙ୍କ ନିଜ…

ଚାଇନାକୁ ଲାଗିବ ବଡ଼ ଝଟ୍‌କା: ଜୀବନରେଖା ଶେଷ କରିଦେବେ ଟ୍ରମ୍ପ! ଆମେରିକାର ସାଥ୍‌ ଦେବ ଭାରତ

ଓ୍ବାଶିଂଟନ୍‌,୧୫।୪: ମଧ୍ୟପ୍ରାଚ୍ୟରେ ହର୍ମୁଜ ପ୍ରଣାଳୀକୁ ନେଇ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଏକ ନୂତନ ପ୍ରସଙ୍ଗ ଉଭା ହୋଇଛି ଯାହା ବିଶ୍ୱ ଦୃଷ୍ଟି ଆକର୍ଷଣ କରିଛି। ଆମେରିକା ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri