ବାଲୁକାକଳାରେ ‘ଶାନ୍ତିର ବାର୍ତ୍ତା’ ଦେଲେ ସୁଦର୍ଶନ

ପୁରୀ ଅଫିସ,୨୬।୨: ଦିଲ୍ଲୀରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ବିରୋଧୀ ହିଂସା ଉଗ୍ରରୂପ ଧାରଣ କରିଥିବା ବେଳେ ଏଥିରେ ୨୦ଜଣ ପ୍ରାଣ ହରାଇଛନ୍ତି। ଏଭଳି ପରିସ୍ଥିତିକୁ ନେଇ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବାଲୁକାକଳାରେ ଶାନ୍ତିର ବାର୍ତ୍ତା ଦେଇଛନ୍ତି। ‘ଲିଭ୍‌ ଉଇଥ୍‌ ପିସ୍‌’ ଅର୍ଥାତ ସମସ୍ତେ ଶାନ୍ତିରେ ରୁହନ୍ତୁ ବୋଲି ସୁଦର୍ଶନ ବାଲୁକାକଳାରେ ବାର୍ତ୍ତା ଦେଇଛନ୍ତି।
ପ୍ରକାଶ ଯେ, ସିଏଏ ସପକ୍ଷବାଦୀ ଓ ବିପକ୍ଷବାଦୀଙ୍କ ମଧ୍ୟରେ ସଂଘର୍ଷ ଜାରି ରହିଛି। ସୋମବାର ଏଥିରେ ୫ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ମଙ୍ଗଳବାର ଆଉ ୮ଜଣଙ୍କ ପ୍ରାଣହାନୀ ଘଟିଥିଲା। ଇତିମଧ୍ୟରେ ହିଂସାଜନିତ ମୃତ୍ୟୁ ସଂଖ୍ୟା ୨୦ ଛୁଇଁଛି। ବେଳକୁ ବେଳ ସ୍ଥିତି ଅଣାୟତ୍ତ ହେଉଥିବା ଯୋଗୁ ଆଇନଶୃଙ୍ଖଳାକୁ କଡ଼ାକଡ଼ି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କମୁଛି ଜଳ, ବଢୁଛି ଦୁଃଖ

ଖଇରା, ୨୯।୫ (ଡି.ଏନ.ଏ.)-ବାତ୍ୟା ୟାସ୍‌ ପ୍ରଭାବରେ ବାଲେଶ୍ୱର ଜିଲା ଖଇରା ବ୍ଲକରେ ବ୍ୟାପକ କ୍ଷତି ଘଟିଛି। କେଉଁଠି ବ୍ୟବସାୟୀଙ୍କ ଦୋକାନରେ ପାଣି ପଶି ଲକ୍ଷ ଲକ୍ଷ...

ଈପ୍‌ସିତାଙ୍କୁ ପର୍ସନାଲିଟି ୱିଙ୍ଗ୍‌ ଟାଇଟଲ

ଭଦ୍ରକ ଅଫିସ, ୩୧।୪: ଅନ୍‌ଲାଇନରେ ହୋଇଥିବା ମିସେସ୍‌ ଫେମିନା-୨୦୨୧ ପ୍ରତିଯୋଗିତାରେ ଓଡ଼ିଶାର ଈପ୍‌ସିତା ପ୍ରିୟଦର୍ଶିନୀ(୨୭) ପର୍ସନାଲିଟି ୱିଙ୍ଗ୍‌ରେ ବିଜୟୀ ହୋଇଛନ୍ତି। ମଙ୍ଗଳବାର ଫ୍ୟାଶନ, ବିୟୁଟି, କୁକିଙ୍ଗ୍‌...

