ବାଲିପାଟଣାରେ ରଥଯାତ୍ରା

ବାଲିପାଟଣା,୫।୭(ଡି.ଏନ୍‌.ଏ.): ବାଲିପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ରଥଯାତ୍ରା ଅନୁଷ୍ଠିତ ହୋଇଯାଇଛି। ବାଲିପାଟଣା ହାଟରେ ନିର୍ମିତ ଜଗନ୍ନାଥ ମନ୍ଦିରରୁ ଶ୍ରୀ ବିଗ୍ରହ ପହଣ୍ଡି ହୋଇ ମଧ୍ୟାହ୍ନରେ ରଥକୁ ଆସିଥିଲେ। ମହାରାଜ ସୁକଦେବ ଜେନାମଣି ଛେରାପହଁରା କରିଥିଲେ। ମନ୍ତ୍ରୀ ଗୁରୁପ୍ରସାଦ ମିଶ୍ର ପହଣ୍ଡିରେ ସାମିଲ ହୋଇଥିଲେ। ସାରଥୀ ମାଗୁଣି ରଣା କାର୍ଯ୍ୟ ସମ୍ପାଦନ କରି ମଉଣିଆ ଗୀତ ଗାନ କରିିଥିଲେ। ଅପରାହ୍ନ ୪ଟାରେ ରଥ ଟାଣିବା ଆରମ୍ଭ ହୋଇଥିଲା। ଶତାଧିକ ଭକ୍ତ ରଥ ଟାଣି ବାଲିପାଟଣା ଛକଠାର ପହଞ୍ଚାଇଥିଲେ। ସନ୍ଧ୍ୟା ୬ଟା ୩୦ରେ ରଥ ଗୁଣ୍ଡିଚା ମନ୍ଦିରରେ ପହଞ୍ଚତ୍ଥିଲେ। ବାଲିପାଟଣା ଥାନା ଏସଆଇ ନୟନା ଦେବୀଙ୍କ ତତ୍ତ୍ୱାବଧାନରେ ପୋଲିସ ପ୍ରଶାସନ ଶୃଙ୍ଖଳା ରକ୍ଷା କରିଥିଲେ। ସେହିପରି କିଆଯୋରୀ, ବିଶ୍ୱନାଥପୁର, ସରାଟ, ଗୋବିନ୍ଦପୁର, ବନମାଳୀପୁର, ଅଠାନ୍ତର, ତୁରିନ୍ତିରା, ନରିଶ, ସୋମଣାରେ ରଥଯାତ୍ରା ଅନୁଷ୍ଠିତ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୮ ଲକ୍ଷର ବ୍ରାଉନସୁଗାର ଜବତ,୨ ଗିରଫ

ଭୁବନେଶ୍ୱର,୨୮।୭(ବ୍ୟୁରୋ): ରାଜଧାନୀରୁ ବ୍ରାଉନସୁଗାର ଜବତ। ୟୁନିଟ ୮ ନାରାୟଣୀ ବସ୍ତିରୁ ୨୮୦ ଗ୍ରାମ ବ୍ରାଉନସୁଗାର ଜବତ କରିଛି ଅବକାରୀ ବିଭାଗ। ଏଥିରେ ଦୁଇ ଭାଇଙ୍କୁ ଗିରଫ...

ବିନା ଲକ୍ଷଣରେ ବି ରହିପାରେ ଭୂତାଣୁ: ୩୫ ଆକ୍ରାନ୍ତ ପାଖରେ ଦେଖାଯାଉନି ସାଧାରଣ ଲକ୍ଷଣ; ଲକ୍‌ଡାଉନ୍‌ ପାଇଁ ମିଳିଛି ସଫଳତା

ଭୁବନେଶ୍ୱର, ୧୨।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ୁଛି। ଏହାକୁ ନେଇ ଚିନ୍ତା ବଢ଼ିଥିଲେ ମଧ୍ୟ ଇତିମଧ୍ୟରେ ୧ ୨ଜଣ ଆକ୍ରାନ୍ତ ସୁସ୍ଥ...

କରୋନା ଗୀତକୁ ନେଇ କମେଣ୍ଟ, ପେଟ୍ରୋଲ ପମ୍ପରେ ମାରପିଟ୍‌

କଟକ ରୋଡ,୧୯।୩ (ଡି.ଏନ୍‌.ଏ.): କରୋନା ଗୀତକୁ କେନ୍ଦ୍ରକରି ମଙ୍ଗଳବାର ରାଜଧାନୀର ଏକ ପେଟ୍ରୋଲ ପମ୍ପରେ ଯୁବତୀ ଓ ଯୁବକମାନଙ୍କ ମଧ୍ୟରେ ମାରପିଟ୍‌ ହୋଇଛି। ଏହି ଘଟଣାରେ...

ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ପରଲୋକ

ଭୁବନେଶ୍ୱର,୨।୬: ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ବୁଧବାର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ...

ମହିଳାଙ୍କୁ ହତ୍ୟା ପରେ ସ୍ବାମୀଙ୍କୁ କିଲରଙ୍କ ଭିଡ଼ିଓ କଲ୍‌

ଭୁବନେଶ୍ୱର,୬।୭(ବ୍ୟୁରୋ): ରାଜଧାନୀର ଏୟାର ଫିଲ୍ଡ ଥାନା ଅନ୍ତର୍ଗତ ଭୀମଟାଙ୍ଗି ଅଞ୍ଚଳରେ ରବିବାର ଜଣେ ମହିଳାଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି। ମହିଳାଙ୍କ ସ୍ବାମୀ ଘରେ...

ବିଳମ୍ବିତ ରାତି ପର୍ଯ୍ୟନ୍ତ ବାଣ ଫୁଟାଇଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ରବିବାର ଆଲୋକର ପର୍ବ ଦୀପାବଳି। କିଭଳି ଏହାକୁ ଶାନ୍ତିଶୃଙ୍ଖଳାରେ ପାଳନ କରାଯିବ ସେନେଇ କମିଶନରେଟ ପୋଲିସ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି। ରାଜଧାନୀର ବିଭିନ୍ନ...

‘ତେଲ ନ କିଣିବାକୁ ଅନୁରୋଧ କରାଯିବ’

ଭୁବନେଶ୍ବର,୫।୭: ଦେଶରେ ବଢୁଥିବା ତେଲ ଦରକୁ ନେଇ ସୋମବାର ଏକ ଖବରଦାତା ସମ୍ମିଳନୀରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କେନ୍ଦ୍ର ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି।...

୯୦ ଦିନିଆ ପାରୋଲରେ ଯିବେ ୪୪୯ କଏଦୀ

ଭୁବନେଶ୍ୱର,୧୮।୫(ବ୍ୟୁରୋ): ରାଜ୍ୟର ବିଭିନ୍ନ ଜେଲରେ କରୋନା ସଂକ୍ରମଣ ବ୍ୟାପୁଛି। ବହୁ ଅଧିକାରୀ ଓ କର୍ମଚାରୀ ଆକ୍ରାନ୍ତ ହୋଇଥିବାବେଳେ ୩ଶହରୁ ଊର୍ଦ୍ଧ୍ୱ ଅନ୍ତେବାସୀ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।...

Advertisement
Archives

Model This Week