Posted inଜାତୀୟ

ବାଲାକୋଟ୍‌ ଏୟାର ଷ୍ଟ୍ରାଇକ୍‌ କରିଥିବା ୫ ପାଇଲଟ୍‌ଙ୍କୁ ବାୟୁସେନା ମେଡାଲ୍‌

ନୂଆଦିଲ୍ଲୀ,୧୪।୮: ବାଲାକୋଟ୍‌ ଏୟାର ଷ୍ଟ୍ରାଇକ୍‌ କରିଥିବା ୫ ପାଇଲଟ୍‌ଙ୍କୁ ବାୟୁସେନା ମେଡାଲ୍‌ ପ୍ରଦାନ କରାଯିବ। ତାଙ୍କର ବୀରତ୍ୱପୂର୍ଣ୍ଣ କାର୍ଯ୍ୟ ପାଇଁ ସେମାନଙ୍କୁ ଏହି ସମ୍ମାନରେ ସମ୍ମାନୀତ କରାଯିବ। ସେମାନେ ମିରାଜ୍‌-୨୦୦୦ ଯୁଦ୍ଧ ବିମାନର ପାଇଲଟ୍‌। ସେମାନଙ୍କ ମଧ୍ୟରେ ଓ୍ବିଙ୍ଗ୍‌ କମାଣ୍ଡର ଅମିତ୍‌ ରଞ୍ଜନ୍‌, ସ୍କ୍ବାଡ୍ରନ୍‌ ଲିଡ୍‌ର ରାହୁଲ ବସୋୟା, ପଙ୍କଜ ଭୁଜ୍‌ଡେ, ବି.କେ.ଏନ୍‌.ରେଡ୍ଡୀ ଓ ଶଶାଙ୍କ ସିଂଙ୍କୁ ଏହି ମେଡାଲ ପ୍ରଦାନ କରାଯିବ। ସୂଚନାଯୋଗ୍ୟ, ପାକିସ୍ତାନ ବାଲାକୋଟ୍‌ରେ ଥିବା ଜୈଶ୍‌-ଇ-ମହମ୍ମଦ୍‌ ଆତଙ୍କବାଦୀ ଶିବିର ଉପରେ ଏହି ପାଇଲଟ୍‌ମାନେ ବୋମା ବର୍ଷା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟରେ ପହଞ୍ଚିଲେ ନବନୀତ ରାଣା, ରବି

ମୁମ୍ବାଇ,୨୪।୪: ମୁମ୍ବାଇରେ ହନୁମାନ ଚାଳିଶା ପାଠକୁ ନେଇ ଉତ୍ତେଜନା ଲାଗିରହିଛି। ଏହି ମାମଲାରେ ଗିରଫ ହୋଇଥିବା ଏମ୍‌ପି ନବନୀତ ରାଣା ଓ ତାଙ୍କ ବିଧାୟକ ସ୍ବାମୀ...

ପାନୀୟ ଜଳ ନଷ୍ଟ କଲେ ଦେବାକୁ ପଡିବ ୨ ହଜାର ଟଙ୍କା ଜରିମାନା

ନୂଆଦିଲ୍ଲୀ,୧୯।୭: ବିଶ୍ୱର ଅଧିକାଂଶ ସ୍ଥାନରେ ଏବେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ରାଜଧାନୀ ଦିଲ୍ଲୀରେ ମଧ୍ୟ ଅନୁରୂପ ଅବସ୍ଥା। ତେଣୁ ଏଠାରେ ଲୋକମାନଙ୍କୁ ବାରମ୍ବାର ପାନୀୟ...

ସରକାରୀ ସ୍କୁଲ-କଲେଜରେ ମୁସଲମାନଙ୍କ ପାଇଁ ୫ ପ୍ରତିଶତ ସଂରକ୍ଷଣ

ମୁମ୍ବାଇ,୨୮।୨: ମହାରାଷ୍ଟ୍ରର ସରକାରୀ ସ୍କୁଲ ଓ କଲେଜରେ ମୁସଲମାନଙ୍କ ପାଇଁ ୫ ପ୍ରତିଶତ ସଂରକ୍ଷରକୁ ଉଦ୍ଧବ ସରକାରଙ୍କ କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଏନ୍‌ସିପିର ରାଷ୍ଟ୍ରୀୟ...

ହସ୍ପିଟାଲରୁ ଲୁଚି ପଳାଇଲେ ୧୧ କରୋନା ସନ୍ଦିଗ୍ଧ

ମୁମ୍ବାଇ,୧୬।୩: ମହାରାଷ୍ଟ୍ରରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ନଭି ମୁମ୍ବାଇର ଏକ ହସ୍ପିଟାଲରୁ ୧୧ଜଣ କରୋନା ସନ୍ଦିଗ୍ଧ ରୋଗୀ ଲୁଚି ପଳାଇ...

ପ୍ରଥମ ଦେଖାରେ ସୋନିଆଙ୍କ ପ୍ରେମରେ ପଡ଼ିଥିଲେ ରାଜୀବ ଗାନ୍ଧୀ, ଜାଣନ୍ତୁ କେମିତି ଆରମ୍ଭ ହୋଇଥିଲା ପ୍ରେମ

ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ସ୍ବର୍ଗତ ରାଜୀବ ଗାନ୍ଧୀଙ୍କ ଜନ୍ମ ବାର୍ଷିକୀ। ସେ ୨୦ ଅଗଷ୍ଟ ୧୯୪୪ରେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ୧୯୯୧ ନିର୍ବାଚନ...

ଗୁଜରାଟ ସୀମାରେ ଚାଇନାକୁ ୫୫ ବର୍ଗ କି.ମି. ଜମି ଦେଲା ପାକିସ୍ତାନ

ନୂଆଦିଲ୍ଲୀ,୧୮-୧୦:ଗୁଜରାଟ ସୀମାରେ ଚାଇନାକୁ ୫୫ ବର୍ଗ କି.ମି. ଜାଗା ଦେଇ ଭାରତର ଚିନ୍ତା ବଢ଼ାଇଦେଇଛି ପାକିସ୍ତାନ। ଗୁଜରାଟ ସୀମାନ୍ତ ହାରାମି ନାଲାରେ ଚାଇନାର ଏକ କମ୍ପାନୀକୁ...

ରାହୁଲଙ୍କ ଇସ୍ତଫାକୁ ନେଇ ବର୍ଷିଲେ ଖୁର୍ସିଦ: ଆମ ନେତା ଛାଡ଼ି ଚାଲିଗଲେ

ନୂଆଦିଲ୍ଲୀ,୧୦ା୧୦: ଆମକୁ ଆମ ନେତା ଛାଡ଼ି ଚାଲିଗଲେ। କଂଗ୍ରେସ ଅଧ୍ୟକ୍ଷ ପଦରୁ ରାହୁଲ ଗାନ୍ଧୀ ଇସ୍ତଫା ଦେବା ଫଳରେ ସାଧାରଣ ନିର୍ବାଚନରେ ପରାଜୟର ସମୀକ୍ଷା ହୋଇପାରିଲା...

୧୧ ଦ୍ୱୀପପୁଞ୍ଜରେ ବିଛାଯିବ ଅପ୍ଟିକାଲ ଫାଇବର

ନୂଆଦିଲ୍ଲୀ,୧୦ା୧୨: ଦେଶର ସବୁ ସ୍ଥାନରେ ସହଜରେ ଇଣ୍ଟରନେଟ ଆକ୍‌ସେସ ପାଇଁ ବୁଧବାର କେନ୍ଦ୍ର କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ...

Advertisement
Archives

Model This Week