ବାଲେଶ୍ୱରକୁ ଆସିଲେ ପଙ୍ଗପାଳ: ନଷ୍ଟ କଲେଣି ବ୍ୟାପକ ଗଛପତ୍ର, ଲୋକେ ଭୟଭୀତ

ବାଲେଶ୍ୱର ଅଫିସ,୩୧ା୫: ବାଲେଶ୍ୱର ଜିଲା ଔପଦା ବ୍ଲକ ବଉଳଗଡ଼ିଆସ୍ଥିତ ପାହାଡ଼ ପାଦଦେଶରେ ରବିବାର ପୂର୍ବାହ୍ନରେ ହଜାର ହଜାର ପଙ୍ଗପାଳ ଦେଖିବାକୁ ମିଳିଛି। ଦେଶରେ ଗୋଟିଏ ପରେ ଗୋଟିଏ ବିପତ୍ତି ମାଡ଼ି ଆସୁଥିବା ବେଳେ କଛିଦିନ ପୂର୍ବରୁ ଚର୍ଚ୍ଚାର ବିଷୟ ପାଲଟି ଥିବା ପଙ୍ଗପାଳ ବିଭିନ୍ନ ରାଜ୍ୟରେ ଆତଙ୍କ ସୃଷ୍ଟି କରିଚାଲିଛନ୍ତି। ଏହି ପୋକ ଗଛପତ୍ର ନଷ୍ଟ କରିବା ସହ ଘରେ ପଶି ଲୋକଙ୍କୁ ଅସୁବିଧାରେ ପକାଉଛନ୍ତି। ଏପରି ପୋକଙ୍କ ସଂଖ୍ୟା ଶହେ କି ଦୁଇଶହରେ ସୀମିତ ନୁହେଁ, ଅଗଣିତ। ତେବେ ଏହି ପଙ୍ଗପାଳ ଓଡ଼ିଶାର ବିଭିନ୍ନ ସ୍ଥାନରେ କ୍ଷତି କରିବା ସହ ନୀଳଗିରି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କାଣ୍ଡଗରଡ଼ି ପଞ୍ଚାୟତର ବଉଳଗଡ଼ିଆ ଗ୍ରାମରେ ଦେଖିବାକୁ ମିଳିଛନ୍ତି। ଏମାନେ ଗଛର ପତ୍ରଗୁଡିକୁ ଖାଇ ସଫା କରିଦେଇଛନ୍ତି। ତେବେ ସାଧାରଣ ଲୋକେ ଏପରି ପରିସ୍ଥିତିରେ ଭୟଭୀତ ଅବସ୍ଥାରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏବେ ବି ଅପହଞ୍ଚ ସ୍ବାଭିମାନଅଞ୍ଚଳ

ମାଲକାନଗିରି,୧୭।୪(ଡି.ଏନ୍‌.ଏ.)- ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକର ସ୍ବାଭିମାନ ଅଞ୍ଚଳ ଏବେ ବି ଲୋକଙ୍କ ପାଇଁ ଅପହଞ୍ଚ ହୋଇ ରହିଛି। ଏବେ ମଧ୍ୟ ବିଚ୍ଛିନ୍ନାଞ୍ଚଳର ୫ଟି ପଞ୍ଚାୟତ...

ମହିଳାଙ୍କୁ ପିଆଇଲେ ଘୋଡ଼ା ପରିସ୍ରା

ଢେଙ୍କାନାଳ ଅଫିସ୍‌/ସାତମାଇଲ,୧୯।୫, (ଡି.ଏନ୍‌.ଏ.): ଗ୍ରାମର କେତେଜଣ ମହିଳାଙ୍କ ପାଖରେ ଦେଖିବାକୁ ମିଳିଥିଲା ଅସ୍ବାଭାବିକ ଆଚରଣ। ଏହାପରେ ଗାଁ ଲୋକଙ୍କ ମଧ୍ୟରେ ସୃଷ୍ଟି ହୋଇଥିଲା ଗୁଣିଗାରେଡ଼ି ସନ୍ଦେହ।...

ଯାଜପୁରରେ ପତାକା ଉତ୍ତୋଳନ କଲେ ଗଣଶିକ୍ଷା ମନ୍ତ୍ରୀ

ଯାଜପୁର ଅଫିସ,୧୫।୮: ଯାଜପୁର ଜିଲାରେ ୭୩ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ନରସିଂହ ଚୌଧୁରୀ ମହାବିଦ୍ୟାଳୟର ଖେଳପଡ଼ିଆଠାରେ ଆୟୋଜିତ ସମାରୋହରେ ମାନ୍ୟବର ଗଣଶିକ୍ଷା ମନ୍ତ୍ରୀ ସମୀର...

ବାରିପଦା ଜଗନ୍ନାଥ ମନ୍ଦିରକୁ ୫ କୋଟି ଟଙ୍କା ଅନୁଦାନ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ବାରିପଦା ଅଫିସ,୮।୧- ବାରିପଦା ଜଗନ୍ନାଥ ମନ୍ଦିରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ କୋଟି ଟଙ୍କାର ଅନୁଦାନ ଘୋଷଣା କରିଛନ୍ତି। ବାରିପଦା ବାଙ୍କୀସୋଲଠାରେ ଅଦାନି-କିସ ଆବାସିକ ବିଦ୍ୟାଳୟ...

୪ଦିନ ହେଲାଣି ଆମ୍ବୁଲାନ୍ସରେ ମୃତଦେହ

ବାହାନଗା,୨୨ା୭(ଡି.ଏନ.ଏ.): ତାମିଲନାଡୁରେ ଦାଦନ ଶ୍ରମିକ ଭାବେ କାମ କରୁଥିବା ବାଲେଶ୍ୱର ଜିଲା ବାହାନଗା ବ୍ଲକ କୁରୁଡା ଗ୍ରାମର ସଞ୍ଜୟ କୁମାର ଦାସ ନାମକ ଯୁବକଙ୍କ ମୃତ୍ୟୁ...

ମରଣଯନ୍ତା ପାଲଟିଛି କିଡ୍‌କୋ ରାସ୍ତା

ଝୁମ୍ପୁରା, ୧୨।୯(ଡି.ଏନ.ଏ.)-ପଳାଶପଙ୍ଗାଠାରେ ୨୦ନଂ ଜାତୀୟ ରାଜପଥକୁ ଗୋଟିଏ ପାର୍ଶ୍ୱରେ କିଡ୍‌କୋ ରାସ୍ତା ସଂଯୋଗ କରୁଥିବାବେଳେ ଅନ୍ୟପାର୍ଶ୍ୱରେ ବାମେବାରୀ ରାଜ୍ୟ ରାଜପଥକୁ ସଂଯୋଗ କରୁଛି। ଯୋଡା ଖଣି...

ନାବାଳିକାଙ୍କୁ ବଳାତ୍କାର ମାମଲା: ଦୋଷୀଙ୍କୁ ଆଜୀବନ କାରାଦଣ୍ଡ

ଭଦ୍ରକ ଅଫିସ, ୨୧।୬ – ୧୨ ବର୍ଷର ନାବାଳିକାଙ୍କୁ ବଳାତ୍କାର ଓ ଗର୍ଭବତୀ ମାମଲାର ବିଚାର କରି ଭଦ୍ରକ ସ୍ବତନ୍ତ୍ର ଅଦାଲତ ତଥା ଅତିରିକ୍ତ ଦୌରାଜଜ୍‌...

ପାଣି ପାଇଁ ପଞ୍ଚାୟତରେ ହଟ୍ଟଗୋଳ କଲେ ମହିଳା

କୋକସରା,୨୫।୧୧(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତ କେନ୍ଦୁଡଙ୍ଗରୀ ଓ ବରାଡଙ୍ଗା ଗ୍ରାମରେ ଦୀର୍ଘ ୩ ମାସ ହେବ ପାନୀୟ ଜଳ ଯୋଗାଣ ବନ୍ଦ...

Advertisement
Archives

Model This Week