ବାଲିଗୁଡ଼ା ଏସ୍‌ଡିପିଓଙ୍କ ଦାରିଙ୍ଗବାଡ଼ି ଥାନା ପରିଦର୍ଶନ: ଚୋରାମଦ କାରବାର ରୋକିବା ଦିଗରେ ଆଲୋଚନା

ଦାରିଙ୍ଗବାଡ଼ି,୧୭।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନାକୁ ବାଲିଗୁଡ଼ା ଏସ୍‌ଡିପିଓ ମାନସ ରଞ୍ଜନ ବାରିକ ପରିଦର୍ଶନ କରିଛନ୍ତି। ସେ ଏସ୍‌ଡିପିଓ ଭାବେ ବାଲିଗୁଡ଼ା ଉପଖଣ୍ଡ କାର୍ଯ୍ୟାଳୟରେ ଯୋଗଦେବା ପରେ ଏହା ଦାରିଙ୍ଗବାଡ଼ି ଅଞ୍ଚଳକୁ ପ୍ରଥମ ଗସ୍ତ। ଥାନାର ବିଭିନ୍ନ ମାମଲା ସମ୍ପର୍କରେ ଆଇଆଇସି କୌଶିକ ମାଝୀଙ୍କ ସହ ଏସ୍‌ଡିପିଓ ଆଲୋଚନା କରିଥିଲେ। ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରି ସମାଧାନ ଦିଗରେ ପଦକ୍ଷେପ ନେବାକୁ କହିଛନ୍ତି। ଦାରିଙ୍ଗବାଡ଼ି ଅଞ୍ଚଳରେ ଚୋରାମଦ କାରବାର ରୋକିବା ସହ ଆଇନଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ ଆଲୋଚନା କରିବା ସହ ବିଭିନ୍ନ ଗ୍ରାମ ବୁଲି ଦେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ, ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିପାଳ। ପାର୍କର ବିଭିନ୍ନ କାମର ଅଗ୍ରଗତି…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ ଦୋକାନ…

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

ଆର୍‌ଟିଓ ଅଫିସରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା ସବୁ

ଗଜପତି,୨୯ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଜଳିଯାଇଛି କମ୍ପ୍ୟୁଟର ପ୍ରକୋଷ୍ଠ। ଅଗ୍ନିକାଣ୍ଡର କାରଣ ଏବେବି ଅସ୍ପଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri