Posted inଜାତୀୟ

ବାଲାକୋଟ୍‌ ଏୟାର ଷ୍ଟ୍ରାଇକ୍‌କୁ ବର୍ଷେ: ଜୈଶ୍‌ ଆତଙ୍କବାଦୀ ଶିବିରରେ ୧୦୦୦ କିଗ୍ରା ବୋମା ମାଡ଼ କରିଥିଲା ଭାରତୀୟ ବାୟୁସେନା

ଶ୍ରୀନଗର,୨୬।୨: ବାଲାକୋଟ୍‌ ଏୟାର ଷ୍ଟ୍ରାଇକ୍‌କୁ ବର୍ଷେ ପୂରିଛି। ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣ ପରେ ୨୦୧୯ ଫେବୃୟାରୀ ୨୬ ଭୋର୍‌ ୩ଟା ୩୦ରେ ଭାରତୀୟ ବାୟୁସେନା ପକ୍ଷରୁ ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ)ର ବାଲାକୋଟରେ ଥିବା ଜୈଶ୍‌ ଆତଙ୍କବାଦୀ ଶିବିରରେ ୧୦୦୦ କିଗ୍ରା ବୋମା ମାଡ଼ କରିଥିଲା। ଏପରି କରି ଭାରତ ପୁଲଓ୍ବାମା ଆକ୍ରମଣର ପ୍ରତିଶୋଧ ନେଇଥିଲା। ଭାରତୀୟ ବାୟୁସେନାର ୧୨ ମିରାଜ୍‌-୨୦୦୦ ଯୁଦ୍ଧବିମାନ ନିୟନ୍ତ୍ରଣ ରେଖା ଅତିକ୍ରମ କରି ଜୈଶ୍‌-ଇ-ମହମ୍ମଦ୍‌ ଆତଙ୍କବାଦୀ ଶିବିରରେ ବୋମା ମାଡ଼ କରଥିଲା। ଏଥିରେ ବାଲାକୋଟ, ମୁଜଫରାବାଦ୍‌ ଏବଂ ଚକୋଟି ଜୈଶ୍‌ ଶିବିରର ଲଞ୍ଚ ପ୍ୟାଡ୍‌ ଧ୍ୱଂସ ହୋଇଯାଇଥିଲା। ଜୈଶ୍‌ର କଣ୍ଟ୍ରୋଲ ରୁମ୍‌ ଆଲଫା-୩ ଏହି ବୋମା ମାଡ଼ରେ ନଷ୍ଟ ହୋଇଯାଇଥିଲା।
ଭାରତୀୟ ବାୟୁସେନା ପକ୍ଷରୁ ୨୧ ମିନିଟ ଧରି ବୋମାମାଡ଼ କରାଯାଇଥିଲା। ବାୟୁସେନାର ଏଭଳି କାର୍ଯ୍ୟକୁ ଦେଶବ୍ୟାପି ସମସ୍ତ ରାଜନେତା ପ୍ରଶଂସା କରିଥିଲେ। ସୂଚନାଯୋଗ୍ୟ, ୨୦୧୯ ଫେବୃୟାରୀ ୧୪ରେ ପୁଲଓ୍ବାମାରେ ଜୈଶ୍‌ ଆତଙ୍କବାଦୀଙ୍କ ଦ୍ୱାରା ହୋଇଥିବା ଆକ୍ରମଣରେ ୪୦ ଜଣ ଭାରତୀୟ ଯବାନ ଶହୀଦ୍‌ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri