ବାର ମାଲିକଙ୍କୁ ଆକ୍ରମଣ ଘଟଣାରେ ୩ ଗିରଫ

ଯୋଡ଼ା,୧୬।୬(ଡ଼ି.ଏନ.ଏ.)-କେନ୍ଦୁଝର ଜିଲା ଯୋଡ଼ା ସହରରେ ଥିବା ଏକ ବାରରେ ପଶି ବାର ମାଲିକଙ୍କୁ ମରଣାନ୍ତକ ଆକ୍ରମଣ କରି ଟଙ୍କା ଲୁଟି ନେବା ଘଟଣାରେ ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଉଲି ହଟିଂର ପ୍ରଶାନ୍ତ ରାଜ ଓରଫ ଭୁଣ୍ଡୁ, ପବନ ରାଜ ଓ ବାଚୁ ହଟିଂର କାଳିଆ ମହାକୁଡ଼ ଓରଫ ଗୁଲଟା ା
ଶୁକ୍ରବାର ଅପରାହ୍ନରେ ଷହି ଅଭିଯୁକ୍ତମାନେ ଯୋଡ଼ା ସହରରେ ଥିବା ଶନି ସୃଷ୍ଟି ନାମକ ବାରରେ ପଶି ଭଙ୍ଗାରୁଜା କରିଥିଲେ । ସେମାନେ ବାର ମାଲିକ ବିଜୟ ସିଂ ଗାନ୍ଧୀ ଓ କର୍ମଚାରୀ ଲୁଲୁ ନାଏକଙ୍କୁ ବିଅର ବୋତଲରେ ଆକ୍ରମଣ କରି ୬୩ହଜାର ଟଙ୍କା ଲୁଟି ନେଇଥିଲେ ା ଆହତଙ୍କୁ ଡାକ୍ତରଖାନାରେ ଚିକିତ୍ସା କରାଯାଇଥିଲା। ଏ ନେଇ ଥାନାରେ ଅଭିଯୋଗ ହେବା ପରେ ପୋଲିସ ଘଯଣାର ତଦନ୍ତ କରି ଅଭିଯୁକ୍ତଙ୍କୁ ଗିରଫ କରିବା ସହିତ ଲୁଟ ଟଙ୍କାରୁ ୩୧ ହଜାର ଟଙ୍କା ଜବତ କରିଥିବା ତଦନ୍ତକାରୀ ଅଧିକାରୀ ବି.ଡ଼ି. ନାଏକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନ ବନ୍ଦ କରି ଫେରୁଥିଲେ ଗହଣା ଦୋକାନୀ, ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟିନେଲେ ଦୁର୍ବୃତ୍ତ

ନୀଳଗିରି,୧୯ା୨(ପ୍ରଶାନ୍ତ କୁମାର ବିଶ୍ବାଳ): ନୀଳଗିରି ଥାନା ଅଧୀନ ସନ୍ତରାଗଡ଼ିଆ ବଜାରର ଜଣେ ଗହଣା ଦୋକାନୀ ଦୋକାନ ବନ୍ଦ କରି ଘରକୁ ଫେରୁଥିବା ବେଳେ ତାଙ୍କ ଉପରକୁ ଗୁଳିମାଡ଼…

ଶାଶୁଙ୍କ ମୃତ୍ୟୁଖବର ଶୁଣି ଚାଲିଗଲା ବୋହୂଙ୍କ ଜୀବନ

ନୀଳଗିରି,୧୮।୨(ପ୍ରଶାନ୍ତ ବିଶ୍ୱାଳ):ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଶାଶୁଙ୍କ ମୃତ୍ୟୁ ଖବର ଶୁଣି ବୋହୂ ଆଖି ବୁଜିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ…

ଶ୍ୱଶୁର ଘରେ ଜ୍ୱାଇଁଙ୍କ ହଙ୍ଗାମା: ସ୍ତ୍ରୀଙ୍କ ଉପରେ ପେଟ୍ରୋଲ ଢାଳି ଲଗାଇଦେଲେ ନିଆଁ, ଆଉ ତା’ ପରେ…

ବାଲେଶ୍ୱର,୧୮ା୨(ବାଞ୍ଛାନିଧି ଦେ): ସ୍ବାମୀ ପାଲଟିଗଲେ ରାକ୍ଷସ। ଶ୍ୱଶୁର ଘରେ ସ୍ତ୍ରୀ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗେଇ ଦେଲେ ସ୍ବାମୀ। ଝିଅକୁ ବଞ୍ଚାଇବାକୁ ଯାଇ ଶ୍ୱଶୁର, ଶାଶୁ…

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri