ବାଲି ଚୋରାଚାଲାଣ ୧୦ ଗାଡିରୁ ୧ଲକ୍ଷ ଟଙ୍କା ଜରିମାନା ଆଦାୟ

ଚନ୍ଦ୍ରଗିରି,୧ା୮(ଡି.ଏନ.ଏ.): ମୋହନା ବ୍ଲକ ଖସଡ଼ା ରାମନଦୀରୁ ବେଆଇନ ବାଲି ଚାଲାଣ ହେଉଛି। ମୋହନା ତହସିଲଦାର ତଥା କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟ କଲ୍ୟାଣୀ ସଂଘମିତ୍ରା ଦେବୀ ଗୁରୁବାର ବାଲି ଚୋରାଚାଲାଣ ବେଳେ ଚଢାଉ କରି ୫ ଟ୍ରାକ୍ଟର ଜବତ କରିଥିଲେ। ଯାଞ୍ଚବେଳେ କାଗଜପତ୍ର ନ ଥିବାରୁ ଟ୍ରାକ୍ଟରଗୁଡିକୁ ଚନ୍ଦ୍ରଗିରି ଆର୍‌ଆଇ କାର୍ଯ୍ୟାଳୟକୁ ଅଣାଯାଇଥିଲା। ସେହିପରି ଘାଇବାଲି ଓ ମୋହନା-ଅଡବା ମଧ୍ୟରେ ଆଉ ୫ଟି ବାଲି ବୋଝେଇ ଟ୍ରାକ୍ଟର ଜବତ କରିଥିଲେ। ଜବତ ଗାଡିମାଲିକ ମାନେ ଆସିବା ପରେ ଜରିମାନା ଆଦାୟ କରି ଗାଡି ଛଡା ଯାଇଥିବା ଜଣାପଡିଛି। ୧ଲକ୍ଷ ଟଙ୍କା ଜରିମାନା ଆଦାୟ ହୋଇଥିବା ତହସିଲଦାର କହିଛନ୍ତି। ମୋହନା ଅଡବା ଏବଂ ଘାଇବାଲି ଅଞ୍ଚଳରେ ଚଢାଉବେଳେ ଅତିରିକ୍ତ ତହସିଲଦାର ପ୍ରଭାତୀ ମହାରଣା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ନମ୍ବରହୀନ କାର୍‌ରେ ଚାଲାଣ ହେଉଥିଲା ୪୦ କେଜି ଗଞ୍ଜେଇ: ପାଟପୁର ପୋଲିସ ହାତରେ ଧରାପଡ଼ିଲେ ୨…

ଦିଗପହଣ୍ଡି,୨୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ବୁଧବାର ଅପରାହ୍ନରେ ଏକ ଗଞ୍ଜେଇ ବୋଝେଇ ନମ୍ବରହୀନ ହୁଣ୍ଡାଇ କାର୍ ଜବତ କରିବା ସହ ଦୁଇ ଜଣ…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ଦିଗପହଣ୍ଡିରେ ଗୋପାଳ ସମାଜର ତୃତୀୟ ବାର୍ଷିକ ସମ୍ମିଳନୀ: କଲ୍ୟାଣ ମଣ୍ଡପ ନିମନ୍ତେ ଏମ୍.ପି. କଲେ ଶିଳାନ୍ୟାସ

ଦିଗପହଣ୍ଡି,୨୨|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି-ପୋଡ଼ାମାରି ରାସ୍ତାରେ ଥିବା ତିନି ତାଲୁକା ଷୋହଳ ଖଣ୍ଡ ଗୋପାଳ ସମାଜ ପରିଚାଳନା ପରିଷଦ କାର୍ଯ୍ୟାଳୟ ପରିସରରେ ଗୋପାଳ…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri