ବାଲୁକା କଳା ମାଧ୍ୟମରେ ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ ସୁଦର୍ଶନ ପଟ୍ଟନାୟକ

ଭୁବନେଶ୍ୱର, ୧।୧(ବ୍ୟୁରୋ):ପୁରୁଣା ବର୍ଷକୁ ବିଦାୟ ଦେଇ ପାଦ ଥାପିଛି ନୂଆବର୍ଷ। ନୂଆବର୍ଷ ପାଳନ ନେଇ ସବୁଆଡେ ଉତ୍ସବ ଓ ଉଦ୍ଦୀପନାର ପରିବେଶ। ନାଚଗୀତ ସହ ଆନନ୍ଦରେ ନୂଆବର୍ଷକୁ ସ୍ବାଗତ କରାଯାଇଛି। ଏହି ଅବସରରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ମଧ୍ୟ ବାଲୁକା କଳାକୃତି ମାଧ୍ୟମରେ ନବବର୍ଷର ଶୁଭକାମନା ଜଣାଇଛନ୍ତି। ନୂତନ ବର୍ଷକୁ ସ୍ବାଗତ ଜଣାଇ ସୁଦର୍ଶନ ପୁରୀ ବେଳାଭୂମିରେ ବାଳୁକା କଳା ନିର୍ମାଣ କରିଛନ୍ତି। ମହାପ୍ରଭୁ ଜଗନ୍ନାଥ ସମସ୍ତଙ୍କୁ ଖୁସି ଓ ଉତ୍ତମ ସ୍ବାସ୍ଥ୍ୟ ପ୍ରଦାନ କରନ୍ତୁ ବୋଲି ସୁଦର୍ଶନ ଟୁଇଟ୍‌ କରି ଜଣାଇଛନ୍ତି। ଏହାସହ ସୁଦର୍ଶନ ବାଲୁକା କଳାରେ ଏକ ଗଛ ନିର୍ମାଣ କରି ପରିବେଶକୁ ବଞ୍ଚାଇବା ସହ ସବୁଜ ପରିବେଶ ସୃଷ୍ଟିର ବାର୍ତ୍ତା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କୁ ଜୋରଦାର ଝଟ୍‌କା, ଋତବ୍ରତ ବାନାର୍ଜୀ ହେଲେ ଟିଏମସିର…

କୋଲକାତା,୩।୬: ବର୍ତ୍ତମାନ, ତୃଣମୂଳ କଂଗ୍ରେସ (ଟିଏମସି) ଭିତରେ ସୃଷ୍ଟି ହେଉଥିବା ଆଭ୍ୟନ୍ତରୀଣ ଅଶାନ୍ତି ପଶ୍ଚିମବଙ୍ଗ ରାଜନୀତିରେ ତୀବ୍ର ଆଲୋଚନାର ବିଷୟ। ବିଧାନସଭା ନିର୍ବାଚନରେ ପରାସ୍ତ ହେବା ପରେ,…

କ୍ୟାବିନେଟ ବୈଠକ ପରେ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ୧୦ହଜାର କୋଟି….

ନୂଆଦିଲ୍ଲୀ, ୩।୬: ଇରାନ ଏବଂ ଆମେରିକା ମଧ୍ୟରେ ବିବାଦ ମଧ୍ୟରେ, କେନ୍ଦ୍ର ସରକାର ବିମାନ ଚଳାଚଳ କ୍ଷେତ୍ରକୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ସରକାର ୧୦,୦୦୦ କୋଟିର…

ପୋଖରୀରେ ଭାସୁଥିଲା ମହିଳାଙ୍କ ମୃତଦେହ, ଲୋକେ ଗାଧୋଇବାକୁ ଯିବାବେଳେ…

ବୈଶିଙ୍ଗା,୩ା୬(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ନିକଟସ୍ଥ ନୂଆସାହି ଗ୍ରାମ ପୋଖରୀରୁ ବୁଧବାର ଜଣେ ଅଜଣା ମହିଳାଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି।…

ପେଟ୍ରୋଲ ପମ୍ପରେ କେତେ ଭିଡ଼ ଅଛି ଘରେ ବସି ଜାଣନ୍ତୁ, ମୋବାଇଲରେ ସର୍ଚ୍ଚ କରନ୍ତୁ ଏମିତି…

ନୂଆଦିଲ୍‌ଲୀ,୩।୬: ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନରେ ସମୟ ବଞ୍ଚାଇବା ସମସ୍ତଙ୍କ ପାଇଁ ସବୁଠାରୁ ବଡ଼ ଚ୍ୟାଲେଞ୍ଜ। ଅନେକ ସମୟରେ ଗାଡ଼ିରେ ତେଲ ପକାଇବା ପାଇଁ ପେଟ୍ରୋଲ ପମ୍ପକୁ ଗଲା…

ବଡ଼ଭାଇଙ୍କ ଶେଷକୃତ୍ୟ ପାଇଁ ନିଜ ଗାଁରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ, ଅଶ୍ରୁଳ ଆଖିରେ ଭାଇଙ୍କୁ ବିଦାୟ ଦେଇ…

କେନ୍ଦୁଝର,୩ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ବାପାଙ୍କ ପୁଅ ଭାଇ ଦୀନବନ୍ଧୁ ମାଝୀଙ୍କ ଆକସ୍ମିକ ମୃତ୍ୟୁ ଘଟିବା ପରେ ତାଙ୍କ ନିଜ ଗାଁ କେନ୍ଦୁଝର ଜିଲାର ରାଇକଳାକୁ…

ମଞ୍ଚ ଉପରେ ଖାଲି ପାଦ…ହାତରେ ସମ୍ବିଧାନର କପି, ଏପରି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶିବକୁମାର

ବେଙ୍ଗାଲୁରୁ,୩ା୬: କର୍ନାଟକର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଡି.କେ. ଶିବକୁମାର ଏବେ ରାଜ୍ୟର ମୁଖ୍ୟମନ୍ତ୍ରୀ ପଦ ଗ୍ରହଣ କରିଛନ୍ତି । ବୁଧବାର ଦିନ ସେ କର୍ଣ୍ଣାଟକର ୨୫ତମ ମୁଖ୍ୟମନ୍ତ୍ରୀ ଭାବରେ…

ଅଢ଼େଇ ମାସ ପୂର୍ବରୁ ହୋଇଥିଲା ୧୨ ବର୍ଷ ପୁଅର ମୃତ୍ୟୁ; ମାଟିତଳୁ ଶବ ବାହାରକଲା ପୋଲିସ, କାରଣ ଜାଣିଲେ..

ମୁମ୍ବାଇ,୩ା୬: ମହାରାଷ୍ଟ୍ରର ଜଳଗାଁର ଧାରାଙ୍ଗାଓଁ ତହସିଲ ଅନ୍ତର୍ଗତ ରେଲ୍ ଗ୍ରାମରେ କ୍ରିକେଟ୍ ଖେଳୁଥିବା ସମୟରେ ୧୨ ବର୍ଷୀୟ ଗଣେଶ ନାଭାଲ୍ ପାଟିଲଙ୍କ ମୃତ୍ୟୁ ହୋଇଥିଲା । ଏହି…

ଜଙ୍ଗଲରେ ଚାଲିଥିଲା ଜୁଆଖେଳ, ଅତର୍କିତ ଚଢ଼ାଉ କରି ୨୨ ଜୁଆଡ଼ିଙ୍କୁ ମାଡ଼ି ବସିଲା ପୋଲିସ

ନୂଆପଡ଼ା,୩ା୬(ମକାରୁ ବେମାଲ): ନୂଆପଡ଼ା ଜିଲା ପୋଲିସଙ୍କୁ ପୁଣି ଏକ ବଡ଼ ସଫଳତା ମିଳିଛି। ମଙ୍ଗଳବାର ଜୁଆ ଆଡ୍ଡା ଉପରେ ଚଢ଼ାଉ କରି ଆନ୍ତଃରାଜ୍ୟ ଜୁଆଡ଼ି ସମେତ ୨୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri