ବାଲୁକାକଳାରେ ‘ବିଶ୍ୱ ଯୋଗ ଦିବସ’

ଭୁବନେଶ୍ୱର,୨୧।୬(ବ୍ୟୁରୋ): ଅନ୍ତର୍ଜାତୀୟ ଯୋଗ ଦିବସ ଉପଲକ୍ଷେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ ସମୁଦ୍ର ବେଳାଭୂମିରେ ନିଜ ଉତ୍କୃଷ୍ଟ ବାଲୁକାକଳା ପ୍ରଦର୍ଶନ କରିଛନ୍ତି। ଏହି ଦିବସର ଆବଶ୍ୟକତାକୁ ମନେ ପକାଇ ସୁଦର୍ଶନ ସୂର୍ଯ୍ୟ ନମସ୍କାର ସମ୍ବନ୍ଧିତ ସମସ୍ତ ଆସନଗୁଡ଼ିକୁ ନିଜ ବାଲୁକାକଳାରେ ସ୍ଥାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁୟାରୀରୁ କମିଲାଣି ମହାନଦୀ ଜଳ

କେନ୍ଦ୍ରାପଡ଼ା ଅଫିସ,୯ା୧: ଜାନୁୟାରୀ ଆରମ୍ଭରୁ ମହାନଦୀ ଜଳ କମିବା ଆରମ୍ଭ ହୋଇଛି। କେନ୍ଦ୍ରାପଡ଼ା ଜିଲାରେ ଏହି ସିଷ୍ଟମ୍‌ରେ ଥିବା ନଦୀଗୁଡିକ ଶୁଖିଯାଉଛି। ଲୁଣା, ଚିତ୍ରୋପତ୍ଳା, ବିରୂପା,...

‘ସମ୍ବଳ ଭିତରେ ପ୍ରକଳ୍ପ ପ୍ରସ୍ତୁତ କର’

ଭୁବନେଶ୍ୱର, ୧୧ା୨(ବ୍ୟୁରୋ): ଜିଲାରେ ଜୀବିକା ନିର୍ବାହ ପନ୍ଥା ଏବଂ ଭିତ୍ତିଭୂମି ବିକାଶକୁ ପରବର୍ତ୍ତୀ ପର୍ଯ୍ୟାୟକୁ ନେବା ଲାଗି ସମ୍ବଳ ଓ ସମ୍ଭାବନାଭିତ୍ତିକ ଅଭିନବ ପ୍ରକଳ୍ପଗୁଡ଼ିକ ପ୍ରସ୍ତୁତ...

ରିଲିଫ ଚାଉଳ ବଣ୍ଟନରେ ଅନିୟମିତତା : ପ୍ରତିବାଦରେ ଧାରଣା ଦେଲେ ସିହା ପଞ୍ଚାୟତବାସୀ

ଚଣ୍ଡିଖୋଲ,୨୧ା୫(ଡି.ଏନ.ଏ.)- ବଡ଼ଚଣା ବ୍ଲକ ଅନ୍ତର୍ଗତ ସିହା ପଞ୍ଚାୟତରେ ରିଲିଫ ଚାଉଳ ବଣ୍ଟନରେ ଅନିୟମିତତା ହୋଇଥିବା ପ୍ରତିବାଦରେ ପଞ୍ଚାୟତବାସୀ ମଙ୍ଗଳବାର ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି।...

୨୫ ହଜାର ବର୍ଗଫୁଟରୁ କମ୍‌ ଶପିଂ ମଲ୍‌ ଖୋଲିବ

ଭୁବନେଶ୍ୱର, ୭।୭(ବ୍ୟୁରୋ):ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ଲକ୍‌ଡାଉନ୍‌ ଜାରି ରହିଥିବାବେଳେ ଅନେକ କଟକଣାକୁ କୋହଳ କରାଯାଇଛି। ଏହି ପରିପ୍ରେକ୍ଷୀରେ ୫%ରୁ ଅଧିକ ସଂକ୍ରମଣ ଥିବା ୧୦ଟି ଜିଲାରେ...

ପୋଲିସ ଗୁଳିରେ ୩ ମାଓବାଦୀ ନିହତ

ମାଲକାନଗିରି,୧୨।୧୦(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ ତୁଳସୀ ପାହାଡ଼ରେ ପୋଲିସ ଓ ମାଓବାଦୀ ମଧ୍ୟରେ ମଙ୍ଗଳବାର ଗୁଳି ବିନିମୟ ହୋଇଛି। ଏଥିରେ ୩ ଜଣ...

ଏବର୍ଷ ରଥଯାତ୍ରା ବନ୍ଦ

ନୂଆଦିଲ୍ଲୀ/ଭୁବନେଶ୍ୱର,୧୮।୬(ବ୍ୟୁରୋ): ପୁରୀ ରଥଯାତ୍ରାକୁ ନେଇ ଲାଗି ରହିଥିବା ଅନିଶ୍ଚିତତାର ଅନ୍ତ ଘଟିଛି। ଏ ବର୍ଷ ଘୋଷଯାତ୍ରାକୁ ବନ୍ଦ କରିବା ଲାଗି ସୁପ୍ରିମକୋର୍ଟ ଗୁରୁବାର ରାୟ ଦେଇଛନ୍ତି।...

ବଦଳିବ ବିଜୁ ପଟ୍ଟନାୟକ ପାର୍କର ରୂପରେଖ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ଭୁବନେଶ୍ୱରରେ ଥିବା ପାର୍କଗୁଡ଼ିକର ଭିତ୍ତିଭୂମିରେ ସୁଧାର ଅଣାଯିବ। ଏ ନେଇ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ବିଭିନ୍ନ ଯୋଜନା ହାତକୁ ନେଇଛି। ଏବେ ପ୍ରାଥମିକ...

ଏବେ ଲୁଚାଛପାର ସମୟ ନୂହେଁ, ଧାର୍ମିକ ନେତାମାନେ ସନ୍ଦିଗ୍ଧଙ୍କୁ ବୁଝାଇ ଆଗକୁ ଆସିବାକୁ କୁହନ୍ତୁ : ବାଗଚି

ଭୁବନେଶ୍ବର, ୪।୪(ବ୍ୟୁରୋ) : ବର୍ତ୍ତମାନ ସମୟରେ ସାମାଜ ଆତଙ୍କିତ ଅବସ୍ଥାରେ ରହିଛି । ଏଣୁ ଦିଲ୍ଲୀ ନିଜ୍ଜାମୁଦ୍ଦୀନ ଧର୍ମସଭାରେ ଯୋଗ ଦେଇ ଓଡିଶାକୁ ଫେରିଥିବା ବ୍ୟକ୍ତି...

Advertisement
Archives

Model This Week