Posted inଜାତୀୟ

ବାଲାକୋଟ ଏୟାର ଷ୍ଟ୍ରାଇକ୍‌ ୟୁନିଟ୍‌ ସମ୍ମାନୀତ

ନୂଆଦିଲ୍ଲୀ,୮।୧୦: ବାଲାକୋଟ ଏୟାର ଷ୍ଟ୍ରାଇକ୍‌ରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୟୁନିଟ୍‌କୁ ମଙ୍ଗଳବାର ବାୟୁସେନା ଦିବସ ଅବସରରେ ସମ୍ମାନୀତ କରାଯାଇଛି। ଓ୍ବିଙ୍ଗ୍‌ କମାଣ୍ଡର ଅଭିନନ୍ଦନ ବର୍ଥମାନଙ୍କ ୫୧-ସ୍କ୍ବାଡ୍ରନ୍‌କୁ ବାୟୁସେନା ସମ୍ମାନୀତ କରିଛି। କମାଣ୍ଡିଙ୍ଗ୍‌ ଅଫିସର ଗ୍ରୁପ୍‌ କ୍ୟାପଟେନ୍‌ ସତୀଶ୍‌ ପଓ୍ବାର ଏହି ସମ୍ମାନ ବାୟୁସେନା ମୁଖ୍ୟ ଏୟାର ମାର୍ଶଲ ଆର୍‌.କେ.ଏସ୍‌. ଭଦୌରିୟାଙ୍କଠାରୁ ଗ୍ରହଣ କରିଛନ୍ତି। ସେହିପରି ସ୍କ୍ବାଡ୍ରନ୍‌ ଲିଡର ଗ୍ରୁପ୍‌ କ୍ୟାପଟେନ୍‌ ମିଣ୍ଟୀ ଅଗ୍ରଓ୍ବାଲଙ୍କ ୬୦୧ ସିଗନାଲ୍‌ ୟୁନିଟ୍‌କୁ ମଧ୍ୟ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ସମ୍ମାନୀତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଟେରିରେ ୧ କୋଟି ଜିତି ସୁରକ୍ଷା ଲୋଡ଼ିଲେ ନାରାୟଣ

କୋଲକାତା,୩।୧: ପଶ୍ଚିମବଙ୍ଗର ପୂର୍ବ ବର୍ଦ୍ଧମାନ ଜିଲାରେ ଏଭଳି ଏକ ଘଟଣା ଘଟିଛି ଯାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ବର୍ଦ୍ଧମାନ ଜିଲାରେ ରହୁଥିବା ଜଣେ ୭୦...

ବ୍ୟକ୍ତିଗତ ଗୋପନୀୟତା ଅଧିକାର ମୃତ୍ୟୁରେ ଶେଷ ହୁଏନାହିଁ, କୋର୍ଟଙ୍କ ରାୟ…

କୋଲକାତା,୧।୧୦ : ଗୋପନୀୟତା ଅଧିକାରକୁ ନେଇ କୋଲକାତା ହାଇକୋର୍ଟ ଏକ ବଡ ରାୟ ଦେଇଛନ୍ତି। ଏକ ମାମଲାର ଶୁଣାଣି କରି ହାଇକୋର୍ଟ କହିଛନ୍ତି, ଗୋପନୀୟତା ଅଧିକାର...

ନିର୍ଭୟା ମାମଲାର ଦୋଷୀ ବିନୟଙ୍କୁ ଲାଗିଲା ଆଉ ଏକ ଝଟ୍‌କା

ନୂଆଦିଲ୍ଲୀ,୨୨।୨: ଦିର୍ଘ ୭ ବର୍ଷ ଅର୍ଥାତ୍‌ ୨୦୧୨ ମସିହାର ନିର୍ଭୟା ଗଣବଳାତ୍କାର ମାମଲାର ଅନ୍ୟତମ ଦୋଷୀ ବିନୟ ଶର୍ମାଙ୍କୁ ଲାଗିଛି ଆଉ ଏକ ଝଟ୍‌କା। ବିନୟ...

ଦୁଇଟି ଭାରତ ସୃଷ୍ଟି କରିଛନ୍ତି ମୋଦି

ଦାହୋଡ୍‌ (ଗୁଜରାଟ),୧୧।୫: କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ମୋଦି ଦୁଇଟି ଭାରତ ସୃଷ୍ଟି କରିଛନ୍ତି, ଗୋଟିଏ ଧନୀଙ୍କ...

ଏମସିଡି ନିର୍ବାଚନ : ୧୦୦ ବର୍ଷରୁ ଅଧିକ ବୟସ୍କ ୨୨୯ ଭୋଟର, ୮୦-୧୦୦ ବୟସ୍କ ୧,୦୪,୩୦୧ ଭୋଟର…

ନୂଆଦିଲ୍ଲୀ,୪।୧୨ : ଦିଲ୍ଲୀର ମ୍ୟୁନିସିପାଲିଟି କର୍ପୋରେଶନ (ଏମସିଡି ) ନିର୍ବାଚନ ପାଇଁ ମତଦାନ ରବିବାର ଆଠଟାରୁ ଆରମ୍ଭ ହୋଇଛି। ଚଳିତ ଥର ଭୋଟ ପାଇଁ ମୋଟ...

ରାହୁଲଙ୍କ ଭାଇରାଲ ଭିଡିଓର ପ୍ରତିକ୍ରିୟା ରଖିଲେ ଭାଜପା ନେତା

ନୂଆଦିଲ୍ଲୀ,୧୬।୩: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଦୁର୍ଭାଗ୍ୟବଶତଃ ମୁଁ ଏମ୍‌ପି’ ବୟାନ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓ ଉପରେ ଭାଜପା...

ଲମ୍ବା କୁର୍ତ୍ତି ପିନ୍ଧିବାକୁ ରାଜି ନୁହେଁ କଲେଜ ଛାତ୍ରୀ

ହାଇଦ୍ରାବାଦ,୧୬।୯: ଆନ୍ଧ୍ରପ୍ରଦେଶ ରାଜଧାନୀ ହାଇଦ୍ରାବାଦର ଏକ କଲେଜରେ ପ୍ରଶାସନ ପକ୍ଷରୁ ଆଣ୍ଠୁ ତଳକୁ କୁର୍ତ୍ତି ପିନ୍ଧିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ସର୍ଟ କୁର୍ତ୍ତି, ସ୍ଲିବଲେସ୍‌ ଆଦି ପିନ୍ଧିବାକୁ...

ପ୍ରଥମ ଥର ପାଇଁ ସଂସଦରେ ପେପର ଲେସ୍‌ ବଜେଟ୍‌

ନୂଆଦିଲ୍ଲୀ,୧୧।୧: ଦେଶ ସ୍ବାଧୀନ ହେବା ପରେ ପ୍ରଥମ ଥର ପାଇଁ ସଂସଦରେ ପେପର ଲେସ୍‌ ବଜେଟ୍‌ ଉପସ୍ଥାପନ ହେବାକୁ ଯାଉଛି। ଫେବୃୟାରୀରେ ହେବାକୁଥିବା ବଜେଟ ଅଧିବେଶନରେ...

Advertisement
Archives

Model This Week