ବାର୍‌ରେ ବିସ୍ଫୋରଣ: ୨୫ ନିହତ

କୋଟ୍‌ଜାକୋଲ୍‌କସ୍‌,(ମେକ୍ସିକୋ), ୨୯ା୮: ପୂର୍ବ ମେକ୍ସିକୋ କୋଟ୍‌ଜାକୋଲ୍‌କସ୍‌ ସହରରେ ଥିବା ଏକ ବାର୍‌ରେ ମଙ୍ଗଳବାର ରାତିରେ ପେଟ୍ରୋଲ ବୋମା ବିସ୍ଫୋରଣ କରାଯିବା ଯୋଗୁ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନି ଘଟିଥିବାବେଳେ ୧୩ ଆହତ ହୋଇଥିବା ଜଣାପଡ଼ିଛି। ଏହା ଏକ ଆକ୍ରୋଶମୂଳକ ଆକ୍ରମଣ ଓ ନିଶା ବ୍ୟବସାୟରେ ସମ୍ପୃକ୍ତ ପ୍ରତିଦ୍ୱନ୍ଦ୍ୱୀଙ୍କ କୁଚକ୍ରାନ୍ତ ବୋଲି କୁହାଯାଇଛି। ବାର୍‌ ମଧ୍ୟରେ ବୋତଲରେ ପେଟ୍ରୋଲ ପୂରାଯାଇ ଫିଙ୍ଗାଯିବା ସହ ବିସ୍ଫୋରଣ କରାଯିବାରୁ ଚାରିଆଡ଼େ ନିଆଁ ଲାଗିଯାଇଥିଲା। ଏଥିରେ ସମ୍ପୃକ୍ତ ଥିବା ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଭେରାକ୍ରୁଜ୍‌ ଗଭର୍ନର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଓ୍ବାମି ଲିଗ୍‌ର ଅଧ୍ୟକ୍ଷ ଭାବେ ପୁନଃ ନିର୍ବାଚିତ ହେଲେ ଶେଖ ହାସିନା

ଢାକା,୨୨।୧୨: ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହାସିନା ପୁଣିଥରେ ଅଓ୍ବାମି ଲିଗ୍‌ର ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି। ବାଂଲାଦେଶର ଶାସକ ଦଳ ଅଓ୍ବାମି ଲିଗ୍‌ର ରାଷ୍ଟ୍ରୀୟ ପରିଷଦ...

୨ ଦିନରେ ୨ଥର ମା’ ହେଲେ ଏହି ମହିଳା

ମା’ ହେବାର ଅନୁଭବ ଅତ୍ୟନ୍ତ ରୋମାଞ୍ଚକର। ପ୍ରତ୍ୟେକ ମହିଳା ନିଜ ଜୀବନରେ ଏହି ସମୟକୁ ସବୁଠାରୁ ସୁଖଦ ସମୟ ବୋଲି ମନେ କରିଥାନ୍ତି। ଗର୍ଭାବସ୍ଥାରେ ଅନେକ...

ଏହି ଭୂତ କୋଠରୀରେ କିଛି ଘଣ୍ଟା ବିତାଇଲେ ମିଳିବ ୧୪ ଲକ୍ଷ ଟଙ୍କା

ବିଶ୍ୱରେ ଅନେକ ପ୍ରକାଶ ଲୋକ ଅଛନ୍ତି। ସେମାନଙ୍କ ମଧ୍ୟରେ କେହି ଭୂତପ୍ରେତ ଉପରେ ବିଶ୍ୱାସ କରୁଥିଲାବେଳେ ଆଉ କେହି ଏହାକୁ ମନଗଢା କାହାଣୀ କହି ଏଡାଇ...

ଲ୍ୟାଣ୍ଡିଂ ସମୟରେ ଓଲଟି ପଡ଼ିଲା ଯାତ୍ରୀବାହୀ ବିମାନ, ୧୮ ଯାତ୍ରୀ ସୁରକ୍ଷିତ…

ମସ୍କୋ,୧୭।୭: କଥାରେ ଅଛି ରଖେ ହରି ମାରେ କିଏ। ଏହାର ସଦ୍ୟତମ ଉଦାହରଣ ରୁଷିଆରେ ଘଟିଛି। ଏକ ଯାତ୍ରୀବାହୀ ବିମାନ ଲ୍ୟାଣ୍ଡିଂ ସମୟରେ ଦୁର୍ଘଟଣା ଗ୍ରସ୍ତ...

ଜି-୭ରେ ମୋଦି

ବିଆରିଜ୍‌,୨୬ା୮(ପି.ଟି.):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଫ୍ରାନ୍ସର ବିଆରିଜ୍‌ରେ ଆୟୋଜିତ ତିନିଦିନିଆ ଜି-୭ ସମ୍ମିଳନୀରେ ନିମନ୍ତ୍ରିତ ଅତିଥି ଭାବେ ଯୋଗଦେଇଛନ୍ତି। ସେ ବାହାରିନ୍‌ରୁ ଫ୍ରାନ୍ସ ଯାଇ ସମ୍ମିଳନୀରେ...

ରୁଷ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ

ମସ୍କୋ,୨୪।୧୨: ରୁଷର ଏସ୍‌-୫୭(ଟି-୫୦) ଯୁଦ୍ଧ ବିମାନ ଦୁର୍ଘଟଣା ଗ୍ରସ୍ତ ହୋଇଥିବା ଖବର ମିଳିଛି। ଏହା ଖାବରୋଭସକ କ୍ରାଇର ଡିଜୋମଗି ଏୟାରବେସ୍‌ର ପ୍ରାୟ ୧୨୦ କିଲୋମିଟର ଦୂରରେ...

ଜେଲ୍‌ରୁ ଫେରାର ହେବା ପାଇଁ ଝିଅ ବେଶ ଧାରଣ କରି ଗିରଫ ହେଲେ ଗ୍ୟାଙ୍ଗଷ୍ଟାର

ବ୍ରାସିଲିଆ,୬।୮: ଫିଲ୍ମରେ ଚେହେରା ଉପରେ ଅନ୍ୟ ଚେହେରା ଲଗାଇ ସମସ୍ତଙ୍କୁ ଚକିତ କରୁଥିବା ନାୟିକା ନାୟକଙ୍କୁ ଦେଖିଥିବେ। ହେଲେ ଜଣେ ବ୍ୟକ୍ତି ରିଅଲ ଲାଇଫ୍‌ରେ ଏଭଳି...

୧୯୫ ଦେଶରୁ ୧୯୪ରେ କରୋନା: ମୃତ୍ୟୁ ସଂଖ୍ୟା ୧୮ ହଜାର ୯୦୫; ନ୍ୟୁଜିଲାଣ୍ଡରେ ଜରୁରୀକାଳୀନ ପରିସ୍ଥିତି

ଓ୍ବାଶିଂଟନ,୨୫।୩: କରୋନା ଭୂତାଣୁ ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଇତିମଧ୍ୟରେ ପୃଥିବୀର ୧୯୫ ଦେଶରୁ ୧୯୪ରେ କରୋନା ସଂକ୍ରମିତ ହୋଇଛି। ସେହିଭଳି କରୋନା...

Advertisement


Archives

Model This Week

Why Dharitri