ବାଲି, ପଥର ଚାଲାଣ, ଜରିମାନା ଆଦାୟ

ଚିକିଟି,୭ା୫(ଡି.ଏନ.ଏ.)-ଚିକିଟି ତହସିଲ ଅଞ୍ଚଳରେ ଟ୍ରକ୍‌ ଓ ଟ୍ରାକ୍ଟର ଯୋଗେ ବେଆଇନ ବାଲି, ପଥର ଚାଲାଣ ଓ ମାସ୍କ ବ୍ୟବହାର କରି ନ ଥିବା ବ୍ୟକ୍ତିଙ୍କଠାରୁ ୭୧,୮୦୦ ଟଙ୍କା ଜରିମାନା ଆଦାୟ କରାଯାଇଛି। ଚିକିଟି ତହସିଲ ଅନ୍ତର୍ଗତ ବିଭିନ୍ନ ଜାଗାରୁ ବାଲି ଓ ପଥର ବେଆଇନ ଚାଲାଣ ହେଉଥିବା ବେଳେ ୭୦ ହଜାର ଟଙ୍କା ଆଦାୟ କରାଯାଇଛି। ସେହିପରି ମାସ୍କ ପିନ୍ଧି ନ ଥିବା ଅଭିଯୋଗରେ ୧,୮୦୦ ଟଙ୍କା ଏହିପରି ମୋଟ ୭୧,୮୦୦ ଟଙ୍କା ଜରିମାନା ଆଦାୟ କରାଯାଇଛି। ଅତିରିକ୍ତ ତହସିଲଦାର ଶକ୍ତି ପ୍ରସାଦ ଶ୍ରୀଚନ୍ଦନଙ୍କ ନେତୃତ୍ୱରେ ଚଢ଼ାଉ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଦୋନ୍ନତି ପରେ ବଦଳିଲେ ସାନଖେମୁଣ୍ଡି ବିଡିଓ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ବିଡିଓ ଜିତେନ୍ଦ୍ର କୁମାର ମିଶ୍ରଙ୍କ ଭବାନୀପାଟଣାସ୍ଥିତ କଳାହାଣ୍ଡି ଜିଲା ପରିଷଦ କାର୍ଯ୍ୟାଳୟର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ…

ମାଣତ୍ରୀ ଏସ୍‌ଏସ୍‌ଡି ବାଳିକା ହଷ୍ଟେଲରେ ୫୦ରୁ ଊର୍ଦ୍ଧ୍ୱ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ: ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ବାରିପଦା, ୭।୧୦ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ମାଣତ୍ରୀସ୍ଥିତ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ (ଏସ୍‌ଏସ୍‌ଡି) ବାଳିକା ହାଇସ୍କୁଲ…

ବନ୍ୟପ୍ରାଣୀଙ୍କ ସୁରକ୍ଷା ନେଇ ସଚେତନ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମ ନୋଡାଲ ହାଇସ୍କୁଲ ପରିସରରେ ବନ୍ୟପ୍ରାଣୀ ସପ୍ତାହ ସମ୍ପର୍କିତ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି।…

ଗାଧୋଇବାକୁ ଯାଇଥିଲେ, ଆଉ ଫେରିଲେନି: ପୋଖରୀରେ ବୁଡ଼ି ୨ ନାବାଳିକା…

କଲ୍ୟାଣସିଂହପୁର, ୭/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପୂଜାରୀଗୁଡ଼ା ପଞ୍ଚାୟତର ବଡ଼ନାୟକଗୁଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଶାନ୍ତିନଗର ପୋଖରୀରେ…

ଆନନ୍ଦପୁର କଲେଜ ନିର୍ବାଚନ ପାଇଁ ପୋଲିସ-ପ୍ରଶାସନର ସମନ୍ୱୟ ବୈଠକ: ପଡ଼ୁଛି ଉଠୁଛି କଲେଜ କ୍ୟାମ୍ପସ

ବଞ୍ଚୋ, ୭।୧୦ (ପ୍ରଦୋଷ ବିଶ୍ୱାଳ): ଓଡ଼ିଶା ସରକାରଙ୍କ ନିର୍ଦ୍ଧାରିତ କଲେଜ ନିର୍ବାଚନକୁ ଶାନ୍ତିଶୃଙ୍ଖଳା ଓ ସୁରକ୍ଷିତ ଭାବେ ସମ୍ପନ୍ନ କରିବା ଲକ୍ଷ୍ୟରେ ଆନନ୍ଦପୁର ପୁଲିସ ଓ ଜିଲା…

ଶହୀଦ ଭି. ତେଜାଙ୍କୁ ଦିଆଗଲା ଗାର୍ଡ ଅଫ୍‌ ଅନର

ରାୟଗଡା, ୭।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଶହୀହ ହୋଇଥିବା ଭି.ତେଜାଙ୍କୁ ତାଙ୍କ ବାସଭବନରେ ଆଜି ଗାର୍ଡ ଅଫ ଅନର ପ୍ରଦାନ କରାଯାଇଛି I ଗାର୍ଡ ଅଫ ହନର…

ଛାତ୍ର ସଂସଦ ନିର୍ବାଚନ: ପୁଅଙ୍କୁ ପଛରେ ପକାଇ ମଇଦାନରେ ଝିଅ ଆଗୁଆ

ପୁରୁଷୋତ୍ତମପୁର,୭ା୧୦(ସବିତା ମିଶ୍ର): ଦୀର୍ଘ ୮ ବର୍ଷ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଏହାକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ…

ମଧ୍ୟାହ୍ନଭୋଜନରେ ଅନୟମିତତା: ବିଦ୍ୟାଳୟ ଉପସ୍ଥାନ ଖାତାରେ ଅଧିକ ପିଲା, ବାସ୍ତବରେ କମ୍‌

ଝରିଗାଁ,୭ା୧୦(କିଶୋର ଚନ୍ଦ୍ର ମଣ୍ଡଳ): ସରକାରୀ ସ୍କୁଲରେ ନିମ୍ନମାନର ମଧ୍ୟାହ୍ନଭୋଜନ ପ୍ରଦାନ କରାଯାଉଥିବା ବେଳେ କିଛି ଛାତ୍ରୀଛାତ୍ର ସେହି ଭୋଜନ ଖାଉ ନାହାନ୍ତି। ଏପରିକି ଯେଉଁ ପିଲାମାନେ ଅଣ୍ଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?