ବାଲେଶ୍ୱରରୁ ପୁଣି ଜଣେ ପଜିଟିଭ୍‌ ଚିହ୍ନଟ: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଲା ୧୬୧

ଭୁବନେଶ୍ୱର,୩।୫(ବ୍ୟୁରୋ): ବାଲେଶ୍ୱରରେ ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬୧ରେ ପହଞ୍ଚିଛି। ଏନେଇ ରବିବାର ଅପରାହ୍ନରେ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ତେବେ ଆକ୍ରାନ୍ତଜଣଙ୍କ ୩୪ ବର୍ଷୀୟ ପୁରୁଷ। ସେ ପଶ୍ଚିମବଙ୍ଗରୁ ଫେରିଥିବା ବେଳେ ତାଙ୍କ ନିକଟରେ କୌଣସି ଲକ୍ଷର ନ ଥିଲା। ପଜିଟିଭ୍‌ ବାହାରିବା ପରେ ତାଙ୍କର କଣ୍ଟ୍ରାକ୍ଟ ଟ୍ରେସିଂ ଆରମ୍ଭ କରାଯାଇଥିବା ମଧ୍ୟ ସୂଚନା ଦିଆଯାଇଛି।

ପ୍ରକାଶ ଯେ, ସକାଳେ ୩ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ସେଥିରୁ ଗଞ୍ଜାମ ଜିଲାର ୨ ଜଣ ଥିବା ବେଳେ ଜଣେ ଝାରସୁଗୁଡ଼ାର ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତରେ ଚାଷୀଙ୍କ ପ୍ରାଣ ଗଲା

ଝୁମ୍ପୁରା, ୨୬।୫ (ଡି.ଏନ.ଏ.)- କେନ୍ଦୁଝର ଜିଲା ଝୁମ୍ପୁରା ଥାନା ଅନ୍ତର୍ଗତ ନହବେଡା ଗ୍ରାମରେ ୨୩ ତାରିଖ ମଧ୍ୟାହ୍ନ ସମୟରେ ଅଂଶୁଘାତରେ ଆକ୍ରାନ୍ତ ହୋଇଥିବା ଜଣେ ଚାଷୀଙ୍କ...

ଭୁବନେଶ୍ୱରରୁ ଆଜି ପୁଣି ୪୩ ପଜିଟିଭ୍‌ ଚିହ୍ନଟ: ସଂଖ୍ୟା କମିଲେ ବି କମୁନି ଲୋକାଲ କେସ୍‌

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ରବିବାର ଆଉ ୪୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୨ ଜଣ ରହିଥିବା ବେଳେ ଲୋକାଲ କେସ୍‌...

ନକଲି ମାୱା ମସଲା, ଗୁଟ୍‌ଖା କାରଖାନାରେ ଚଢ଼ାଉ

ଦିଗପହଣ୍ଡି,୧୩।୨(ଡି.ଏନ.ଏ.): ଗଞ୍ଜାମ ଜିଲା ପାଟପୁର ଥାନା ଇଲାକାରେ ଚାଲିଥିବା ନକଲି ମାୱା ମସଲା ଏବଂ ଗୁଟ୍‌ଖା କାରଖାନା ଉପରେ ଶୁକ୍ରବାର ରାତିରେ ପୋଲିସ ଚଢ଼ାଉ କରି...

ସାଲେପୁର ନାବାଳିକା ବଳାତ୍କାରୀଙ୍କୁ ଫାଶୀ ଘଟଣା: ଆଇଆଇସି, ସରକାରୀ ଓକିଲ ସମ୍ବର୍ଦ୍ଧିତ

କଟକ ଅଫିସ, ୨୨।୯: ସାଲେପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ଘଟଣାରେ କଟକ ଜିଲା ପୋକ୍ସୋ ଅଦାଲତ ଗୁରୁବାର ଅଭିଯୁକ୍ତ ମହମ୍ମଦ...

ଖରସ୍ରୋତାରୁ ମିଳିଲା ବିରଳ ପ୍ରଜାତିର ମାଛ

ରସୁଲପୁର,୧।୭(ଡି.ଏନ୍‌.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ଯୋକଡ଼ିଆ ପାଖ ଖରସ୍ରୋତା ନଦୀରୁ ଶୁକ୍ରବାର ବିରଳ ପ୍ରଜାତିର ମାଛ ଉଦ୍ଧାର ହୋଇଛି। ନଦୀରେ ଆଜି ମତ୍ସ୍ୟଜୀବୀମାନେ ମାଛ...

ପ୍ରସିଦ୍ଧ ଭଦ୍ରକ କାଳୀପୂଜା: ରଙ୍ଗିନ ଆଲୋକମାଳାରେ ଝଲସୁଛି ସହର

ଭଦ୍ରକ ଅଫିସ,୨୯।୧୦- ଦୀପାବଳିଠାରୁ ଆରମ୍ଭ ହୋଇଛି ଓଡ଼ିଶା ପ୍ରସିଦ୍ଧ ଭଦ୍ରକ କାଳୀପୂଜା।୧୧ଟି ଅସ୍ଥାୟୀ ମଣ୍ଡପରେ ମା’ଙ୍କ ମୃଣ୍ମୟୀ ମୂର୍ତ୍ତିକୁ ପୂଜାର୍ଚ୍ଚନା କରାଯାଇ ଆବାହନ କରାଯାଇଛି। ସୋମବାର...

ମୁସରଙ୍ଗି ଜଙ୍ଗଲରୁ ବାଘ ଉଭାନ : ବନବିଭାଗ ଛାନ୍‌ଭିନ୍‌ ଜାରି

ନୂଆପଡ଼ା ଅଫିସ,୧୦ା୮ ସ୍ଥାନୀୟ ମୁସରଙ୍ଗି ଜଙ୍ଗଲରେ ୨ ଛୁଆ ସମେତ ୪ କଲରାପତରିଆ ବାଘ ଥିବା ଜଣାପଡ଼ିବା ପରେ ସଂପୃକ୍ତ ଅଞ୍ଚଳରେ ଆତଙ୍କ ଖେଳିଯାଇଥିଲା ା...

ପୁରୀ ଇନ୍ଦିରା ଭବନରେ ରକ୍ତାକ୍ତ ସଂଘର୍ଷ

ପୁରୀ ଅଫିସ, ୧୮।୨: ପଦାରେ ପଡ଼ିଲା ପୁରୀ ଜିଲା କଂଗ୍ରେସର ଗୋଷ୍ଠୀ କନ୍ଦଳ। ଜିଲା ଦଳୀୟ କାର୍ଯ୍ୟାଳୟ ଇନ୍ଦିରା ଭବନ ପାଲଟିଲା ରଣକ୍ଷେତ୍ର। ପ୍ରଦେଶ କଂଗ୍ରେସ...

Advertisement
Archives

Model This Week