ବାଲି ଚୋରା ଚାଲାଣ: ୩ ଟ୍ରାକ୍ଟର ଜବତ

ଚିତ୍ରଡା,୧୫ା୫(ଡି.ଏନ୍‌.ଏ.)- ବାଲି ଚୋରା ଚାଲାଣ ନେଇ ମୟୂରଭଞ୍ଜ ଜିଲା ମୋରଡ଼ା ତହସିଲ ଅନ୍ତର୍ଗତ ଗଣ୍ଡଗୁହାଳି ବାଲି ଘାଟରେ ଗୁରୁବାର ତହସିଲଦାର ପ୍ରିୟଦର୍ଶନୀ ମଲ୍ଲିକ ଚଢ଼ାଉ କରି ୩ଟି ଟ୍ରାକ୍ଟର ଜବତ କରିଛନ୍ତି। ଜବତ ଟ୍ରାକ୍ଟର ୩ଟିକୁ ଚିତ୍ରଡା ଫାଣ୍ଡିରେ ରଖାଯାଇଛି। ଏହି ଟ୍ରାକ୍ଟରଗୁଡ଼ିକର କାଗଜପତ୍ର ଠିକ୍‌ ନ ଥିବାରୁ ପ୍ରତେକ ଟ୍ରାକ୍ଟରଠାରୁ ୨୦୦୦୦ ଟଙ୍କା ଲେଖାଏଁ ଜରିମାନା ଆଦାୟ କରାଯାଇଥିବା ତହସିଲଦାର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍‌ଲାଇନ୍‌ ପାଠପଢ଼ା ନାମକୁ ମାତ୍ର: ବାଦ୍‌ ପଡୁଛନ୍ତି ୬୦ ପ୍ରତିଶତ ଛାତ୍ରୀଛାତ୍ର

ବାଲେଶ୍ୱର ଅଫିସ, ୧୯।୭-ମହାମାରୀ କରୋନା ପ୍ରଭାବରେ ଚଳିତବର୍ଷ ଶିକ୍ଷାଦାନ ପ୍ରକ୍ରିୟା ବ୍ୟାହତ ହୋଇଛି। ବାଲେଶ୍ୱର ଜିଲାର ୩ଲକ୍ଷ ୪୫ହଜାର ଛାତ୍ରୀଛାତ୍ର ପ୍ରଭାବିତ ହୋଇଛନ୍ତି। ସେମାନଙ୍କୁ ବିଦ୍ୟାଳୟକୁ...

ଅଜଣା ଦୁର୍ବୃତ୍ତଙ୍କ ଆକ୍ରମଣରେ ଜଣେ ମୃତ, ପୋଲିସର ତଦନ୍ତ ଆରମ୍ଭ

ଦେବଗଡ଼,୨୫।୩ (ଡି.ଏନ. ଏ.): ରିଆମାଳ ଥାନା ଅନ୍ତର୍ଗତ ହରିହରପୁର ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଥିବା ବେଳେ ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି l ତେବେ ଘରେ...

ବ୍ୟାସକବିଙ୍କ ଶ୍ରାଦ୍ଧବାର୍ଷିକୀରେ ବିଶ୍ୱଶାନ୍ତି ପାଇଁ ପ୍ରାର୍ଥନା

ବାଲେଶ୍ୱର ଅଫିସ,୧୬।୬- ଓଡ଼ିଆ ଭାଷା ସାହିତ୍ୟର ତ୍ରାଣକର୍ତ୍ତା, ଭାଷା ଆନ୍ଦୋଳନର ସେନାପତି, ସଂକ୍ରାନ୍ତି ପୁରୁଷ, ବ୍ୟାସକବି ଫକୀରମୋହନ ସେନାପତିଙ୍କ ୧୦୨ତମ ଶ୍ରାଦ୍ଧବାର୍ଷିକୀରେ ବାଲେଶ୍ୱର ସହର ଶାନ୍ତିକାନନଠାରେ...

ମୋଡ଼ ବଦଳାଇଲେ ରୋଷେୟାଙ୍କ ବାପା

ଝାରସୁଗୁଡ଼ା ଅଫିସ,୨୨ା୪:ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ରୋଷେୟା ଲଳିତ କୁମାର ସାହୁ(୨୨)ଙ୍କ ମୃତ୍ୟୁକୁ ନେଇ ଏବେ ସବୁଠି ଚର୍ଚ୍ଚା। ତାଙ୍କୁ ହତ୍ୟା କରାଯାଇଥିବା ଭାଜପା ଅଭିଯୋଗ...

ଭତ୍ତା ଅପେକ୍ଷାର ଅନ୍ତ ହେଉନି

ରାସୋଳ, ୨୫।୮(ଡି.ଏନ୍‌.ଏ.): ୩୦ବର୍ଷ ତଳେ ସ୍ବାମୀ ହାତ ଛାଡ଼ି ଦେବା ପରେ ମୂଲମଜୁରି ଲାଗି ଦୁଇ ପୁଅଙ୍କୁ ବଡ଼ କଷ୍ଟରେ କରିଥିଲେ ମଣିଷ। ଦଇବ ଦଣ୍ଡ...

ସୋରଡା ଆଦର୍ଶ ବିଦ୍ୟାଳୟ: ୨ଦିନ ହେଲା ଆସୁନାହାନ୍ତି ଛାତ୍ରୀଛାତ୍ର

ସୋରଡା, ୧ା୧୧(ଡି.ଏନ୍‌.ଏ.)- ରାଜ୍ୟ ସରକାର ଗରିବ ମେଧାବୀ ଛାତ୍ରୀଛାତ୍ରଙ୍କୁ ଇଂରାଜୀ ମାଧ୍ୟମରେ ଶିକ୍ଷା ଦେବାକୁ ପଛୁଆ ବ୍ଲକରେ ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା କରିଥିଲେ। ମାତ୍ର ବିଭିନ୍ନ...

କପଡ଼ା ବଜାର ଉଚ୍ଛେଦକୁ ନେଇ ତେଜିଲା ଆନ୍ଦୋଳନ

ବରଗଡ଼ ଅଫିସ୍‌,୧୦।୫: ବରଗଡ଼ ବ୍ଲକ ଅଧୀନ ବେହେରା ବଜାର ପ୍ରାଙ୍ଗଣରେ ରହିଥିବା ସର୍ବପୁରାତନ ସମ୍ବଲପୁରୀ କପଡ଼ା ବଜାର ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ଏ ନେଇ...

ବିଭିନ୍ନ ସମସ୍ୟା ନେଇ କେନ୍ଦ୍ରମନ୍ତ୍ରୀଙ୍କ ନିକଟରେ ଦାବି ଜଣାଇଲେ ବିରୋଧୀ ଦଳ ନେତା

ଭବାନୀପାଟଣା,୩।୭(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ବୋର୍ଡା ମିଲ୍‌କୀ ଅଞ୍ଚଳର ବିଭିନ୍ନ ସମସ୍ୟା ଓ ପ୍ରକଳ୍ପର କାର୍ଯ୍ୟକାରିତାକୁ ନେଇ ଭବାନୀପାଟଣା ବିଧାୟକ ତଥା ରାଜ୍ୟ...

Advertisement
Archives

Model This Week