Posted inଜାତୀୟ

ବାଲାକୋଟ ଏୟାର ଷ୍ଟ୍ରାଇକ୍‌ର ଭିଡିଓ ଜାରି କଲା ଭାରତୀୟ ବାୟୁସେନା

ନୂଆଦିଲ୍ଲୀ,୪।୧୦: ଭାରତୀୟ ବାୟୁସେନା ପକ୍ଷରୁ ଶୁକ୍ରବାର ବାଲାକୋଟ ଏୟାର ଷ୍ଟ୍ରାଇକ୍‌ର ଏକ ଭିଡିଓ ଜାରି କରାଯାଇଛି। ଏହି ଭିଡିଓରେ ବାଲାକୋଟରେ ଏୟାର ଷ୍ଟ୍ରାଇକ୍‌ର ପ୍ରସ୍ତୃତି ଓ ଆତଙ୍କବାଦୀ କ୍ୟାମ୍ପକୁ ଧ୍ୱସଂବିଧ୍ୱସ୍ତ କରାଯାଇଥିବା ଦେଖିବାକୁ ମିଳିଛି। ଗତ ଏକ ବର୍ଷରେ ଭାରତୀୟ ବାୟୁସେନା ବହୁ ବଡ଼ ବଡ଼ ଉପଲବ୍ଧି ହାସଲ କରିଛି। ବାଲାକୋଟରେ ଆତଙ୍କବାଦୀ କ୍ୟାମ୍ପରେ କରାଯାଇଥିବା ଏୟାରଷ୍ଟ୍ରାଇକ୍‌ ସେଥିମଧ୍ୟରୁ ଗୋଟିଏ ବୋଲି ଏୟାର ଫୋର୍ସ ଡେ’ରେ ଏକ ସାମ୍ବାଦିକ ସମ୍ମିଳନୀରେ ଏୟାର ଚିଫ୍‌ ମାର୍ଶଲ ରାକେଶ କୁମାର ସିଂହ ଭଦୋରିଆ କହିଛନ୍ତି। ଏଥିସହ ସେ କହିଛନ୍ତି, ଭବିଷ୍ୟତରେ ଯଦି ପାକିସ୍ତାନ ପକ୍ଷରୁ ପୁଣି ଥରେ କୌଣସି ଆତଙ୍କବାଦୀ ଆକ୍ରମଣ ହୁଏ ତେବେ ସେନା ପକ୍ଷରୁ ତାଙ୍କୁ ଉଚିତ ଜବାବ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସିଦ୍ଧୁଙ୍କୁ ବିରୋଧରେ ନିଆଯିବ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୪।୫:ଖୁବ ଶୀଘ୍ର ପଞ୍ଜାବ କଂଗ୍ରେସର ପୂର୍ବତନ ସଭାପତି ନବଜୋତ ସିଂ ସିଦ୍ଧୁଙ୍କ ବିରୋଧରେ କଂଗ୍ରେସ ଦଳ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ବୋଲି ଚର୍ଚ୍ଚା ହେଉଛି।...

ଫେସ୍‌ବୁକ୍‌ରୁ ପ୍ରେମ, ବିବାହ ପାଇଁ ପ୍ରେମିକ ମନା କରିବାରୁ ଘଟିଲା ଏମିତି

ଡେରାଡୁନ୍‌,୫ା୧୦: ଉତ୍ତରାଖଣ୍ଡର ରାଜଧାନୀ ଡେରାଡୁନ୍‌ର ଜଣେ ଯୁବତୀ ଏବଂ ଝାଡ଼ଖଣ୍ଡର ଗରଓ୍ବା ଜିଲାର ଜଣେ ଯୁବକଙ୍କ ମଧ୍ୟରେ ଫେସ୍‌ବୁକ୍‌ରୁ ବନ୍ଧୁତା ଏବଂ ପରେ ପ୍ରେମ ସମ୍ପର୍କ...

ସଚିନଙ୍କ ପାଇଁ ଭାଜପା ଦୁଆର ଖୋଲା: ଓମ ମାଥୁର

ନୂଆଦିଲ୍ଲୀ,୧୪।୭: ରାଜସ୍ଥାନ ରାଜନୀତିରେ ଏବେ ଆସିଛି ନୂଆ ମୋଡ। ସଚିନ ପାଇଲଟଙ୍କୁ ହରାଇବାକୁ ପଡିଛି ଉପମୁଖ୍ୟମନ୍ତ୍ରୀ ପଦ ସହ ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ପଦ। ଏହାରି...

ଭାରତ ସରକାର ନିଜ କାମ କରୁଛନ୍ତି, ପୁଟିନ୍‌ଙ୍କୁ ଯୁଦ୍ଧ ବନ୍ଦ କରିବାକୁ ନିର୍ଦ୍ଦେଶ ଜାରି କରି ହେବନି…

ନୂଆଦିଲ୍ଲୀ,୩।୩ : ୟୁକ୍ରେନ୍‌ରୁ ଭାରତୀୟଙ୍କୁ ସ୍ବଦେଶ ଫେରାଇ ଆଣିବା କାର୍ଯ୍ୟ ଭାରତ ସରକାରଙ୍କ ପକ୍ଷରୁ କରାଯାଉଛି। ସରକାର ନିଜ କାମ କରୁଛନ୍ତି। କିନ୍ତୁ ଭାରତ ସରକାର...

‘ହେଲମେଟ୍‌ କାହିଁ ପିନ୍ଧିନ’ ପଚାରିବାରୁ ଜର୍ନାଲିଷ୍ଟଙ୍କୁ କ୍ୟାମେରା ଆଗରେ ନିର୍ଯାତନା

ଗୁଆହାଟୀ,୮।୨: ‘ କାହିଁକି ହେଲମେଟ୍‌ ପିନ୍ଧି ନାହଁ ’। ଏଭଳି ପ୍ରଶ୍ନ ପଚାରିବାରୁ ଆସାମର ଜଣେ ଜର୍ନାଲିଷ୍ଟଙ୍କୁ ନିର୍ଯାତନା ଦେଇଛନ୍ତି ଦୁଇ ପୋଲିସ କନଷ୍ଟେବଳ। ଆସାମର...

ପ୍ରେମିକଙ୍କ ସହ ଆତ୍ମହତ୍ୟା କଲେ ମହିଳା

ଲକ୍ଷ୍ନୌ,୨୭।୧: କାନପୁରର ଏକ ଜମିରେ ଥିବା ଆମ୍ବଗଛରେ ଆତ୍ମହତ୍ୟା କରିଛନ୍ତି ପ୍ରେମୀଯୁଗଳ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏହି...

ଦିଲ୍ଲୀରେ ୨୪ ହଜାର କରୋନା ପଜିଟିଭ: ଚିନ୍ତାବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ, ୧୭।୪: କଟକଣା ସ୍ବତ୍ତ୍ୱେ ରାଜଧାନୀ ଦିଲ୍ଲୀରେ କରୋନା ଗ୍ରାଫ୍‌ ଉପରମୁହାଁ ହେବାରେ ଲାଗିଛି। ଶନିବାର ଗୋଟିଏ ଦିନରେ ଦିଲ୍ଲୀରେ ୨୪ ହଜାର କରୋନା ପଜିଟିଭ...

ସୁଧା ଭରଦ୍ୱାଜଙ୍କୁ ସୁପ୍ରିମକୋର୍ଟ ଆଶ୍ୱସ୍ତି

ନୂଆଦିଲ୍ଲୀ,୮।୧୨: ୨ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଜେଲରେ ଥିବା ଆଇନଜୀବୀ ତଥା ଆକ୍ଟିଭିଷ୍ଟ ସୁଧା ଭରଦ୍ୱାଜଙ୍କୁ ସୁପ୍ରିମକୋର୍ଟ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ଏଲ୍‌ଗାର ପରିଷଦ-ମାଓବାଦୀ...

Advertisement
Archives

Model This Week