ବାଲୁଗୁଡ଼ାର ବିଭିନ୍ନ ଅନୁଷ୍ଠାନରେ ମା’ ସରସ୍ବତୀଙ୍କ ପୂଜା

ବାଲିଗୁଡ଼ା,୩୦।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡା ଟାଉନ ତଥା ଏହାର ଆଖପାଖ ଅଞ୍ଚଳରେ ବିଦ୍ୟାଦାତ୍ରୀ ମା’ସରସ୍ବତୀଙ୍କ ପୂଜା ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଯଥାବିଧି ଅନୁଯାୟୀ, ପୂଜକଙ୍କ ଦ୍ୱାରା ପୂଜା ଆରମ୍ଭ କରାଯାଇ ପୁଷ୍ପାଞ୍ଜଳି ପ୍ରଦାନ କରାଯାଇଥିଲା l ଏନେଇ ଟାଉନର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ସମର୍ପଣ ଉତ୍ସବ ସହ ନୂତନ ଶିଶୁଙ୍କ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ନୂଆସାହି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଶିକ୍ଷା ନିକେତନ, ଆଦିବାସୀ ମହାବିଦ୍ୟାଳୟ, ବଡଗାଁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ସିନ୍ଧିରିଗାଁର ସରକାରୀ ଉଚ୍ଚ ବିଦ୍ୟାଳୟରେ ମଧ୍ୟ ମା’ ବାଗ୍‌ଦେବୀଙ୍କ ପୂଜା କରାଯାଇଛି। ଏହି ଅବସରରେ ବିଭିନ୍ନ ସ୍ଥାନରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। l ଜନଗହଳିକୁ ଦୃଷ୍ଟିରେ ରଖି ପୋଲିସ ବିଭାଗ ପକ୍ଷରୁ ସ୍ଥାନୀୟ ଥାନାଧିକାରୀ ପ୍ରଶାନ୍ତ କୁମାର ବେହେରାଙ୍କ ନେତୃତ୍ୱରେ ପ୍ରତ୍ୟେକ ପୂଜା ଅନୁଷ୍ଠାନ ସମେତ ସମଗ୍ର ସହରରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ପାଇଁ ଗୌରବ ଆଣିଲେ ଖୁସିରାମ: ଜାତୀୟ ଜୁନିୟର ପେନ୍‌ଚାକ୍‌ ସିଲାଟ୍‌ ଚାମ୍ପିୟନଶିପ୍‌ରେ…

ବଲାଙ୍ଗୀର,୩ା୭(ବୀରେନ୍ଦ୍ର କୁମାର ଝାଙ୍କର):ମହାରାଷ୍ଟ୍ରର ନାସିକଠାରେ ଗତ ୨୫ରୁ ୨୮ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ୧୪ତମ ସିଙ୍ଗା, ମାକାନ, ପ୍ରି-ଟିନ୍‌, ପ୍ରି-ଜୁନିୟର ଓ ଜାତୀୟ ଜୁନିୟର ପେନ୍‌ଚାକ୍‌ ସିଲାଟ୍‌…

ଅଙ୍ଗନବାଡି ଗୃହ ପାଇଁ ବ୍ଲକ ଘେରାଉ: ଆନ୍ଦୋଳନରେ ସାମିଲ ହେଲେ କୁନି କୁନି ପିଲା

ଜଗନ୍ନାଥପ୍ରସାଦ,୩।୭(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଦେଖିବାକୁ ମିଳିଛି ଏକ ଅଭାବନୀୟ ଦୃଶ୍ୟ । ଚାରିକୋଣିଆ ଗୌଡ଼ ସାହିରେ ଅଙ୍ଗନବାଡି…

ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷାଙ୍କ ପରଲୋକ, ଶୋକବ୍ୟକ୍ତ କଲେ କଳାହାଣ୍ଡି ଏମପି

ଭବାନୀପାଟଣା,୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା ତଥା ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀଙ୍କ ପତ୍ନୀ ଶ୍ରୀମତୀ ମାଝୀ (୫୭)ଙ୍କ ଗୁରୁବାର ବିଳମ୍ବିତ…

ବରଗଡ଼ରେ ଠକସଂସ୍ଥା ଠାବ ଘଟଣାର ଫିଟୁଛି ଗୁମର: ପୋଲିସକୁ ଫେରାଦ ହେଲେ ଯୁବତୀଯୁବକ

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ):ଚାକିରି ଦେବା ଆଳରେ ଯୁବତୀ, ଯୁବକଙ୍କୁ ଠକେଇ କରି ବରଗଡ଼ ପୋଲିସ ହାତରେ ଧରାପଡ଼ିଥିବା ଠକସଂସ୍ଥାର ଗୁମର ଫିଟିବାରେ ଲାଗିଛି। ଏହି ଠକସଂସ୍ଥା ଦ୍ୱାରା ଶତାଧିକ…

୧୮ ଦଫା ଦାବି ନେଇ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ରୋଗୀ ସେବା ଠପ୍‌

ବଲାଙ୍ଗୀର, ୩/୭ (ବୀରେନ୍ଦ୍ର କୁମାର ଝାଙ୍କର)- ଓଡିଶା ମେଡିକାଲ ସର୍ଭିସ ଆସୋସିଏସନ (ଓଏମଏସଏ) ବଲାଙ୍ଗୀର ଶାଖା ପକ୍ଷରୁ ସ୍ଥାନୀୟ ସିଡ଼ିଏମଓ ଅଫିସ ସମ୍ମୁଖରେ ଧାରଣା ଦିଆଯାଉଥିଲା। ଏଥିରେ…

ବନ ମହୋତ୍ସବ ସପ୍ତାହ, ସାନଖେମୁଣ୍ଡି କୋର୍ଟ ପରିସରରେ ଚାରା ରୋପଣ କଲେ ମାଜିଷ୍ଟ୍ରେଟ 

ଦିଗପହଣ୍ଡି,୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟ ଆନୁକୁଲ୍ୟରେ  ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ…

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ: ‘ପିଲାଟିଏ ଗଛଟିଏ’ ଅଭିଯାନରେ …

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଗୁରୁବାର ୭୬ ତମ ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri