ବାଲିଯାତ୍ରାକୁ ଜାତୀୟ ମାନ୍ୟତା ଦାବି: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପ୍ରତିନିଧି ମଣ୍ଡଳୀ

କଟକ ଅଫିସ, ୨ା୧୧: କଟକ ବାଲିଯାତ୍ରାକୁ ଜାତୀୟ ମାନ୍ୟତା ମିଳିବା ଦାବିରେ ଏକ ପ୍ରତିନିଧି ମଣ୍ଡଳୀ ଶୁକ୍ରବାର ପୂର୍ବାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ। ସହରର ପ୍ରମୁଖ ସଙ୍ଗଠନର ପ୍ରତିନିଧିମାନେ ଉପସ୍ଥିତ ଥିଲେ। ଏହି ସମୟରେ ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ, କଟକ ମହାନଗର ନାଗରିକ ମହାସଭାର ସଭାପତି ଡା. ରବି ରଞ୍ଜନ ସାହୁ, କଟକ ବଞ୍ଚାଅ କମିଟିର ଆବାହକ ସୁବାସ ସିଂହ, ଜୀବନବିନ୍ଦୁ କାର୍ଯ୍ୟକ୍ରମର କଟକ ଜିଲା ଆବାହକ ରଞ୍ଜନ ବିଶ୍ୱାଳ, ଶିକ୍ଷାବିତ୍‌ ଡ. ପାବକ କାନୁନ୍‌ଗୋ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଉଲିକ୍‌ ସୁବିଧାରୁ ବଁଚିତ୍‌ ସଦାନନ୍ଦଟିକ୍ରାବାସୀ

ଗଣ୍ଡତୁରୁମ, ୬।୧୧(ଡି.ଏନ୍‌.ଏ.)- ବରଗଡ଼ ଜିଲା ଭେଡ଼େନ ବ୍ଲକ ମହୁଲପାଲି ପଁଚେତ୍‌ ଅଧୀନ ସଦାନନ୍ଦଟିକ୍ରାବାସୀ ପିଇଲା ପାଏନ୍‌ ଲାଗି ବଡ଼ା ଗୁଲ୍‌ଗୁଲା ହେଉଛନ୍‌। ଗଁ। ରେ ଥିବାର...

ରାଉରକେଲା ଏନ୍‌ଆଇଟି କ୍ୱାଟର୍ସରୁ ଦମ୍ପତ୍ତିଙ୍କ ମୃତଦେହ ଉଦ୍ଧାର

ରାଉରକେଲା ଅଫିସ, ୧୭।୮: ରାଉରକେଲାସ୍ଥିତ ଜାତୀୟ ବୈଷୟିକ ଶିକ୍ଷାନୁଷ୍ଠାନ(ଏନ୍‌ଆଇଟି) କ୍ୱାଟର୍ସରୁ ଶନିବାର ଏକ ଦମ୍ପତ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ସେମାନେ ହେଲେ ଏନ୍‌ଆଇଟିର ସହକାରୀ ପ୍ରଫେସର...

ଟ୍ରକ୍‌କୁ ପଛରୁ ପିଟିଲା ଆମ୍ବୁଲାନ୍ସ: ମହିଳା ରୋଗୀଙ୍କ ସମେତ ୩ଜଣଙ୍କ ଜୀବନ ଗଲା

ଚଣ୍ଡିଖୋଲ, ୧।୫ (ଡି.ଏନ୍‌.ଏ.): ଯାଜପୁର ଜିଲା ବଡଚଣା ଥାନା ଅନ୍ତର୍ଗତ ୧୬ନଂ ଜାତୀୟ ରାଜପଥର ଚଣ୍ଡିଖୋଲ ଓ ବଡଚଣା ମଧ୍ୟସ୍ଥଳୀରେ ଶନିବାର ବିଳମ୍ବିତ ରାତିରେ ଏକ...

ବଗଲା ଧର୍ମଶାଳା ଜମି ଆବଣ୍ଟନକୁ ନେଇ କେଁ

ପୁରୀ ଅଫିସ, ୨୯ା୧୧: ଶ୍ରୀମନ୍ଦିର ସୁରକ୍ଷା ଜୋନ ଯୋଗୁ ଜମି ହରାଇଥିବା ନିଯୋଗ, ଭବନ ଏବଂ ଲଜ୍‌ ମାଲିକଙ୍କୁ ବଡ଼ଦାଣ୍ଡସ୍ଥିତ ବଗଲା ଧର୍ମଶାଳା ଜମିରେ ଥଇଥାନ...

ସୁସ୍ଥ ହେଲେ ୫୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨।୩ : ଓଡ଼ିଶାରେ ମଙ୍ଗଳବାର ୫୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪,୭୦୩ରେ...

ସାଙ୍ଗ ନିକଟରେ ଲକ୍ଷାଧିକ ଟଙ୍କା ଥିବା ଜାଣି, ନୃଶଂସ ସାଜିଥିଲେ ଅଭିଯୁକ୍ତ

ଝାରସୁଗୁଡ଼ା ଅଫିସ,୧୮।୭ : ଝାରସୁଗୁଡା ବେହେରାମାଲ ଦୁର୍ଗା ମନ୍ଦିର ନିକଟ ଗଳିରେ ଗୁରୁବାର ବିପିନ ସାହା ନାମକ ଯୁବକଙ୍କୁ ହତ୍ୟାକରି ଅଭିଯୁକ୍ତ ଫେରାର ହୋଇଯାଇଥିଲା ।...

‘ସ୍କୁଲ ରୂପାନ୍ତର ପିଲାଙ୍କ ଆତ୍ମବିଶ୍ବାସ ବୃଦ୍ଧି କରିଛି’

ଭୁବନେଶ୍ୱର,୩୧।୮(ବ୍ୟୁରୋ): ୫-ଟି କାର୍ଯ୍ୟକ୍ରମର ହିଞ୍ଜିଳିର ସମସ୍ତ ୫୦ଟି ରୂପାନ୍ତରିତ ସ୍କୁଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଛନ୍ତି। ସୋମବାର ପଞ୍ଚମ ଓ ଶେଷ ପର୍ଯ୍ୟାୟରେ ସେ...

ଫୋନ୍‌ରେ ସ୍ତ୍ରୀ କଥା ନ ହେବାରୁ ଦେହରେ କିରୋସିନ ଢାଳି ନିଆଁ ଲଗାଇଲେ ସ୍ବାମୀ

ସଜନାଗଡ଼,୪।୧(ଡି.ଏନ୍‌.ଏ): ବାଲେଶ୍ୱର ଜିଲା ନୀଳଗିରି ଥାନା ଅନ୍ତର୍ଗତ ୯ନଂ. ୱାର୍ଡର କାହାଳିଆ ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀ ଫୋନ୍‌ରେ କଥା ନ...

Advertisement
Archives

Model This Week