Posted inଜାତୀୟ

ବାଲାକୋଟ୍‌ ଷ୍ଟ୍ରାଇକ୍‌ ପରେ ଭାରତ ସୀମାରେ ପ୍ରବେଶ କରିନି ପାକିସ୍ତାନ ବିମାନ: ଧନୋଓ୍ବା

ନୂଆଦିଲ୍ଲୀ, ୨୪।୬: ବାଲାକୋଟ ଷ୍ଟ୍ରାଇକ୍‌ ପରେ ଫେବୃୟାରୀ ୨୭ରେ ଭାରତୀୟ ସୀମାରେ ପାକିସ୍ତାନ ଯୁଦ୍ଧ ବିମାନ ପ୍ରବେଶ କରି ନ ଥିଲା ବୋଲି ଏୟାର ଚିଫ୍‌ ମାର୍ଶାଲ ବି.ଏସ୍‌. ଧନୋଓ୍ବା ସୂଚନା ଦେଇଛନ୍ତି। ଭାରତୀୟ ବାୟୁସେନା ସୀମାରେ ଥିବା ଆତଙ୍କବାଦୀ ଶିବିର ଉପରେ ଆକ୍ରମଣ କରିଥିଲା। ବାୟୁସେନା ନିଜ ଲକ୍ଷ୍ୟରେ ସଫଳତା ହାସଲ କରିଥିଲା। ମାତ୍ର ପାକିସ୍ତାନ ପଟୁ କୌଣସି ବିମାନ ନିୟନ୍ତ୍ରଣ ରେଖା ଟପି ନାହିଁ। ପାକିସ୍ତାନ ନିଜର ବିମାନ ବନ୍ଦର ବନ୍ଦ କରିବା ସମ୍ପୂର୍ଣ୍ଣ ଭାବେ ବ୍ୟକ୍ତିଗତ ସମସ୍ୟା। ତେବେ ଭାରତୀୟ ଅର୍ଥ ବ୍ୟବସ୍ଥାରେ ବିମାନ ଉଡ଼ାଣର ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ରହିଥିବା ଧନୋଓ୍ବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗ ବିଭାଗର ସୂଚନା, ବର୍ଷା ନେଇ ଏହି ୨୧ ଜିଲାକୁ ୱାର୍ନିଂ

ଭୁବନେଶ୍ୱର,୧୮।୬(ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବା ବେଳେ ଆଗାମୀ ୪ରୁ ୫ ଦିନ ମଧ୍ୟରେ ସାରା ଓଡ଼ିଶାକୁ ଛୁଇଁବ। ତେବେ ମୌସୁମୀ ଓ…

“ଆମେ ଇନଷ୍ଟାଗ୍ରାମର ସବୁଠାରୁ ଫେମସ କପଲ୍‌” G7 ସମ୍ମିଳନୀରେ ମୋଦିଙ୍କୁ ଏମିତି କାହିଁକି କହିଲେ ଜର୍ଜିଆ ମେଲୋନି? ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୧୮।୬: ଫ୍ରାନ୍ସର ଏଭିଆନ-ଲେସ-ବେନ୍ସ (Evian-les-Bains) ଠାରେ ଜି-୭ (G7) ଗୋଷ୍ଠୀର ନେତାମାନେ ଏକତ୍ରିତ ହୋଇ ପ୍ରମୁଖ ବିଶ୍ୱସ୍ତରୀୟ ଆହ଼୍ବାନଗୁଡ଼ିକ ଉପରେ ଆଲୋଚନା କରିଛନ୍ତି, ୟୁକ୍ରେନ ପ୍ରତି ସେମାନଙ୍କର…

କେସିଙ୍ଗାରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଶୁଭାରମ୍ଭ, ମିଳିବ ଏତିକି ଚାଉଳ

କେସିଙ୍ଗା,୧୮।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସିରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ବୁଧବାର ଆରମ୍ଭ ହୋଇଛି । ରାଜ୍ୟ ସରକାରଙ୍କ ଦ୍ଵାରା ଘୋଷଣା ହୋଇଥିବା ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ଓଡ଼ିଶାରେ ବଦଳିଲା ସ୍କୁଲ ଖୋଲିବା ସମୟ, କେଉଁଠି ଛୁଟି ତ କେଉଁଠି ସକାଳୁଆ କ୍ଲାସ୍…

ଭୁବନେଶ୍ୱର,୧୮।୬: ଓଡ଼ିଶାର ବିଭିନ୍ନ ଜିଲାରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଖରାଛୁଟିକୁ ବୃଦ୍ଧି କରିବାକୁ ଘୋଷଣା କରାଯାଇଛି। କେତେକ ଜିଲା ଗ୍ରୀଷ୍ମକାଳୀନ ଛୁଟି…

୧୪୩ କୋଟିର ସମ୍ପତ୍ତି ସହ କୋଟି କୋଟିର ଋଣ! ଜାଣନ୍ତୁ ଉଦ୍ଧବ ଠାକରେଙ୍କ ନେଟଓ଼୍ବର୍ଥ…

ମୁମ୍ୱାଇ,୧୮।୬: ଉଦ୍ଧବ ଠାକରେ ନିଜ ଦଳରେ ବିଭାଜନକୁ ନେଇ ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। କିନ୍ତୁ ଆପଣ ଜାଣନ୍ତି କି ସେ କେତେ କୋଟି ସମ୍ପତ୍ତିର ମାଲିକ…

ବିଶ୍ୱ ଅଟିଷ୍ଟିକ ପ୍ରାଇଡ୍‌ ଦିବସ, ଅଧିକ ସଚେତନତା ଆବଶ୍ୟକ

ଅଟିଜିମ୍‌ ସମସ୍ୟା ଶିଶୁମାନଙ୍କଠାରେ ଦେଖିବାକୁ ମିଳିଥାଏ। ଏକ ଆକଳନରୁ ଜଣାପଡିଛି ଯେ, ଶତକଡା ତିନି ଭାଗ ଶିଶୁ ଅଟିଜିମ୍‌ର ଶିକାର ହୋଇଥାଆନ୍ତି। ଏ କ୍ଷେତ୍ରରେ ସଚେତନତା ବୃଦ୍ଧି…

୨ ଫାଇଲ ହଜିବା ଘଟଣା, ନବୀନ ଜେରା ହୋଇପାରନ୍ତି କହିଲେ ମନ୍ତ୍ରୀ ପୂଜାରୀ

ଭୁବନେଶ୍ୱର,୧୮।୬(ସୁନିତ୍‌ ମିଶ୍ର):ନିକଟରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ୨ଟି କମିଶନଙ୍କ ରିପୋର୍ଟ ସମ୍ପର୍କିତ ଫାଇଲ୍‌ ହଜିଥିବା ଅଭିଯୋଗ ହୋଇଛି। ଗୃହ ବିଭାଗ ପକ୍ଷରୁ ଏନେଇ କ୍ୟାପିଟାଲ ଥାନାରେ ମଧ୍ୟ ଅଭିଯୋଗ…

ଓଏଏସ୍‌ ଅଧିକାରୀ ସ୍ତରରେ ଅଦଳବଦଳ, ୨ ଦିନ ମଧ୍ୟରେ ପୁରୁଣା ଦାୟିତ୍ୱରୁ ମୁକ୍ତ….

ଭୁବନେଶ୍ୱର,୧୮।୬(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି । ଓଏସ୍‌ଡିଏମ୍‌ଏ (ଓସ୍‌ଡମା)ର ମୁଖ୍ୟ ମହାପ୍ରବନ୍ଧକ ଥିବା ସୁବୋଧ ଚନ୍ଦ୍ର ଆଚାର୍ଯ୍ୟଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri