ବାଲିଡିପୋ ବିବାଦରୁ ଯୁବକଙ୍କୁ ହତ୍ୟା ଘଟଣା: ୩ ଗିରଫ

ରାସଗୋବିନ୍ଦପୁର,୧୧ା୧(ଡ଼ି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ମୂଷାମାରୀଠାରେ ବାଲିଡିପୋ ବିବାଦରୁ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା। ପୋଲିସ ଘଟଣାର ତଦନ୍ତ ଚଳାଇ ୩ ଅଭିଯୁକ୍ତଙ୍କୁ ଗିରଫ କରି ଶୁକ୍ରବାର କୋର୍ଟଚାଲାଣ କରିଛି। ଅଭିଯୁକ୍ତମାନେ ହେଲେ ମୂଷାମାରୀ ଗ୍ରାମର ସଞ୍ଜୟ ବେହେରା, ବାଲି ବ୍ୟବସାୟୀ ଅଶ୍ୱିନୀ କାସ୍ତ ଓ ବାଲିଡିପୋର ମାଲିକ ମନୋଜ କୁମାର ଘୋଷ।
ଉଲ୍ଲେଖଯୋଗ୍ୟ ଯେ, ବାଲିଡିପୋ ନିକଟରୁ ରାମଚନ୍ଦ୍ରପୁର ଗ୍ରାମର ସ୍ବର୍ଗତ ସଞ୍ଜୟ ତରେଇଙ୍କ ସାନପୁଅ ମିଣ୍ଟୁ ତରେଇଙ୍କ ମୃତଦେହ ଗୁରୁବାର ସକାଳେ ଉଦ୍ଧାର ହୋଇଥିଲା। ମିଣ୍ଟୁଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ନେଇ ତାଙ୍କ ବଡ଼ ଭାଇ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ମୃତଦେହ ଜବତ କରି ଘଟଣାର ତଦନ୍ତ ଜାରି ରଖିଥିଲା। ଏନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇବା ସହ ଉତ୍ତ୍ୟକ୍ତ ଲୋକେ ରାସ୍ତା ଅବରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…

ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?