ବାଲିଆରେ ବୋମାମାଡ: ୨ ଜୀବନ୍ତ ଗୁଳି ଜବତ

ଡେରାବିଶ, ୧୬।୧୨(ସ୍ବ.ପ୍ର.): କେନ୍ଦ୍ରାପଡା ଜିଲା ଡେରାବିଶ ଥାନା ବାଲିଆ ମୁସଲମାନ ବସ୍ତିରେ ରବିବାର ବିଳମ୍ବିତ ରାତିରେ ଏକ ବୋମାମାଡ ହୋଇଥିବା ଅଭିଯୋଗ ହୋଇଛି। ପୋଲିସ ସୂଚନା ଅନୁଯାୟୀ, ରବିବାର ରାତିରେ ବାଲିଆ ଗ୍ରାମର ଅମିର ଖାଁଙ୍କ ଘର ସମ୍ମୁଖରେ କେହି ଦୁର୍ବୃତ୍ତ ଶବ୍ଦ ସୃଷ୍ଟିକାରୀ ବାଣ(ଫୋଟକା) ଫୁଟାଇବା ସହ ଦୁଇଟି ଜୀବନ୍ତ ଗୁଳି ରଖି ଫେରାର ହୋଇଯାଇଥିଲେ। ଖବର ପାଇଁ ଥାନା ଅଧିକାରୀ ଉମାକାନ୍ତ ନାୟକ ପୋଲିସ୍‌ ଟିମ୍‌ ସହ ଘଟଣାସ୍ଥଳରେ ପହଞ୍ଚି ଜୀବନ୍ତ ୨ଟି ଗୁଳି ସହ ଦିଆସିଲ୍‌ କାଠି ଦୁଇଟି ଜବତ କରିଛନ୍ତି। ସୋମବାର ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏହି ଘଟଣାରେ ସମ୍ପୃକ୍ତ ଅଞ୍ଚଳରେ ଆତଙ୍କ ଖେଳାଇ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ବିବାଦରୁ ବୃଦ୍ଧଙ୍କୁ ଆକ୍ରମଣ; ବୁର୍ଲାରେ ମୃତ୍ୟୁ, ନ୍ୟାୟ ଦାବିରେ ଥାନା ଆଗରେ ଶବ ରଖି ବିକ୍ଷୋଭ

ଥୁଆମୂଳ ରାମପୁର,୩।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ବିରିକୋଟ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ମାତ୍ର ୫୦୦ ଟଙ୍କାର କରଜ…

ଖେମୁଣ୍ଡି ଉନ୍ନୟନ ମଞ୍ଚ ପକ୍ଷରୁ ନିଷ୍ପତ୍ତି, ଦିଗପହଣ୍ଡିକୁ ରେଳ ଲାଇନ ଓ ଛେଳିଗଡ ସେଚ ପ୍ରକଳ୍ପ କାର୍ଯ୍ୟକ୍ଷମ ଦାବିରେ ଗଣ ଆନ୍ଦୋଳନ

ଦିଗପହଣ୍ଡି,୩।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରି ଗାଁ ଶ୍ରୀ ଉଜ୍ଜଳେଶ୍ୱର ଶୈବପୀଠ ସଭା ମଣ୍ଡପରେ ଦକ୍ଷିଣ ଓଡ଼ିଶା ବିକାଶ ସମିତି ଆନୁକୁଲ୍ୟରେ…

୨୬ ବର୍ଷ ମାତୃଭୂମି ସେବା କରି ଜନ୍ମମାଟିକୁ ଫେରିଲେ ସଞ୍ଜିବ, ଧୁମଧାମରେ ସ୍ବାଗତ କଲେ ଗ୍ରାମବାସୀ

କେସିଙ୍ଗା,୩।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ଖାସ ବାହାଲ ଗ୍ରାମର ସଞ୍ଜୀବ କୁମାର ଭୋଇ ଦୀର୍ଘ ୨୬ବର୍ଷ କାଳ ସି.ଆର.ପି.ଏଫ.ଇନ୍ସପେକ୍ଟର ଭାବେ ସୀମାସୁରକ୍ଷା ଦେଇ…

ପଟ୍ଟାଙ୍ଗି ବିଧାୟକଙ୍କ କୁଶ ପୁତ୍ତଳିକା ଦାହ, ନନ୍ଦପୁର ବ୍ଲକ ଘେରିଲା ବିଜେଡି

ନନ୍ଦପୁର/ପାଡୁଆ,୩ା୬(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ନିର୍ବାଚନ ପରଠୁ ଶିତଳାବସ୍ଥାରେ ଥିବା ବିଜୁ ଜନତା ଦଳ ବୁଧବାର ଶକ୍ତି ପ୍ରଦର୍ଶନ…

ପ୍ରତିଷ୍ଠିତ ଜାତୀୟ ପଞ୍ଚାୟତ ପୁରସ୍କାର ସମାରୋହରେ ଚମକିଲା ଗଞ୍ଜାମ, ପୁରସ୍କାର ଗ୍ରହଣ କଲେ ଜିଲାପାଳ…

ଛତ୍ରପୁର,୩ା୬(ଦିଲ୍ଲୀପ ସାମଲ ): ଗଞ୍ଜାମ ଜିଲା ତଥା ସମଗ୍ର ଓଡ଼ିଶା ରାଜ୍ୟ ପାଇଁ ଏକ ଗର୍ବ ଓ ଆନନ୍ଦର ବିଷୟ । ବୁଧବାର ନୂଆଦିଲ୍ଲୀର ସ୍କୋପ୍ କନଭେନସନ…

ଛତ୍ରପୁର ଗସ୍ତରେ ଦକ୍ଷିଣାଞ୍ଚଳ ଉପନିର୍ଦ୍ଦେଶକ, ବୁଲି ଦେଖିଲେ…

ଛତ୍ରପୁର,୩ା୬(ଦିଲ୍ଲୀପ ସାମଲ): ସୂଚନା ଓ ଲୋକସମ୍ପର୍କ ବିଭାଗର ଉପନିର୍ଦ୍ଦେଶକ (ଦକ୍ଷିଣାଞ୍ଚଳ) ବସନ୍ତ କୁମାର ପ୍ରଧାନ ଆଜି ଛତ୍ରପୁର ସ୍ଥିତ ଜିଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ପରିଦର୍ଶନ…

ପୋଖରୀରେ ଭାସୁଥିଲା ମହିଳାଙ୍କ ମୃତଦେହ, ଲୋକେ ଗାଧୋଇବାକୁ ଯିବାବେଳେ…

ବୈଶିଙ୍ଗା,୩ା୬(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ନିକଟସ୍ଥ ନୂଆସାହି ଗ୍ରାମ ପୋଖରୀରୁ ବୁଧବାର ଜଣେ ଅଜଣା ମହିଳାଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି।…

ବଡ଼ଭାଇଙ୍କ ଶେଷକୃତ୍ୟ ପାଇଁ ନିଜ ଗାଁରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ, ଅଶ୍ରୁଳ ଆଖିରେ ଭାଇଙ୍କୁ ବିଦାୟ ଦେଇ…

କେନ୍ଦୁଝର,୩ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ବାପାଙ୍କ ପୁଅ ଭାଇ ଦୀନବନ୍ଧୁ ମାଝୀଙ୍କ ଆକସ୍ମିକ ମୃତ୍ୟୁ ଘଟିବା ପରେ ତାଙ୍କ ନିଜ ଗାଁ କେନ୍ଦୁଝର ଜିଲାର ରାଇକଳାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri