ବାର୍‌ହା ଆକ୍ରମଣରେ ଚାଷୀ ଗୁରୁତର

ଖୋର୍ଦ୍ଧା ଅଫିସ,୨।୧୧ : ଖୋର୍ଦ୍ଧା ଜିଲା ବାଣପୁର ବ୍ଲକ ନିଳାଦ୍ରୀପ୍ରସାଦ ପଞ୍ଚାୟତ ଅରାଙ୍ଗ ଗାଁରେ ବସନ୍ତ ଶବର(୪୦) ବିଲକୁ ଯାଇଥିବାବେଳେ ଶନିବାର ପୂର୍ବାହ୍ନରେ ବାର୍‌ହା ଆକ୍ରମଣରେ ଗୁରୁତର ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ବାଣପୁର ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ତେବେ ସ୍ବାସ୍ଥ୍ୟାବସ୍ଥା ଆହୁରି ଗୁରୁତର ହୋଇପଡ଼ିବାରୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଗୋ ସଙ୍କଟ ମଧ୍ୟରେ DGCAର ବଡ଼ ଆକ୍ସନ, ସସପେଣ୍ଡ ହେଲେ ୪ ଇନ୍ସପେକ୍ଟର

ନୂଆଦିଲ୍ଲୀ,୧୨।୧୨: ଇଣ୍ଡିଗୋ ଏୟାରଲାଇନ୍ସ ଦ୍ୱାରା ସମ୍ମୁଖୀନ ହେଉଥିବା ପରିଚାଳନାଗତ ସମସ୍ୟାର ପ୍ରାରମ୍ଭିକ ତଦନ୍ତ ପରେ ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (DGCA) ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ...

ନିଜ ମାଟ୍ରିକ ବ୍ୟାଚର ସାଙ୍ଗସାଥିଙ୍କ ସହ ବଣଭୋଜିର ମଜା ନେଲେ ଭାଜପା ନେତା, କହିଲେ ଦାରିଙ୍ଗବାଡିରେ ଏୟାରଷ୍ଟ୍ରିପ ପାଇଁ…

ଦାରିଙ୍ଗବାଡି, ୧୨।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି କୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି । ଇକୋ ରିଟ୍ରିଟ ସମେତ ପର୍ଯ୍ୟଟନକ୍ଷେତ୍ର ରେ ଭିଡ଼...

ଚମତ୍କାର କଲେ ବୈଭବ ସୂର୍ଯ୍ୟବଂଶୀ: ୫୬ ବଲ୍‌ରେ କଲେ କମାଲ୍‌, କ୍ରିକେଟ୍‌ ଜଗତରେ ପଡ଼ିଲା ଚହଳ

ନୂଆଦିଲ୍ଲୀ,୧୨।୧୨: ଯୁବ ଭାରତୀୟ ବ୍ୟାଟସମ୍ୟାନ ବୈଭବ ସୂର୍ଯ୍ୟବଂଶୀ ୧୯ ବର୍ଷରୁ କମ ଏସିଆ କପ୍‌ର ଉଦଘାଟନୀ ମ୍ୟାଚ୍‌ରେ ୟୁଏଇ ବିପକ୍ଷରେ ଏକ ଜ୍ୱଳନ୍ତ ଶତକ ହାସଲ...

ପୁଟିନଙ୍କ ବଡ଼ ଚାଲ୍‌: ନୂଆଦିଲ୍ଲୀରୁ ଫେରିବା ପରେ ଭାରତ ୨ ଶତ୍ରୁଙ୍କୁ ଭେଟିବେ

ମସ୍କୋ,୧୨।୧୨: ଭାରତ ଗସ୍ତର ୮ ଦିନ ପରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ତୁର୍କମେନିସ୍ତାନ ଗସ୍ତ କରୁଛନ୍ତି। ଏହି ଦୁଇ ଦିନିଆ ଗସ୍ତ ସମୟରେ, ପୁଟିନ...

ଚାଉଳ ଚୋରି କରି ଧରାପଡ଼ିଲେ ପ୍ରଧାନଶିକ୍ଷୟିତ୍ରୀ

ଆଠଗଡ଼,୧୨।୧୨: କଟକ ଜିଲା ଆଠଗଡ଼ ଛଗାଁ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ମଧ୍ୟାହ୍ନ...

ଫସିଗଲେ ଶିଳ୍ପା ସେଟ୍ଟୀ, ରାଜ କୁନ୍ଦ୍ରା! କୋର୍ଟ ଦେଲେ ଏମିତି ନିର୍ଦ୍ଦେଶ

ମୁମ୍ବାଇ,୧୨ା୧୨: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ଓ ତାଙ୍କ ସ୍ବାମୀ ରାଜ କୁନ୍ଦ୍ରାଙ୍କ ବିରୋଧରେ ଜାରି ହୋଇଥିବା ଲୁକ୍‌ଆଉଟ୍‌ ସର୍କୁଲାରକୁ ଉଠାଇବାକୁ ହେଲେ ସେମାନଙ୍କୁ ୬୦...

୯ ବଲ୍‌ରେ ହରାଇଲା ୫ ଉଇକେଟ୍‌…ଟିମ୍‌ଇଣ୍ଡିଆ ନାଁରେ ଅଲୋଡା ରେକର୍ଡ

ଚଣ୍ଡିଗଡ଼,୧୨।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ ନ୍ୟୁ ଚଣ୍ଡିଗଡ଼ର ମୁଲାନପୁରସ୍ଥିତ ମହାରାଜା ଯାଦବୀନ୍ଦ୍ର...

ହାଇମାଷ୍ଟ ଲାଇଟ୍‌ ଯୋଗାଣରେ ବ୍ୟାପକ ଦୁର୍ନୀତି ଅଭିଯୋଗ ଆଣିଲା କଂଗ୍ରେସ

ଭଦ୍ରକ,୧୨ା୧୨(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟ, ଜବାହର ନବୋଦୟ ବିଦ୍ୟାଳୟ ଏବଂ ଓଡ଼ିଶା ଆଦର୍ଶ ବିଦ୍ୟାଳୟଗୁଡ଼ିକରୁ ସୋଲାର ହାଇମାଷ୍ଟ ଲାଇଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri