ବାଲିଯାତ୍ରାକୁ ଜାତୀୟ ନୌବାଣିଜ୍ୟ ପର୍ବର ମାନ୍ୟତା ଦେବାକୁ ଦାବି: କେନ୍ଦ୍ର ସରକାରଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): କଟକ ବାଲିଯାତ୍ରାକୁ ରାଜ୍ୟସ୍ତରୀୟ ମାନ୍ୟତା ପ୍ରଦାନ କରାଯିବା ପରେ ଏବେ ଏହାକୁ ‘ଜାତୀୟ ନୌବାଣିଜ୍ୟ ଐତିହ୍ୟ ପର୍ବ’ର ମାନ୍ୟତା ଦେବାକୁ ରାଜ୍ୟ ସରକାର ଦାବି କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ପ୍ରହ୍ଲାଦ ସିଂ ପଟେଲଙ୍କୁ ଚିଠି ଲେଖିଛନ୍ତି।
ଓଡ଼ିଶା ନୌବାଣିଜ୍ୟ କାରବାରର ପ୍ରତୀକ ହେଉଛି ବାଲିଯାତ୍ରା। ଏହା ଲୋକଙ୍କ ଭାବାବେଗ ସହ ଜଡ଼ିତ। ତେଣୁ ଏହାକୁ ଜାତୀୟ ନୌବାଣିଜ୍ୟ ଐତିହ୍ୟ ପର୍ବର ମାନ୍ୟତା ଦେବାକୁ ମୁଖ୍ୟମନ୍ତ୍ରୀ ଉକ୍ତ ଚିଠିରେ ଉଲ୍ଲେଖ କରିଛନ୍ତି। ଏହା ହେଲେ ଭବିଷ୍ୟତ ପୀଢ଼ି ପ୍ରେରଣା ପାଇବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ୪୮ ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ଅଧିକାଂଶ ଥିଲେ କ୍ୱାରାଣ୍ଟାଇନ ସେଣ୍ଟରରେ

ଭୁବନେଶ୍ୱର, ୧୫।୫(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଚିହ୍ନଟ ନୂଆ ୪୮ କରୋନା ଆକ୍ରାନ୍ତଙ୍କ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର। ଆଜି ଚିହ୍ନଟ ହୋଇଥିବା ୪୮ ଆକ୍ରାନ୍ତଙ୍କ ମଧ୍ୟରୁ...

ମୁଖ୍ୟମନ୍ତ୍ରୀ ନବିନ ପଟ୍ଟନାୟକଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ,୧୪।୬: ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବିନ ପଟ୍ଟନାୟକଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଓଡ଼ିଶା ଭବନରେ ସାକ୍ଷାତ୍‌ କରିଛନ୍ତି। ଏହି ଅବସରରେ ଓଡ଼ିଶାରେ ଷ୍ଟିଲ ସେକ୍ଟର, ପେଟ୍ରୋକେମିକାଲ୍ସକୁ...

ଅକ୍ଷୟ ତୃତୀୟାରେ ରଥ ନିର୍ମାଣ କାର୍ଯ୍ୟ ଅନୁକୂଳ

ପୁରୀ ଅଫିସ,୨୩ା୪: ଜୁନ ୨୦ରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏନେଇ ରବିବାର ପବିତ୍ର ଅକ୍ଷୟ ତୃତୀୟାରେ ପୂଜାର୍ଚ୍ଚନା ସହ ରଥ ନିର୍ମାଣ କାର୍ଯ୍ୟ ଅନୁକୂଳ ହୋଇଛି।...

ଏସ୍‌ସିବି ମେଡିକାଲ: ୭ମାସରେ ଆସିଲେଣି ୨୮ ଜିଲାର ଡେଙ୍ଗୁ ରୋଗୀ

କଟକ ଅଫିସ,୨୩।୭: ଏସ୍‌ସିବି ମେଡିକାଲକୁ ଗତ ଜାନୁୟାରୀରୁ ଜୁଲାଇ ୨୨ ମଧ୍ୟରେ ୨୮ଟି ଜିଲାରୁ ଡେଙ୍ଗୁ ରୋଗୀ ଚିକିତ୍ସା ନିମନ୍ତେ ଆସିଛନ୍ତି। ଏହି ସମୟ ମଧ୍ୟରେ...

ସ୍ତ୍ରୀଙ୍କ ଉପରେ ପେଟ୍ରୋଲ ଢ଼ାଳି ନିଆଁ ଲଗାଇଦେଲେ

ବରଗଡ଼ ଅଫିସ୍‌,୯।୧୧: ବରଗଡ଼ ସଦର ଥାନା ଅଧୀନ ବିରମାଲ ଗ୍ରାମରେ ସୋମବାର ବିଳମ୍ବିତ ରାତ୍ରିରେ ଏକ ଅଭାବନୀୟ ଘଟଣା ଘଟିଛି। ବଚସା ଏବଂ କଥା କଟାକଟିରୁ...

ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୫୦୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୮।୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୫୦୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୨୯ ଜଣ ପିଲା ଅଛନ୍ତି। ୮୭୩ ଜଣ...

‘ପ୍ରତିଦ୍ୱନ୍ଦ୍ୱିତା ପାଇଁ ରଣନୀତି ଆବଶ୍ୟକ’

ଭୁବନେଶ୍ୱର,୧୧।୭(ବ୍ୟୁରୋ): କେନ୍ଦ୍ରୀୟ ଲୋକସେବା ଆୟୋଗ (ୟୁପିଏସ୍‌ସି)-୨୦୨୧ର ସିଭିଲ ସର୍ଭିସ ପରୀକ୍ଷାରେ ଶ୍ରୁତି ଶର୍ମା ସର୍ବଭାରତୀୟ ସ୍ତରରେ ଟପ୍ପର ହୋଇଥିଲେ। ୨୫ ବର୍ଷୀୟା ଶ୍ରୁତି ଦ୍ୱିତୀୟ ଥର...

ରାଜ୍ୟରେ ପୁଣି ଦୁଇ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୫।୧(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଦୁଇ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୪୭୮କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଜଗତସିଂହପୁର...

Advertisement
Archives

Model This Week