ବାଲିଗୁଡ଼ା ପୂର୍ବତନ ବିଧାୟକ ସାହୁରା ମଲ୍ଲିକଙ୍କ ପରଲୋକ

ବାଲିଗୁଡ଼ା,୧୬।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ାର ପୂର୍ବତନ କଂଗ୍ରେସ ବିଧାୟକ ସାହୁରା ମଲ୍ଲିକଙ୍କ ଶୁକ୍ରବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ବୟସ ହୋଇଥିଲା। କିଛିଦିନ ଧରି ସେ ଅସୁସ୍ଥ ଥିବାବେଳେ ସକାଳେ ବାଲିଗୁଡା ମେଡିକାଲରେ ତାଙ୍କର ମୃତ୍ୟୁ ଘଟିଥିଲା।
ସୂଚନାଯେଗ୍ୟ, ବିଧାୟକ ମଲ୍ଲିକ ବାଲିଗୁଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରୁ ବିଧାନସଭାକୁ ତିନିଥର ନିର୍ବାଚିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଥିକ ଅନଟନ : ନାତିକୁ ବିକିଲେ ଆଈ

ସୋନପୁର,୧୯ା୭(ନି.ପ୍ର.): ଆର୍ଥିକ ଅନଟନ ଯୋଗୁ ଆଈ ନିଜର ୧ ବର୍ଷର ନାତିକୁ ଝିଅଠାରୁ ଅଲଗା କରି ଅନ୍ୟତ୍ର ବିକ୍ରି କରିବାକୁ ପଛାଇ ନାହାନ୍ତି। ସୁବର୍ଣ୍ଣପୁର ଜିଲା...

କଟକରେ ଶଟ୍‌ଡାଉନ୍‌ରେ ଗଡ଼ିବ ମୋ ବସ୍‌

କଟକ ଅଫିସ,୫।୭- କଟକ ସହରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ଯୋଗୁଁ ସହରରେ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ବୁଧବାର ମଧ୍ୟରାତ୍ରିି ଯାଏ ଶଟ୍‌ଡାଉନ୍‌ ଚାଲିବ।...

ସ୍ତ୍ରୀଙ୍କ ଅଶ୍ଳୀଳ ଫଟୋ ପୋଷ୍ଟକରି ସ୍ବାମୀ ଗିରଫ

ରାୟଗଡ଼ା ଅଫିସ,୧୬ା୧୨: ସ୍ତ୍ରୀଙ୍କ ଅଶ୍ଳୀଳ ଫଟୋ ସୋସିଆଲ ମିଡିଆରେ ପୋଷ୍ଟକରି ସ୍ବାମୀ ଗିରଫ ହୋଇଛନ୍ତି। ରାୟଗଡ଼ା ଜିଲା ଗୁଣପୁର ଥାନା ପୋଲିସ ସୋମବାର ବଲାଙ୍ଗୀର ଜିଲା...

ଜେସିବି ଚାଳକଙ୍କୁ ପିଟିପିଟି ହତ୍ୟା: ଅଭିଯୋଗ ଆଣିଲେ ଘର ମାଲିକ

ବେଦବ୍ୟାସ,୯।୨(ଡି.ଏନ୍‌.ଏ.): ରାଉରକେଲା ବ୍ରାହ୍ମଣୀତରଙ୍ଗ ଥାନା ଅନ୍ତର୍ଗତ ବେଦବ୍ୟାସ ଦୁର୍ଗାମଣ୍ଡପ ଗଳିରେ ରହୁଥିବା ଜଣେ ଜେସିବି ଚାଳକଙ୍କୁ ଶନିବାର ବିଳମ୍ବିତ ରାତିରେ ପିଟିପିଟି ହତ୍ୟା କରାଯାଇଥିବା ଥାନାରେ...

ଅଖାବସ୍ତାରୁ ମା’ ଝିଅଙ୍କ ମୃତଦେହ ଜବତ

ନିରାକାରପୁର,୬ା୧୨(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଭୁଷଣ୍ଡପୁର ଫାଣ୍ଡି ଅଧୀନ ଅଭିମାନପୁର ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗୋଟିଏ ଘରର ବାରିପଟରେ...

ରାସଗୋବିନ୍ଦପୁରରେ ଥମୁନି ହାତୀ ଉପଦ୍ରବ

ରାସଗୋବିନ୍ଦପୁର,୧୪।୧୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଅଞ୍ଚଳରେ ଏବେ ଧାନ ଅମଳ ଚାଲିଥିବା ବେଳେ ଝାଡଖଣ୍ଡରୁ ଆସିଥିବା ଶତାଧିକ ହାତୀ ଉପଦ୍ରବ ଚଳାଇଛନ୍ତି। ଏହି ହାତୀପଲ ସାରୁମଳା,...

‘ରେଡ୍‌ ଜୋନ୍‌’ ବିଦ୍ୟାର୍ଥୀଙ୍କୁ ରେଭେନ୍‌ଶା ବିଶ୍ୱବିଦ୍ୟାଳୟ କ୍ୟାମ୍ପସ ମନା

କଟକ ଅଫିସ,୧୭।୫: ରେଡ୍‌ ଜୋନରେ ରହୁଥିବା ବିଦ୍ୟାର୍ଥୀଙ୍କୁ କ୍ୟାମ୍ପସ ଭିତରକୁ ପ୍ରବେଶ ମନା। ସ୍ଥିତି ଆୟତାଧିନ ନ ହେଲା ଯାଏଁ ସେମାନେ ବିଶ୍ୱବିଦ୍ୟାଳୟ ଭିତରକୁ ଆସିପାରିବେ...

ନକଲି ଅଟା କାରଖାନା ଉପରେ ଚଢ଼ାଉ: ମେଶିନ ଜବତ, ଅଭିଯୁକ୍ତ ଅଟକ

ଯାଜପୁର ଅଫିସ,୧୭ା୧୨- ଯାଜପୁର ଟାଉନ ପୋଲିସ ପକ୍ଷରୁ ସୋମବାର ଏକ ନକଲି ଅଟା କାରଖାନା ଉପରେ ଚଢ଼ାଉ କରାଯାଇ ବିପୁଳ ପରିମାଣର ବିଭିନ୍ନ ବ୍ରାଣ୍ଡର ନକଲି...

Advertisement


Archives

Model This Week