ବାଲୁଚିସ୍ତାନରେ ଭୟଙ୍କର ବିସ୍ଫୋରଣ

କ୍ୱେଟା,୧୬।୮: ପାକିସ୍ତାନ କ୍ୱେଟା ନିକଟ ବାଲୁଚିସ୍ତାନର କୁଚଲାକରେ ଥିବା ଏକ ମସ୍‌ଜିଦରେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ହୋଇଛି। ଏଥିରେ ୪ ଜଣଙ୍କ ମୃତ୍ୟୁ ହେବା ସହ ଅନ୍ୟ ୧୫ ଆହତ ହୋଇଛନ୍ତି। ତେବେ ବିସ୍ଫୋରଣର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନ ଥିବା ବେଳେ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ଭ୍ୟାକ୍ସିନକୁ ନେଇ ଖୁବ୍‌ଶୀଘ୍ର ମିଳିପାରେ ଖୁସି ଖବର

ଜେନେଭା,୧୭।୫: କରୋନା ଭାଇରସ ଏବେ ମହାମାରୀର ରୂପ ନେଇ ସାରା ବିଶ୍ୱକୁ ତା’କବଳକୁ ନେଇ ଯାଇଛି। ଏଥିରୁ ମୁକ୍ତି ପାଇବା ପାଇଁ ପ୍ରାୟତଃ ସବୁ ବିକାଶଶୀଳ...

ଆମାଜନ ଜଳୁଥିବ ସ୍ତ୍ରୀଙ୍କୁ ନେଇ :ଜି-୭ର ୨୦ ନିୟୁତ ଡଲାର ସହାୟତାକୁ ବ୍ରାଜିଲର ପ୍ରତ୍ୟାଖ୍ୟାନ

ପୋର୍ଟ ଭେଲ୍‌ହୋ,୨୮ା୮: ଆମାଜନ ଜଙ୍ଗଲରେ ଲାଗିଥିବା ନିଆଁ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ସାଜିଛି। ଏହାକୁ ଲିଭାଇବା ପାଇଁ ଫ୍ରାନ୍ସ ରାଷ୍ଟ୍ରପତି ଇମାନ୍ବେଲ ମାକ୍‌ରଁ...

ପାକିସ୍ତାନରେ ଏବେ ଏଚ୍‌ଆଇଭି ଭୟ

ରାଟୋଡରୋ,୧୭।୫: ଦକ୍ଷିଣ ପାକିସ୍ତାନର ଏକ ଗାଁରେ ପାଖାପାଖି ୪ଶହ ଲୋକ ଏଚ୍‌ଆଇଭିର ଶିକାର ହୋଇଥିବା ଜଣାପଡିଛି। ଜଣେ ଡାକ୍ତରଙ୍କ ଅବହେଳା ଯୋଗୁ ଏଭଳି ପରିସ୍ଥିତି ଉପୁଜିଥିବା...

୩୫୭ କୋଟି ବର୍ଷ ତଳେ ଦକ୍ଷିଣ ଆଫ୍ରିକାର ପାହାଡ଼ରେ ହୋଇଥିଲା ମାନବ ସୃଷ୍ଟି

ଜୋହାନ୍ସ୍‌ବର୍ଗ,୧୩।୨: ମାନବ ସୃଷ୍ଟିକୁ ଇତିମଧ୍ୟରେ କୋଟି କୋଟି ବର୍ଷ ବିତିଯାଇଛି। ଗବେଷକଙ୍କ ଅନୁସାରେ ପ୍ରାୟ ୩୫୭ କୋଟି ବର୍ଷ ତଳେ ଦକ୍ଷିଣ ଆଫ୍ରିକାର ମଖଞ୍ଜଓ୍ବା ପାହାଡ଼ରେ...

ଏସବୁ ପ୍ରଶ୍ନର ଉତ୍ତର ଦେଲେ ମିଳିବ ୧.୪୧ ଲକ୍ଷ ଟଙ୍କା: ଜାଣନ୍ତୁ କ’ଣ ରହିଛି ପ୍ରଶ୍ନ…

କିଛି କାମ ନ କରି ଖାଲି ଘରେ ବସି ରହିବା, ଆଉ ଏଟିଏମ୍‌ ଆକାଉଣ୍ଟକୁ ମାସ ଶେଷକୁ ଟଙ୍କା ଆସିଯିବ। ଏମିତି ଭାବନା ଅଧିକାଂଶ ଲୋକଙ୍କ...

କରୋନା ଆକ୍ରାନ୍ତଙ୍କ ଆଶା ଟିଇଜି

କଲରାଡୋ: ଥ୍ରୋମ୍ବୋଇଲାଷ୍ଟୋଗ୍ରାଫି (ଟିଇଜି) ପରୀକ୍ଷା ଗୁରୁତର କରୋନା ଆକ୍ରାନ୍ତ ରୋଗୀଙ୍କୁ ସୁରକ୍ଷା ଦେବ। ଏହା ହୃଦ୍‌ଘାତ ଏବଂ କିଡ୍‌ନୀ ଫେଲ୍‌ ଭଳି ଜଟିଳ ବ୍ୟାଧି ଆଶଙ୍କାକୁ...

୪ ମହାମାରୀ ଯୋଗୁ ଦୋହଲି ଯାଇଥିଲା ପୃଥିବୀର ଆର୍ଥିକ ସ୍ଥିତି !

ଓ୍ବାଶିଂଟନ,୨୯।୩: କରୋନା ଭୂତାଣୁ ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଇତିମଧ୍ୟରେ ପୃଥିବୀର ୧୯୫ ଦେଶରେ କରୋନା ସଂକ୍ରମିତ ହୋଇସାରିଛି। ସେହିପରି ମୃତ୍ୟୁ ସଂଖ୍ୟା...

ଗୋଟିଏ ପରିବାରର ୬ ଶିଶୁ ଏବଂ ୩ ମହିଳାଙ୍କୁ ହତ୍ୟା କରି ଜଳାଇଲେ ଡ୍ରଗ୍ସ୍‌ ମାଫିଆ

ନ୍ୟୁ ମେକ୍ସିକୋ,୬।୧୧: ଉତ୍ତର ମେକ୍ସିକୋରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଡ୍ରଗ୍ସ୍‌ ମାଫିଆମାନେ ଗୋଟିଏ ପରିବାରର ୬ ଶିଶୁ ଏବଂ ୩ ମହିଳାଙ୍କୁ ହତ୍ୟା...

Coronavirus Update

Archives

Model This Week

Why Dharitri