ବାର୍‌ହା ଆକ୍ରମଣରେ ୨ ଗୁରୁତର

ମହାକାଳପଡ଼ା,୨୪।୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଖରିନାସୀ ହରିଆବାଙ୍କ ଗାଁରେ ବାର୍‌ହା ଆକ୍ରମଣରେ ଦୁଇ ଗୁରୁତର ହୋଇଛନ୍ତି। ଉଭୟଙ୍କୁ ଚିକିତ୍ସା ପାଇଁ କେନ୍ଦ୍ରାପଡ଼ା ମେଡିକାଲରେ ଭର୍ତ୍ତି କରାଯାଇଛି। ଧାନଖଳାରେ କାମ କରୁଥିବା ବେଳେ ଜଙ୍ଗଲୀ ବାର୍‌ହା ତାଙ୍କୁ ଆକ୍ରମଣ କରିଥିଲା। ଗୁରୁତର ଦ୍ୱୟ ହେଲେ ମଦନ ଆଚାର୍ଯ୍ୟ, ପଶୁପତି ଜାନା।


Enter your email to get our daily news in your inbox.

All Right Reserved By Dharitri.Com

ବସୁଧା ଯୋଜନାରେ ଅନିୟମିତତା

ଖଇରା,୧୦ା୫ (ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ କଣ୍ଟାପଡା ଓ ବଟେଶ୍ୱରଠାରେ  ବସୁଧା ଯୋଜନାରେ ୨ଟି ପାନୀୟ ଜଳ ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ଚାଲିଥିବା...

ପୁଣି ସୁସ୍ଥ ହେଲେ ଏନ୍‌ଡିଆରଏଫ୍‌ର ୩୬ ଯବାନ

ନରାଜ,୨୦ା୬ (ଡି.ଏନ.ଏ.): କଟକ ମୁଣ୍ଡଳୀସ୍ଥିତ ତୃତୀୟ ବାଟାଲିୟନ ଏନ୍‌ଡିଆରଏଫ୍‌ର ୫୧ ଯବାନ କରୋନାରେ ଆକ୍ରାନ୍ତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ଗୁରୁବାର ୧୩ଜଣ ସୁସ୍ଥ ହୋଇ ଫେରିଥିବାବେଳେ...

ଅନୁଗୋଳ ରକ୍ତଭଣ୍ଡାର ଖାଲି

ଅନୁଗୋଳ ଅଫିସ, ୨୯।୫- ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଥିବା ରକ୍ତଭଣ୍ଡାର ଫାଙ୍କା ପଡ଼ିଛି। କୌଣସି ଗୋଟିଏ ହେଲେ ଗ୍ରୁପ୍‌ର ରକ୍ତ ନାହିଁ। ଫଳରେ ମେଡିକାଲରୁ...

ଜାତୀୟ କୃମି ନାଶକ ଦିବସ : ଗଞ୍ଜାମ ଜିଲାରେ ୭ ଲକ୍ଷ ୩୪ ହଜାର ଶିଶୁ ଖାଇବେ ଔଷଧ

ବ୍ରହ୍ମପୁର ଅଫିସ,୮।୮: ଗଞ୍ଜାମ ଜିଲା ଗୋଳନ୍ଥରାସ୍ଥିତ ବିଜୁ ଆଦର୍ଶ ବିଦ୍ୟାଳୟଠାରେ ଗୁରୁବାର ଜିଲାସ୍ତରୀୟ ଜାତୀୟ କୃମି ନାଶକ ଦିବସ ପାଳିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ...

୨ ହତ୍ୟାକାରୀଙ୍କୁ ଆଜୀବନ ଜେଲ

ବାରିପଦା ଅଫିସ,୨୦ା୧: ମୟୂରଭଞ୍ଜ ଅତିରିକ୍ତ ଜିଲା ଓ ଦୌରା ଜଜ(୨) କୋର୍ଟରେ ଶୁକ୍ରବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଜଜ ଡ. ଦୀପକ...

ଗଣମାଧ୍ୟମ ପ୍ରତିନିଧିଙ୍କୁ ମାଡ଼, କ୍ୟାମେରା ଭାଙ୍ଗିଲେ

ପୁରୀ ଅଫିସ,୪ା୫: ପ୍ରେସ୍‌ ସ୍ବାଧୀନତା ଦିବସରେ ରବିବାର ପୁରୀରେ କର୍ତ୍ତବ୍ୟରତ ଗଣମାଧ୍ୟମ ପ୍ରତିନିଧିଙ୍କୁ ମାଡ଼ ମରାଯିବା ସହ ଗାଳିଗୁଲଜ କରାଯାଇଛି। ବାଲୁଖଣ୍ଡ ଅଭୟାରଣ୍ୟର ପ୍ରକୃତି ନିବାସରେ...

ଚାପମୁକ୍ତ ଜୀବନ ଉପରେ ଗୁରୁତ୍ୱ

ସମ୍ବଲପୁର,୮ା୫(ବ୍ୟୁରୋ): ସମ୍ବଲପୁର ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ଚାପମୁକ୍ତ ଜୀବନ ଓ ଦିବ୍ୟ ନେତୃତ୍ୱ ଶୀର୍ଷକ ଆଧ୍ୟତ୍ମିକ କାର୍ଯ୍ୟକ୍ରମ ହୀରାକୁଦ ହିଣ୍ଡାଲକୋ ସଭାକକ୍ଷରେ ଅନୁଷ୍ଠିତ...

ବାର୍ଷିକ ପରୀକ୍ଷାକୁ ଆଉ ୪ମାସ ବାକି: ଏଯାଏ ପୁସ୍ତକ ଯୋଗାଇ ପାରିଲେନି ସରକାର

ମାଲକାନଗିରି,୧୯।୧୦ (ଡି.ଏନ୍‌.ଏ.)- ଚଳିତବର୍ଷ ମାଲକାନଗିରି ଜିଲାର ୪୨ଟି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପରୀକ୍ଷା ଫଳାଫଳ ନୈରାଶ୍ୟଜନକ ଥିବାରୁ ସରକାର ସମ୍ପୃକ୍ତ ବିଦ୍ୟାଳୟର ଶିକ୍ଷକମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ...

Advertisement
Archives

Model This Week