Posted inଜାତୀୟ

ବାଲାକୋଟ୍‌ ଏୟାର ଷ୍ଟ୍ରାଇକ୍‌ କରିଥିବା ୫ ପାଇଲଟ୍‌ଙ୍କୁ ବାୟୁସେନା ମେଡାଲ୍‌

ନୂଆଦିଲ୍ଲୀ,୧୪।୮: ବାଲାକୋଟ୍‌ ଏୟାର ଷ୍ଟ୍ରାଇକ୍‌ କରିଥିବା ୫ ପାଇଲଟ୍‌ଙ୍କୁ ବାୟୁସେନା ମେଡାଲ୍‌ ପ୍ରଦାନ କରାଯିବ। ତାଙ୍କର ବୀରତ୍ୱପୂର୍ଣ୍ଣ କାର୍ଯ୍ୟ ପାଇଁ ସେମାନଙ୍କୁ ଏହି ସମ୍ମାନରେ ସମ୍ମାନୀତ କରାଯିବ। ସେମାନେ ମିରାଜ୍‌-୨୦୦୦ ଯୁଦ୍ଧ ବିମାନର ପାଇଲଟ୍‌। ସେମାନଙ୍କ ମଧ୍ୟରେ ଓ୍ବିଙ୍ଗ୍‌ କମାଣ୍ଡର ଅମିତ୍‌ ରଞ୍ଜନ୍‌, ସ୍କ୍ବାଡ୍ରନ୍‌ ଲିଡ୍‌ର ରାହୁଲ ବସୋୟା, ପଙ୍କଜ ଭୁଜ୍‌ଡେ, ବି.କେ.ଏନ୍‌.ରେଡ୍ଡୀ ଓ ଶଶାଙ୍କ ସିଂଙ୍କୁ ଏହି ମେଡାଲ ପ୍ରଦାନ କରାଯିବ। ସୂଚନାଯୋଗ୍ୟ, ପାକିସ୍ତାନ ବାଲାକୋଟ୍‌ରେ ଥିବା ଜୈଶ୍‌-ଇ-ମହମ୍ମଦ୍‌ ଆତଙ୍କବାଦୀ ଶିବିର ଉପରେ ଏହି ପାଇଲଟ୍‌ମାନେ ବୋମା ବର୍ଷା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ବଢ଼ିବ ତାତି: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୫।୪ (ବନ୍ଦନା ସେଠୀ): ରାଜ୍ୟରେ ଆହୁରି ବଢିବ ତାତି। ଗରମ ତାୱାରେ ଜଳିବ ଓଡ଼ିଶା। ସେହିପରି ଆସନ୍ତା ୬ଦିନ ପର୍ଯ୍ୟନ୍ତ ଗ୍ରୀଷ୍ମର ପ୍ରକୋପ ଲାଗିରହିବ। ଦିନର…

ଆମେରିକାକୁ ଚେତାବନୀ ଦେଲା ଚାଇନା: ହର୍ମୁଜକୁ ନେଇ ହଲଚଲ

ବେଜିଂ,୧୫ା୪(ଏଜେନ୍ସି):ପାକିସ୍ତାନ ମଧ୍ୟସ୍ଥତାରେ ଇସ୍‌ଲାମାବାଦରେ ୨୧ ଘଣ୍ଟିଆ ଶାନ୍ତି ଆଲୋଚନାରୁ ନିଷ୍କର୍ଷ ନ ବାହାରିବାରୁ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ଆମେରିକା ଓ ଇରାନ୍‌ ପୁଣି ମୁହଁାମୁହଁି ହୋଇଛନ୍ତି। ଆମେରିକୀୟ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍‌ ମ୍ୟାନେଜମେଣ୍ଟ…

ଏଲପିଜିକୁ ନେଇ ରାଜ୍ୟ ସରକାରଙ୍କୁ ମୋଦିଙ୍କ ବଡ଼ ନିର୍ଦ୍ଦେଶ, ଏପ୍ରିଲ ୧୩…

ନୂଆଦିଲ୍ଲୀ,୧୪।୪: ମଧ୍ୟପ୍ରାଚ୍ୟର ବର୍ତ୍ତମାନର ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପେଟ୍ରୋଲ, ଡିଜେଲ କିମ୍ୱା ଅନ୍ୟାନ୍ୟ ପେଟ୍ରୋଲିୟମ ଉତ୍ପାଦର କୌଣସି ଅଭାବ…

ବାଇକ୍‌ରେ ଆସୁଥିବା ବେଳେ ଧକ୍କା ଦେଲା ପିକ୍‌ଅପ୍‌: ଚାଲିଗଲା ମା’-ବାପା,ଦେଢ଼ ବର୍ଷର ପୁଅର ଜୀବନ; ଉତ୍ତ୍ୟକ୍ତ ଲୋକେ…

ବଲାଙ୍ଗୀର,୧୪।୪(ସୁନିଲ କୁମାର ମହାନ୍ତି):  ପିକ୍‌ଅପ୍‌ ଧକ୍କାରେ ବାପା ପୁଅ ମୃତ। ମା’ ଗୁରୁତର। ଏପରି ଏକ ଦୁଖଦ ଘଟଣା ଘଟିଛି ବଲାଙ୍ଗୀର-ସୋନପୁର ଏନ୍‌.ଏଚ୍‌ ୫୭ ର ଟୋଲଗେଟ…

ବିହାରର ସବୁଠାରୁ ପଢୁଆ ନେତା କିଏ? ଲିଷ୍ଟରେ ନୀତିଶ କୁମାରଙ୍କ ସ୍ଥାନ ଏଇଠି…

ପାଟନା,୧୪।୪: ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଆସିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଏବଂ ସମ୍ରାଟ ଚୌଧୁରୀଙ୍କୁ ବିଧାୟକ ଦଳର ନେତା ଭାବରେ…

୬ ମାସ ପୂର୍ବରୁ ଶାହା ଲେଖିଥିଲେ ନୀତିଶଙ୍କ ବିଦାୟର ସ୍କ୍ରିପ୍ଟ? ସତ ହୋଇଗଲା ସଙ୍କେତ, ନିର୍ବାଚନ ସମୟରେ ହିଁ…

ପାଟନା,୧୪।୪: ବିହାର ରାଜନୀତିରେ ମଙ୍ଗଳବାର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ବିହାରରେ ’ନୀତିଶ ଯୁଗ’ର…

୪୦ମିନିଟ ଧରି କଥା ହେଲେ ମୋଦି-ଟ୍ରମ୍ପ, ଯୁଦ୍ଧକୁ ନେଇ କହିଦେଲେ ବଡ଼କଥା!

ନୂଆଦିଲ୍ଲୀ,୧୪।୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ବିଫଳ ହେବା ପରେ, ମଙ୍ଗଳବାର ଦିନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri