ବାର୍‌ହା ଆକ୍ରମଣରେ ଚାଷୀ ଗୁରୁତର

ଖୋର୍ଦ୍ଧା ଅଫିସ,୨।୧୧ : ଖୋର୍ଦ୍ଧା ଜିଲା ବାଣପୁର ବ୍ଲକ ନିଳାଦ୍ରୀପ୍ରସାଦ ପଞ୍ଚାୟତ ଅରାଙ୍ଗ ଗାଁରେ ବସନ୍ତ ଶବର(୪୦) ବିଲକୁ ଯାଇଥିବାବେଳେ ଶନିବାର ପୂର୍ବାହ୍ନରେ ବାର୍‌ହା ଆକ୍ରମଣରେ ଗୁରୁତର ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ବାଣପୁର ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ତେବେ ସ୍ବାସ୍ଥ୍ୟାବସ୍ଥା ଆହୁରି ଗୁରୁତର ହୋଇପଡ଼ିବାରୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ନିର୍ମାଣ ଲାଗି ଭିତ୍ତିପ୍ରସ୍ତର

ଯୋଡ଼ା, ୧୭।୫(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ବ୍ଲକ ଅନ୍ତର୍ଗତ ଜୁରୁଡି-କମଳପୁର ପ୍ରଧାନମନ୍ତ୍ରୀ ଗ୍ରାମ ସଡକର ନିର୍ମାଣ କାର୍ଯ୍ୟ ଆରମ୍ଭ ନେଇ ଚମ୍ପୁଆ ବିଧାୟିକା ମୀନାକ୍ଷୀ ମହାନ୍ତ ରବିବାର...

ଶ୍ରମ ଆଇନରେ ସଂଶୋଧନକୁ ସିଆଇଟିୟୁ ପକ୍ଷରୁ ବିରୋଧ

ବ୍ରହ୍ମପୁର ଅଫିସ,୨।୮: ଶ୍ରମ ଆଇନରେ ସଂଶୋଧନ କରିବା ପାଇଁ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତିକୁ ନେଇ ଅସନ୍ତୋଷ ପ୍ରକାଶ କରିଛି ଶ୍ରମିକ ସଂଗଠନ ସିଆଇଟିୟୁ। ଶୁକ୍ରବାର ବ୍ରହ୍ମପୁରସ୍ଥିତ...

ଛତିଶଗଡ଼ ଫେରିଯିବାକୁ ଜିଲାପାଳଙ୍କୁ ଆକୁଳ ନିବେଦନ କଲେ ଶ୍ରମିକ

ରାଜନଗର,୧୭ା୫(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ହାତିନା ଗ୍ରାମରେ ଇଟା ନିର୍ମାଣ ପାଇଁ ସୁଦୂର ଛତିଶଗଡ଼ ଚୁରେନ୍ଦ୍ରା ଜିଲାରେ ରାଜକୁମାର ବିଶ୍ୱକର୍ମା, ଲୀଳାବାଇ ଚୌହାନ୍‌, ସଂଗଲାଲ୍‌...

ତିର୍ତ୍ତୋଲ ଉପନିର୍ବାଚନ: ଆଶାୟୀ ପ୍ରାର୍ଥୀଙ୍କୁ ନେଇ ଚର୍ଚ୍ଚା

ଜଗତ୍‌ସିଂହପୁର ଅଫିସ, ୨୭।୭: ଜୁଲାଇ ୬ରେ ତିର୍ତ୍ତୋଲ ବିଧାୟକ ତଥା ବରିଷ୍ଠ ବିଜେଡି ନେତା ବିଷ୍ଣୁ ଚରଣ ଦାସଙ୍କ ପରଲୋକ ହୋଇଯାଇଛି। ଏହାପରେ ତିର୍ତ୍ତୋଲ ବିଧାନସଭା ନିର୍ବାଚନ...

ବର୍ଷକୁ ୨୪୦ କାର୍ଯ୍ୟଦିବସ

କଟକ ଅଫିସ,୧୮।୮:  ରାଜ୍ୟର ସମସ୍ତ କ୍ୟାଡର୍‌ର ବିଚାରପତିଙ୍କ ପାଇଁ ପରିବର୍ତ୍ତିତ କାର୍ଯ୍ୟ ମାପଦଣ୍ଡ (ୟାର୍ଡଷ୍ଟିକ୍‌) ସ୍ଥିର ହୋଇଛି। ସୋମବାର ଏନେଇ ହାଇକୋର୍ଟଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ...

ବିପଦ ସୃଷ୍ଟି କରୁଛି ଶୁଖିଲା ଗଛ

ଅନୁଗୋଳ ସହର,୨।୩ (ଡି.ଏନ.ଏ.)  ଅନୁଗୋଳ ସହର ସଭାଘର ସମ୍ମୁଖ ତଥା ଷ୍ଟାଡିୟମ ନିକଟରେ ଥିବା ଗୋପବନ୍ଧୁ ପାର୍କକୁ ନେଇ ଏବେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। କାରଣ ପାର୍କରେ...

ଶହେଦିନ ପରେ ବି ମିଳୁନି ସନ୍ଧାନ

ଆଠମଲ୍ଲିକ,୨୦ା୧(ଡି.ଏନ.ଏ.) ଆଠମଲ୍ଲିକ ଥାନା ଡିଗିପଦର ଗ୍ରାମର ଅଙ୍ଗନୱାଡି ସହାୟିକା ବାଲି ପ୍ରଧାନ ନିଖୋଜ ହେବାର ଶହେଦିନ ବିତିଯାଇଥିଲେ ମଧ୍ୟ ପୋଲିସ ଏଯାଏ ତାଙ୍କର ସନ୍ଧାନ ପାଇପାରି ନାହିଁ।...

ଥାନାରେ ପାରମ୍ପରିକ ଦଶହରା ପର୍ବ ପାଳନ, ମହୁଲି ମଦ ସହ ପହଞ୍ଚିଲା ଛେଳି

ଦାରିଙ୍ଗବାଡ଼ି,୮।୧୦(ଡି.ଏନ.ଏ.):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଳକ ଅଞ୍ଚଳରେ ଶାରଦୀୟ ପୂଜା ଧୁମ୍‌ଧାମ୍‌ରେ ପାଳନ କରାଯାଇଛି। ଏହି ଅବସରରେ ଦାରିଙ୍ଗବାଡ଼ି ଏବଂ ସିମନବାଡ଼ିଠାରେ ସ୍ବତନ୍ତ୍ର ପୁଜାମଣ୍ଡପ କରାଯାଇ ମା’ଦୁର୍ଗାଙ୍କ...

Play 250+ Trending Games
Archives

Model This Week

Why Dharitri