୩୦ ସୁଦ୍ଧା ସରିବ ଟେଣ୍ଡର, କାମ ସରିବାକୁ ଆହୁରି ୨ ବର୍ଷ

ଭୁବନେଶ୍ୱର,୧୫ା୩(ବ୍ୟୁରୋ):ରାଜଧାନୀ ଭୁବନେଶ୍ୱରରେ ବିଧାୟକ ଏବଂ ବିଧାୟିକାମାନଙ୍କ ପାଇଁ ନିର୍ମାଣ ହେବାକୁ ଥିବା ବହୁତଳ ସରକାରୀ ବାସଭବନ କାର୍ଯ୍ୟ ଏପର୍ଯ୍ୟନ୍ତ ଆରମ୍ଭ ହୋଇପାରିନାହିଁ। ଏଥିଲାଗି ବାଚସ୍ପତିଙ୍କ ଅଧ୍ୟକ୍ଷତାରେ...

ଆର୍ମି ପରୀକ୍ଷାର୍ଥୀଙ୍କ ଉତ୍ପାତ ଘଟଣା: ଆଜିଠୁ ଷ୍ଟେଶନରେ ମୁତୟନ ହେବେ ଫୋର୍ସ, ବିନା ଟିକେଟରେ ଚଢ଼ିପାରିବେନି ଯାତ୍ରୀ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ଭୁବନେଶ୍ୱର ଷ୍ଟେଶନରେ ବୁଧବାରଠାରୁ ମୁତୟନ ହେବେ ୨ ପ୍ଲାଟୁନ ଫୋର୍ସ। ଦିଲ୍ଲୀ ତଥା ଦୂରଗାମୀ ଟ୍ରେନ୍‌ ପାଇଁ ଆର୍‌ପିଏଫ୍‌ ଏବଂ ଜିଆର୍‌ପି ପକ୍ଷରୁ ଫୋର୍ସ...

ଗଛ-ଗୀତା ମାଧ୍ୟମରେ ବିଦାୟ ଦେଲେ ସରପଞ୍ଚ, ଭାବବିହ୍ବଳ ହେଲେ ପ୍ରବାସୀ

ଖଇରା,୬।୬(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ଖଇରା ବ୍ଲକ ଅଧୀନ ନହଙ୍ଗ ପଞ୍ଚାୟତ ସରପଞ୍ଚ ରାଜଶ୍ରୀ ଦାସ ଶନିବାର ଗୀତା ଓ ଗଛ ଦେଇ ନହଙ୍ଗ ଉଚ୍ଚ ପ୍ରାଥମିକ...

ମୃତଦେହ ରଖିବାକୁ ମର୍ଚୁରି ନାହିଁ

କାମାକ୍ଷାନଗର, ୩୧।୫(ଡି.ଏନ.ଏ.) ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରରେ ମର୍ଚୁରି ନାହିଁ। ଫଳରେ ଅକସ୍ମାତ ମୃତ୍ୟୁ ଘଟୁଥିବା ରୋଗୀ ଏବଂ ପରିଚୟ ନ ଥିବା ମୃତଦେହଗୁଡ଼ିକ ଘଣ୍ଟାଘଣ୍ଟା...

ଆଜି ରାଜ୍ୟରୁ ୨୪୫ ପଜିଟିଭ୍‌ ଚିହ୍ନଟ, ଆଉ ୨ ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର,୮।୧(ବ୍ୟୁରୋ) : ଶୁକ୍ରବାର ରାଜ୍ୟରେ ୨୪୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୧,୩୯୬ରେ ପହଞ୍ଚିଥିବା ରାଜ୍ୟ...

ବର୍ଷାରେ କଟକ ଜଳମଗ୍ନ

କଟକ ଅଫିସ, ୭ା୭:ମଙ୍ଗଳବାର ସନ୍ଧ୍ୟାରେ ପ୍ରବଳ ବର୍ଷାଯୋଗୁ କଟକର ଅଧିକାଂଶ ଅଞ୍ଚଳ ଜଳମଗ୍ନ ହୋଇଛି। ବର୍ଷା ପୂର୍ବରୁ ସହରରେ ନାଳରୁ ପଙ୍କୋଦ୍ଧାର କାର୍ଯ୍ୟ ଶେଷ ହୋଇ...

Advertisement
Archives

Model This Week