ବାଲେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଲା ୧୬

ବାଲେଶ୍ୱର ଅଫିସ,୨୭ା୪ : ଜିଲାରେ ସୋମବାର ଅପରାହ୍ନରେ ଆଉଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ବୟସ ୩୨ ବର୍ଷ ଏବଂ ସେ କଲିକତା ଫେରନ୍ତା ବୋଲି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚିତ କରାଯାଇଛି। ସୋମବାର ସକାଳେ ଜିଲାରେ ୫ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜମି ସମସ୍ୟା ନାହିଁ, ଖୁବ୍‌ଶୀଘ୍ର କାମ

ପୁରୀ ଅଫିସ, ୨୩ା୭: ପୁରୀରେ ଭକ୍ତଙ୍କ ନିମନ୍ତେ ଆଉ ଏକ ଧର୍ମଶାଳା ନିର୍ମାଣ ହେବ। ମହାପ୍ରଭୁଙ୍କ ଦର୍ଶନ ପାଇଁ ଦୂରଦୂରାନ୍ତରୁ ଆସୁଥିବା ଭକ୍ତମାନେ ସୁଲଭ ମୂଲ୍ୟରେ...

ଭୁବନେଶ୍ୱର ଟେକ୍‌ ମହିନ୍ଦ୍ରା ଅଫିସ୍‌ ସିଲ୍‌: ୨୦ ତାରିଖ ପର୍ଯ୍ୟନ୍ତ ହୋମ୍‌ କ୍ୱାରାଣ୍ଟାଇନରେ ରହିବେ ସମସ୍ତ କର୍ମଚାରୀ

ଭୁବନେଶ୍ୱର, ୭।୭(ବ୍ୟୁରୋ): ଭୁବନେଶ୍ୱର ମୈତ୍ରୀ ବିହାର ଅଞ୍ଚଳରେ ଥିବା ସଫ୍ଟଓ୍ବେର କମ୍ପାନୀ ଟେକ ମହିନ୍ଦ୍ରା ଅଫିସକୁ ବିଏମ୍‌ସି ପକ୍ଷରୁ ମଙ୍ଗଳବାର ସିଲ୍‌ କରାଯାଇଛି। ୩ ଦିନ...

ଦିଲ୍ଲୀ ଗଲେ ୮ ଭାଜପା ବିଧାୟକ

ଭୁବନେଶ୍ୱର,୨୩।୬(ବ୍ୟୁରୋ): ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିବେ। ସେଥିରେ ଯୋଗ ଦେବାକୁ ୮ଜଣ ଭାଜପା ବିଧାୟକ ଆଜି ଦିଲ୍ଲୀ ଗସ୍ତ...

ଆଶୀର୍ବାଦ ଗିରଫ ହେବା ପ୍ରସଙ୍ଗ: ରିମାଣ୍ଡରେ ନେବନି ସିବିଆଇ; ପୁଅ ସଞ୍ଜୟ କହିଲେ ‘ଏହା ଷଡ଼ଯନ୍ତ୍ର’

କଟକ ଅଫିସ,୧୯।୯: ଆଗକୁ ଓଡ଼ିଶା କ୍ରିକେଟ୍‌ ଆସୋସିଏଶନ(ଓସିଏ)ର ନିର୍ବାଚନ ଥିବାବେଳେ ଗୁରୁବାର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କୁ ସିବିଆଇ ଗିରଫ କରିବା ଚର୍ଚ୍ଚାର ବିଷୟ ପାଲଟିଛି।...

ଗରିବ, ଅସହାୟଙ୍କୁ ମାସ୍କ

ବରଗଡ଼ ଅଫିସ୍‌,୨।୫: ଭାରତ ସ୍କାଉଟ୍‌ ଆଣ୍ଡ୍‌ ଗାଇଡ୍‌ର ବରଗଡ଼ ଶାଖା ଗରିବ, ଅସହାୟଙ୍କୁ ମାସ୍କ ବାଣ୍ଟିଛି । ଭାଗୀରଥି ମହାରଣାଙ୍କ ତତ୍ତ୍ବାବଧାନରେ ସ୍ଥାନୀୟ ଗାନ୍ଧୀଛକ, କଚେରୀ...

ପ୍ରଶାସନର ମୁଣ୍ଡବ୍ୟଥା ସାଜିଛି ହଳଦିଆପଦର ବସ୍‌ଷ୍ଟାଣ୍ଡ

ବ୍ରହ୍ମପୁର ଅଫିସ,୧୭ା୭-ବ୍ରହ୍ମପୁର ସହର ଉପକଣ୍ଠ ହଳଦିଆପଦରରେ ନିର୍ମିତ ନୂତନ ସିଟି ବସ୍‌ ଟର୍ମିନାଲ ଉଦ୍‌ଘାଟନକୁ ୩ ବର୍ଷରୁ ଊର୍ଦ୍ଧ୍ୱ ସମୟ ବିତିଛି। ତଥାପି ଏହାକୁ କାର୍ଯ୍ୟକ୍ଷମ...

ବାଇକ୍‌ ଷ୍ଟାଣ୍ଡ୍‌ରେ ଗଡୁଛି ମଦ ବୋତଲ

କେନ୍ଦୁଝର,୨୦ା୫(ସ୍ବ.ପ୍ର.): କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ଅବ୍ୟବସ୍ଥା ଘେରରେ ରହିଛି। ରକ୍ଷଣାବେକ୍ଷଣ, ସୁରକ୍ଷା ଢିଲା କାରଣରୁ ପରିସରରେ ମଦ୍ୟପଙ୍କ ଆଡ୍ଡା ଜମୁଛି। ସାମାନ୍ୟ ବର୍ଷା ହେଲେ...

କଲଭର୍ଟରେ ପିଟି ହେଲା ବାଇକ: ୨ ମୃତ, ଜଣେ ଗୁରୁତର

ଚାନ୍ଦବାଲି,୨୬ା୧୧(ଡି.ଏନ.ଏ.)-ଭଦ୍ରକ ଜିଲା ମତୋ-ଚୌଧୁରୀ ଘାଟ ରାସ୍ତାର ବିଲ ନୂଆଗାଁ ଛକ ନିକଟରେ ସୋମବାର ରାତିରେ ଏକ ବାଇକ ଭାରସାମ୍ୟ ହରାଇ କଲଭର୍ଟରେ ପିଟି ହୋଇଯିବାରୁ ୨...

Advertisement
Archives

Model This Week