ବାଲେଶ୍ୱରରେ ପହଞ୍ଚିଲା ଶ୍ରମିକ ସ୍ପେଶାଲ ଟ୍ରେନ: ପଞ୍ଜୀକରଣ କରାଯାଇ ଶ୍ରମିକଙ୍କୁ ପଠାଯାଉଛି ନିଜ ଜିଲାକୁ

ବାଲେଶ୍ୱର ଅଫିସ, ୧୩।୫: ବାଲେଶ୍ୱର ରେଳ ଷ୍ଟେଶନରେ ବୁଧବାର ପୂର୍ବାହ୍ନରେ ଶ୍ରମିକ ସ୍ପେଶାଲ ଟ୍ରେନ ପହଞ୍ଚିଛି। ଥାନେଗଡ଼ରୁ ଆସିଥିବା ଏହି ଟ୍ରେନରେ ବାଲେଶ୍ୱର ଜିଲାରେ ୮୦୦ରୁ ଊର୍ଦ୍ଧ୍ୱ ଶ୍ରିମକ ଓହ୍ଲାଇଥିବା ବେଳେ ମୟୂରଭଞ୍ଜ ଜିଲାର ୨୫୦ରୁ ଊର୍ଦ୍ଧ୍ୱ ଓହ୍ଲାଇଛନ୍ତି। ଏହି ଲୋକଙ୍କୁ ପଞ୍ଚୀକୃତ କରାଯାଇ ଥର୍‌ମାଲ ଟେଷ୍ଟ ପରେ ନିଜ ନିଜ ଜିଲାକୁ ପଠାଯାଉଛି। ବାଲେଶ୍ୱର ଜିଲାର ୧୨ ବ୍ଲକ ପାଇଁ ପୃଥକ ଭାବେ ରେଜିଷ୍ଟ୍ରେଶନ କାଉଣ୍ଟର ଖଲାଯାଇଛି । ସେମାନଙ୍କୁ ନିଜ ନିଜ ପଞ୍ଚାୟତରେ ଛାଡ଼ିବା ପାଇଁ ପରିବହନ ବିଭାଗ ପକ୍ଷରୁ ୩୦ଟି ବସ୍‌ର ବ୍ୟବସ୍ଥା କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କିଡ୍‌ନୀ ରୋଗରେ ପୁଣି ଜଣେ ଚାଷୀଙ୍କ ମୃତ୍ୟୁ: ଚିକିତ୍ସା ଅଭାବକୁ ନେଇ ପୁଣି ଉଠିଲା ପ୍ରଶ୍ନ

ସୋନପୁର,୨୩।୭(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାର ୧୦ ଜିପିଏଲ୍‌ଏଫ୍‌ (ଗ୍ରାମ ପଞ୍ଚାୟତସ୍ତରୀୟ ସଂଘ) ପ୍ରୋସେସିଂ ମେଶିନ କିଣିବା ନାମରେ ଠକାମିର ଶିକାର ହୋଇଛନ୍ତି। ଏଜେନ୍ସି କୋଟିଏ ଟଙ୍କା ବର୍ଷେ…

ସ୍ମାର୍ଟ ଓଡ଼ିଶା ହାକାଥନ ୩.୦ କାର୍ଯ୍ୟକ୍ରମ ଉଦ୍‌ଯାପିତ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ); ବରଗଡ଼ ଜିଲାସ୍ତରୀୟ ସ୍ମାର୍ଟ ଓଡ଼ିଶା ହାକାଥନ ୩.୦ କାର୍ଯ୍ୟକ୍ରମ ସୋମବାର ବରଗଡ଼ ବିଜ୍ଞାନ କେନ୍ଦ୍ର ଟୁକୁର୍ଲାରେ ଉଦ୍‌ଯାପିତ ହୋଇଯାଇଛି। ଜିଲା ଶିକ୍ଷା ଅଧିକାରୀ ସରୋଜ…

ଶିକ୍ଷାନୁଷ୍ଠାନ ନିକଟରୁ ମଦ ଦୋକାନ ବନ୍ଦ ନିର୍ଦ୍ଦେଶ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ବୁଧବାର ଷଷ୍ଠ ଜିଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ…

ଚାଷକାର୍ଯ୍ୟ ଆରମ୍ଭରୁ ସାର କଳାବଜାର: ଚାଷୀ ହଟହଟା

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସରୁ ଖରିଫ ଚାଷକାର୍ଯ୍ୟ ଆରମ୍ଭ ହୋଇଛି। ଜମିରେ ଧାନ ବିହୁଡ଼ା, ପହ୍ଲାରୁଆ କାର୍ଯ୍ୟ ଏବେ ଜୋରସୋର୍‌ରେ ଚାଲିଛି। ଅନ୍ୟପଟେ ଚାଷ ଆରମ୍ଭରୁ…

ବାହାଘରରୁ ଫେରୁଥିବା ବେଳେ ବଡ଼ ଅଘଟଣ: ପୋଖରୀକୁ ଖସି ପଡିଲା କାର୍‌: ୫ ମୃତ

ଢେଙ୍କାନାଳ,୨୩।୭( ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଛାଟିଆ ନିକଟରେ ଏକ ଇନୋଭା କାର୍‌ ଗୁରୁବାର ଭୋର୍‌ ୪ଟା ସମୟରେ ଭାରସାମ୍ୟ ହରାଇ ରାସ୍ତା କଡ଼…

ମାଲକାନଗିରିରେ ପରୀକ୍ଷାମୂଳକ ବିମାନ ଉଡ଼ାଣ ସଫଳ

ମାଲକାନଗିର,୨୩।୭ (ଦୁର୍ଯ୍ୟୋଧନ ପାତ୍ର/ ଗୌରୀଶଙ୍କର ପଣ୍ଡା): ମାଲକାନଗିରି ଜିଲାବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ସାକାର ହେବାକୁ ଯାଉଛି। ଜିଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ବେସାମରିକ ବିମାନ…

ଜମିବାଡ଼ି ବିବାଦକୁ ନେଇ ଗୋଟିଏ ପରିବାର ଉପରେ ସଂଘବଦ୍ଧ ଆକ୍ରମଣ, ମେଡିକାଲରେ ଦମ୍ପତି

ହାଟଡିହୀ/ଛେନାପଦୀ,୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଧୀନ ମିଠିଗାଁ ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଗୋଟିଏ ପରିବାର ଉପରେ ସଂଘବଦ୍ଧ…

ଭଦ୍ରକରୁ ଆସି କେନ୍ଦୁଝରରେ ଚୋରି, ଆଗରପଡ଼ାରୁ ଧରାପଡ଼ିଲେ…

ହାଟଡିହୀ/ଛେନାପଦୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ପୋଲିସ ଆଗରପଡ଼ା ଥାନା ଅଞ୍ଚଳରୁ ମୋଟରସାଇକେଲ୍ ଚୋରି ଅଭିଯୋଗରେ ଜଣକୁ ଗିରଫ କରିଛି। ଆଗରପଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri