Posted inଜାତୀୟ

ବାଲାକୋଟରେ ତାଲିମ ନେଉଛନ୍ତି ୫୦ ଆତଙ୍କବାଦୀ

ନୂଆଦିଲ୍ଲୀ,୧୫ା୧୦(ପି.ଟି.): ପାକିସ୍ତାନ ଅଧିକୃତ କଶ୍ମୀର (ପିଓକେ) ଅନ୍ତର୍ଗତ ବାଲାକୋଟର ଜୈଶ-ଇ-ମହମ୍ମଦ (ଜେଇଏମ୍‌) ଆତଙ୍କବାଦୀ ଶିବିରକୁ ଭାରତୀୟ ବାୟୁସେନା ଧ୍ୱଂସ କରିବାର ୮ ମାସ ପରେ ଉକ୍ତ ଶିବିର ପୁଣିଥରେ ସକ୍ରିୟ ହୋଇଉଠିଛି। ସେଠାରେ ୪୦ରୁ ୫୦ ଜଣ ଆତଙ୍କବାଦୀ ପ୍ରଶିକ୍ଷଣ ନେଉଥିତ୍ବା ଗୋଇନ୍ଦା ସଂସ୍ଥା ଜାଣିବାକୁ ପାଇଛି। ସେମାନଙ୍କ ମଧ୍ୟରେ ଆତ୍ମଘାତୀ ମଧ୍ୟ ଅଛନ୍ତି। ଭାରତୀୟ ଗୋଇନ୍ଦା ସଂସ୍ଥାଗୁଡ଼ିକ ଉକ୍ତ ଶିବିର ଉପରେ କଡା ନଜର ରଖିଛି। ସେଠାରେ ତାଲିମ ନେଇଥିବା କେତେଜଣ ଆତଙ୍କବାଦୀଙ୍କୁ କଶ୍ମୀର ପଠାଯାଇଛି। ଭାରତୀୟ ସୁରକ୍ଷା ଘାଟିକୁ ଟାର୍ଗେଟ କରିବା ଲାଗି ସେମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ଗତ ଫେବୃୟାରୀ ୨୬ରେ ବାଲାକୋଟ ଜେଇଏମ୍‌ ଶିବିର ଉପରେ ବାୟୁସେନା ଏୟାରଷ୍ଟ୍ରାଇକ୍‌ କରିଥିଲା। ଏହା ପରେ ୬ ମାସ ପର୍ଯନ୍ତ ଉକ୍ତ ଶିବିର ବନ୍ଦ ରହିଥିଲା। କିଛି ଦିନ ମଧ୍ୟରେ ଏହି ଆତଙ୍କବାଦୀ ସଂଗଠନ ଖୁବ୍‌ଶୀଘ୍ର ପୁନଃସକ୍ରିୟ ହେବାକୁ ଯାଉଥିବା ଗତ ମାସରେ ବାୟୁସେନା ମୁଖ୍ୟ ଜେନେରାଲ ବିପିନ ରାଓ୍ବତ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସିଏଏକୁ ନେଇ ରାହୁଲଙ୍କୁ ଟାର୍ଗେଟ କଲେ ଶାହା

ଶିମ୍‌ଲା,୨୭।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ସାରା ଦେଶରେ ବିକ୍ଷୋଭ ପ୍ରଦର୍ଶନ ଚାଲିଥିବା ବେଳେ ଏବେ ଏହାକୁ ନେଇ ରାଜନୀତି ଆରମ୍ଭ ହୋଇଗଲାଣି। ବିରୋଧୀ କଂଗ୍ରେସ...

ନାମାଙ୍କନପତ୍ର ଦାଖଲ କଲେ ଶିବସେନା ପ୍ରାର୍ଥୀ

ମୁମ୍ବାଇ,୨୭।୫: ଶିବସେନା ଏମ୍‌ପି ସଞ୍ଜୟ ରାଉତ ଓ କୋଲାପୁର ଶିବସେନା ସଭାପତି ସଞ୍ଜୟ ପାୱାର ରାଜ୍ୟ ସଭା ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ମୁଖ୍ୟମନ୍ତ୍ରୀ...

ଭୟରେ ମୁମ୍ବାଇବାସୀ: କରୋନାରେ ସଂକ୍ରମିତ ସଫେଇ କର୍ମଚାରୀ

ମୁମ୍ବାଇ,୨।୪: ବ୍ରିହାନମୁମ୍ବାଇ ମ୍ୟୁନିସିପାଲ କର୍ପୋରେଶନ(ବିଏମ୍‌ସି)ର ଜଣେ ସଫେଇ କର୍ମଚାରୀ ଓ୍ବର୍ଲିରେ କାମ କରୁଥିବା ବେଳେ କରୋନା ଭାଇରସରେ ସଂକ୍ରମିତ ହୋଇଥିବା ଜଣାପଡିଛି। ସୋମବାର ଉକ୍ତ ୫୨...

୫୦୦ ବର୍ଷଧରି ଏହି ଗାଁ ଲୋକମାନେ ଗ୍ରହଣ କରିନାହାନ୍ତି ଆମିଷ ଓ ନିଶାଦ୍ରବ୍ୟ : ଜାଣନ୍ତୁ କ’ଣ ରହିଛି କାରଣ

ଉତ୍ତରପ୍ରଦେଶର ଦେଓବନ୍ଦଠାରୁ ୫ କିଲୋମିଟର ଦୂରରେ ଏକ ଏକରି ଗାଁ ଅଛି, ଯାହାକୁ ନେଇ ସବୁଆଡେ ଚର୍ଚ୍ଚା ହେଉଛି। ମାଙ୍ଗାଲୋର ରୋଡରେ ଥିବା କାଳୀ ନଦୀ...

ପୁଣି ମୋଦିଙ୍କୁ ଟାର୍ଗେଟ କଲେ ରାହୁଲ

ନୂଆଦିଲ୍ଲୀ,୧୮ ।୧: ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପୁଣିଥରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟାର୍ଗେଟ କରିଛନ୍ତି । ଟୁଇଟ୍ କରି ସେ କହିଛନ୍ତି ମୋଦି ସରକାର...

ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଆଜି ତୃତୀୟ ଶ୍ରାଦ୍ଧବାର୍ଷିକୀ। ଏହି ଅବସରରେ ରାଷ୍ଟ୍ରପତି ରାମ ନାଥ କୋବିନ୍ଦ, ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ ଏବଂ...

ବିବାହରେ ନିଜ ଓଜନର ବହି ମାଗିଲେ କନ୍ୟା

ଗାନ୍ଧିନଗର,୧୩।୨: ବିବାହରେ ଜଣେ କନ୍ୟା ବାପାଙ୍କୁ କୌଣସି ମୂଲ୍ୟବାନ ଦ୍ରବ୍ୟ ବଦଳରେ ନିଜ ଓଜନର ବହି ମାଗିଛନ୍ତି। ଏଭଳି ଘଟଣା ଗୁଜରାଟରେ ଘଟିଛି। ଏହା ଏବେ...

ଭାଜପା ସହ ମେଣ୍ଟ କରି ନଷ୍ଟ ହୋଇଛି ୨୫ ବର୍ଷ: ଉଦ୍ଧବ

ମୁମ୍ବାଇ,୨୫।୧: ଭାଜପା ସହ ମେଣ୍ଟ କରି ତାଙ୍କ ଦଳ ଶିବସେନା ୨୫ ବର୍ଷ ନଷ୍ଟ କରିଥିବା ସେ ବିଶ୍ୱାସ କରନ୍ତି ବୋଲି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ...

Advertisement
Archives

Model This Week